ଏବେ ଚୁଲି ଜଳାଇବା ବି ମହଙ୍ଗା !…

ନୂଆଦିଲ୍ଲୀ,୨୩।୧୦: ଦେଶରେ ଖାଦ୍ୟଶସ୍ୟଠାରୁ ଆରମ୍ଭ କରି ପେଟ୍ରୋଲ, ଡିଜେଲ, ଗ୍ୟାସ୍‌ ଆଦିର ଦାମ ବୃଦ୍ଧି ପାଇଛି। ଏବେ ଚୁଲି ଜଳାଇବା ବି ମହଙ୍ଗା ହେବାକୁ ଯାଉଛି। ମ୍ୟାଚେସ୍‌ ଦାମ ଡିସେମ୍ବରଠାରୁ ୧ ଟଙ୍କା ବଦଳରେ ୨ ଟଙ୍କା ହେବ। ଏସମ୍ପର୍କରେ ନିଷ୍ପତ୍ତି ଅଲ୍‌ ଇଣ୍ଡିଆ ଚ୍ୟାମ୍ବର୍ସ ଅଫ୍‌ ମ୍ୟାଚେସ୍‌ର ଏକ ବୈଠକରେ ଗ୍ରହଣ କରାଯାଇଛି।

ବୈଠକରେ ଦେଶର ୫ ପ୍ରମୁଖ ମ୍ୟାଚେସ୍‌ ଉଦ୍ୟୋଗର ପ୍ରତିନିଧି ଯୋଗ ଦେଇଥିଲେ। ସର୍ବସମ୍ମତିକ୍ରମେ ଏନେଇ ଚୂଡ଼ାନ୍ତ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଫଳରେ ଦୀର୍ଘ ୧୪ ବର୍ଷ ପରେ ପୁଣି ମ୍ୟାଚେସ୍‌ ଦାମ ବଢ଼ିବାକୁ ଯାଉଛି।

କଞ୍ଚାମାଲର ବୃଦ୍ଧି ଯୋଗୁ ମ୍ୟାଚେସ୍‌ ଦାବ ବଢ଼ାଇବାକୁ ସ୍ଥିର ହୋଇଛି। ଲାଲ୍‌ ଫସରଫରସ, ମହମ, ଏବଂ ଓ୍ବାକ୍ସ ବୋର୍ଡର ଆବଶ୍ୟକତା ହୋଇଥାଏ। ସେହିପରି ପେଟ୍ରୋଲ ଡିଜେଲ ଦାମରେ ବୃଦ୍ଧି ଘଟିଥିବାରୁ ପରିବହନରେ ମଧ୍ୟ ଅଧିକ ଖର୍ଚ୍ଚ ହେଉଥିତ୍ବା ବୈଠକରେ କୁହାଯାଇଥିଲା।

ଏହା ପୂର୍ବରୁ ୨୦୦୭ରେ ମ୍ୟାଚେସ୍‌ ଦାମ୍‌ ୫୦ ପଇସାରୁ ୧ ଟଙ୍କାକୁ ବୃଦ୍ଧି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜୟମାଲା ସମୟରେ ବନ୍ଧୁକ ଚଳାଇଲେ ଦବଙ୍ଗ କନ୍ୟା: ଭିଡିଓ ଭାଇରାଲ

ପ୍ରତାପଗଡ଼, ୧।୬: ଅନେକ ଥର ବିବାହ ସମୟରେ ବର ହର୍ଷ ଫାଇରିଂ କରୁଥିବାର ଦୃଶ୍ୟ ଦେଖିବାକୁ ମିଳେ। ହେଲେ କେବେ କନ୍ୟା ହର୍ଷ ଫାଇରିଂ କରୁଥିବାର...

ସୁପ୍ରିମକୋର୍ଟରେ ଚିଟ୍‌ଫଣ୍ଡ୍‌ ଦୁର୍ନୀତି: ଆମିକସ୍‌ କ୍ୟୁରି ନିଯୁକ୍ତ

ନୂଆଦିଲ୍ଲୀ,୧୫ା୧୧: ଓଡ଼ିଶାର ହାଇ-ପ୍ରୋଫାଇଲ ଚିଟ୍‌ଫଣ୍ଡ ଦୁର୍ନୀତି ମାମଲାର ତଦନ୍ତରେ ସହଯୋଗ ପାଇଁ ସୁପ୍ରିମକୋର୍ଟ ସୋମବାର ବରିଷ୍ଠ ଆଇନଜୀବୀ ଗୌରବ ଅଗ୍ରଓ୍ବାଲଙ୍କୁ ଆମିକସ୍‌ କ୍ୟୁରି ରୂପେ ନିଯୁକ୍ତ...

ଖୁବ୍‌ଶୀଘ୍ର ଫେରିବ ଡାକୋଟା ବିମାନ

ନୂଆଦିଲ୍ଲୀ,୨୪।୪: ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ଉଡ଼ାଇଥିବା ଡାକୋଟା ବିମାନ ଚଳିତ ବର୍ଷ ଶେଷ ସୁଦ୍ଧା ଭୁବନେଶ୍ୱର ଫେରିବ ବୋଲି ଆଶା କରାଯାଉଛି। ଏବେ ବିମାନଟି...

ମୁଖ୍ୟମନ୍ତ୍ରୀ ଆଦିତ୍ୟନାଥଙ୍କୁ ପ୍ରିୟଙ୍କାଙ୍କ ଚିଠି

ନୂଆଦିଲ୍ଲୀ,୧୯ ।୯: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଶନିବାର ଏକ ପତ୍ର ଲେଖିଛନ୍ତି । ଏଥିରେ ସେ...

ମଧ୍ୟପ୍ରଦେଶ କ୍ୟାବିନେଟର ହେଲା ସମ୍ପ୍ରସାରଣ

ଭୋପାଳ,୨।୭: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନଙ୍କ ମନ୍ତ୍ରୀମଣ୍ଡଳର ଗୁରୁବାର ସମ୍ପ୍ରସାରଣ ହୋଇଛି। ଏଥିରେ ୨୮ ନୂଆ ମନ୍ତ୍ରୀ ସାମିଲ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୨୦...

ପଙ୍ଗପାଳ ଦମନରେ ଧର୍ମବିଶ୍ୱାସ ପ୍ରତିବନ୍ଧକ

ନୂଆଦିଲ୍ଲୀ,୧ା୬: ମଧ୍ୟପ୍ରଦେଶର ପାନ୍ନା ଅଞ୍ଚଳରେ ଗତ ସପ୍ତାହରେ ବାଜିିଥିଲା ପୋଲିସ ସାଇରନ। ହେଲେ ତାହା ଚୋରଙ୍କୁ ଗୋଡ଼ାଇବା ଲାଗି ନୁହେଁ ବରଂ ମାରାତ୍ମକ କୀଟ ପଙ୍ଗପାଳ...

ନେତାଜୀଙ୍କ ବୀରତ୍ୱକୁ ମନେ ପକାଇଲେ ମୋଦି

ନୂଆଦିଲ୍ଲୀ,୨୩।୧: ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ଜନ୍ମ ଦିବସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍‌ କରି ତାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ତାଙ୍କର ବୀରତ୍ୱ ଓ...

ଫେସ୍‌ବୁକ୍‌ରୁ ପ୍ରେମ, ବିବାହ ପାଇଁ ପ୍ରେମିକ ମନା କରିବାରୁ ଘଟିଲା ଏମିତି

ଡେରାଡୁନ୍‌,୫ା୧୦: ଉତ୍ତରାଖଣ୍ଡର ରାଜଧାନୀ ଡେରାଡୁନ୍‌ର ଜଣେ ଯୁବତୀ ଏବଂ ଝାଡ଼ଖଣ୍ଡର ଗରଓ୍ବା ଜିଲାର ଜଣେ ଯୁବକଙ୍କ ମଧ୍ୟରେ ଫେସ୍‌ବୁକ୍‌ରୁ ବନ୍ଧୁତା ଏବଂ ପରେ ପ୍ରେମ ସମ୍ପର୍କ...

Advertisement
Archives

Model This Week