Posted inଜାତୀୟ

ଭାରତ ଆସୁଥିବା ବିଦେଶୀ ନେତା ଏବେ କେବଳ ଗୁଜରାଟ ଯାଉଛନ୍ତି: ପାୱାର

ମୁମ୍ବାଇ,୨୪ ।୪: ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟିର ସୁପ୍ରିମୋ ଶରଦ ପାୱାର ମହାରାଷ୍ଟ୍ରର କୋହ୍ଲାପୁରରେ ଆୟୋଜିତ ଏକ ସଂକଳ୍ପ ଯାତ୍ରାରେ ସମ୍ବୋଧନ ଦେବା ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ଉପରେ ଖୁବ୍ ବର୍ଷିଛନ୍ତି । ଶରଦ ପାୱାର ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନଙ୍କ ଭାରତ ଗସ୍ତକୁ ନେଇ କହିଥିଲେ ପୂର୍ବରୁ ବିଦେଶରୁ ଆସୁଥିବା ନେତାମାନେ ପ୍ରଥମେ ରାଜଧାନୀ ଦିଲ୍ଲୀରେ ପହଞ୍ଚୁଥିଲେ । ଏହାପରେ ହାଇଦ୍ରାବାଦ, କୋଲକାତା ଯାଉଥିଲେ । ହେଲେ ଏବେ ବିଦେଶି ନେତାମାନେ କେବଳ ଗୁଜରାଟ ଯାଉଛନ୍ତି ।
ପାୱାର କହିଛନ୍ତି, ମୁଁ ଇନ୍ଦିରା ଗାନ୍ଧୀ, ରାଜୀବ ଗାନ୍ଧୀ, ନରସିଂହା ରାଓ, ମନମୋହନ ସମସ୍ତଙ୍କ କାର୍ଯ୍ୟକାଳ ଦେଖିଛି । ଏମାନଙ୍କ ସମୟରେ ଯେତେବେଳେ ବିଦେଶି ନେତା ଭାରତ ଆସୁଥିଲେ ସେତେବେଳେ ସେମାନେ ପ୍ରଥମେ ଦିଲ୍ଲୀ ଯାଉଥିଲେ । ନଚେତ୍ ହାଇଦ୍ରାବାଦ ଅବା କୋଲକାତା ଯାଉଥିଲେ । ହେଲେ ଏବେ ସ୍ଥିତି ସମ୍ପୂର୍ଣ୍ଣ ବଦଳି ଯାଇଛି । ଏବେ ଯଦି କେହି ବିଦେଶି ନେତା ଆସୁଛନ୍ତି ତେବେ ସେ କେବଳ ଗୁଜରାଟ ଯାଉଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମଦଭାଟି ବିରୋଧରେ ଗର୍ଜିଲେ ଗ୍ରାମବାସୀ, ୧୦ ତାରିଖ ସୁଦ୍ଧା ବନ୍ଦ ପାଇଁ ଚେତାବନୀ

ଅମରପାଲି,୮।୧୦(ପୀତାମୱର ସାହୁ): ଦୀର୍ଘ ୩୦ ବର୍ଷ ଧରି ଗ୍ରାମରେ ଚାଲି ଆସୁଥିବା ଲାଇସେନ୍ସ ପ୍ରାପ୍ତ ଦେଶୀ ମଦଭାଟିକୁ ନେଇ ପୀତାମହୁଲ ଗ୍ରାମରେ ଅସନ୍ତୋଷ ତେଜିଛି। ମଦଭାଟି ଯୋଗୁ…

TPWODLର ବଡ଼ ସୂଚନା, ଏହି ସମୟରୁ ହେବ ବିଦ୍ୟୁତ୍‌ କାଟ୍‌…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଶୁକ୍ରବାର କ୍ରମାଗତ ୬ଘଣ୍ଟା ଧରି ବିଦ୍ୟୁତ୍‌ ସେବା ବନ୍ଦ ରହିବ। ସକାଳ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସହରରେ ବିଦ୍ୟୁତ୍‌ ସରବରାହ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

୩ ରାଶି ଉପରେ କେତୁଙ୍କ କ୍ରୁର ଦୃଷ୍ଟି! ସାମାନ୍ୟ ଭୂଲ ପଡିବ ଭାରୀ, ଚାକିରିରେ ବଢିବ ଟେନଶନ

୩ ଅକ୍ଟୋବର ୨୦୨୬ରେ କେତୁ ସିଂହ ରାଶିରେ ଥିବା ନିଜର ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିସାରିଛି। ଏହି ନକ୍ଷତ୍ର ଗୋଚର ୫ ଡିସେମ୍ୱର ୨୦୨୬…

ପୋଖରୀରେ ବୁଡ଼ି ଚାଲିଗଲା ଦ୍ୱିତୀୟ ଶ୍ରେଣୀ ଛାତ୍ରଙ୍କ ଜୀବନ, ଗାଁରେ ଶୋକ

ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେନଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଦ୍ୱିତୀୟ ଶ୍ରେଣୀରେ ପଢୁୁଥିବା ଖଲିଙ୍ଗି…

ଜୁଆଆଡ୍ଡା ପରିଚାଳନାକୁ ନେଇ ୨ ଗୋଷ୍ଠୀଙ୍କ ମଧ୍ୟରେ ଉତ୍ତେଜନା, ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡି ପଞ୍ଚାୟତ କାଣ୍ଡସର ଗାଁ ନିକଟରେ ଦୀର୍ଘ ଦିନ ହେଲା ଚାଲିଥିବା ଜୁଆଆଡ୍ଡା ପରିଚାଳନାକୁ କେନ୍ଦ୍ରକରି ୨…

ଅକ୍ଟୋବର ୧୭ରେ ସୂର୍ଯ୍ୟଙ୍କ ବଡ଼ ଗୋଚର: ୩ ରାଶି ରୁହନ୍ତୁ ସାବଧାନ! ପାଖରୁ ଚାଲିଯିବ ସବୁ ଟଙ୍କା

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଅକ୍ଟୋବର ମଧ୍ୟଭାଗରେ ଗ୍ରହ ସ୍ଥିତିରେ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି । ପ୍ରକୃତରେ, ବୈଦିକ କ୍ୟାଲେଣ୍ଡର ଅନୁସାରେ, ଆସନ୍ତା ଅକ୍ଟୋବର ୧୭…

ଲୋକଙ୍କ ଅଭିଯୋଗ ଶୁଣିଲେ ବିଧାୟକ

ପାଟଣା,୮।୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ପଞ୍ଚାୟତରେ ଗୁରୁବାର ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?