ଏଣିକି ଶ୍ରୀମନ୍ଦିରରେ ମିଳିବ ମାଗଣା ଅବଢ଼ା : ଜାଣନ୍ତୁ କ’ଣ କହିଲେ ଆଇନମନ୍ତ୍ରୀ…

ପୁରୀ,୧୮।୮: ଏଣିକି ପୁରୀ ଶ୍ରୀମନ୍ଦିରରେ ଭକ୍ତଙ୍କୁ ମାଗଣା ମହାପ୍ରସାଦ ମିଳିବ। ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏ ନେଇ ବୟାନ ରଖିଛନ୍ତି। ଭକ୍ତଙ୍କୁ ମାଗଣା ଅବଢ଼ା ଦେବାକୁ ବ୍ୟବସ୍ଥା କରାଯାଉଛି। ପ୍ରତିଦିନ ପ୍ରାୟ ଏକରୁ ଦେଢ଼ ଲକ୍ଷ ଭକ୍ତ ଶ୍ରୀମନ୍ଦିର ଆସୁଛନ୍ତି, ସମସ୍ତଙ୍କୁ ମାଗଣା ମହାପ୍ରସାଦ ଦେବାକୁ ଚେଷ୍ଟା ଚାଲିଥିବା ଆଇନମନ୍ତ୍ରୀ କହିଛନ୍ତି।ତେବେ କେବଠୁ ଓ କେମିତି ଦିଆଯିବ ମହାପ୍ରସାଦ, ସେନେଇ ଆଇନ ମନ୍ତ୍ରୀ ସ୍ପଷ୍ଟ କରିନାହାଁନ୍ତି।ସେ କହିଛନ୍ତି, ଏ ସଂପର୍କରେ ରାଜ୍ୟ ସରକାର ଏକ ରୂପରେଖ ପ୍ରସ୍ତୁତ କରୁଛନ୍ତି। ତା’ସହ ଆହୁରି କହିଛନ୍ତି, ପୁରୀରେ ଶ୍ରୀଜଗନ୍ନାଥ ସଂସ୍କୃତିକୁ ନେଇ ଏକ ବ୍ୟାଖ୍ୟାନ କେନ୍ଦ୍ର ଖୋଲାଯିବ। ଯେଉଁଠି ଜଗନ୍ନାଥ ମନ୍ଦିରର ସମ୍ପୂର୍ଣ୍ଣ ନୀତିକାନ୍ତି,ବ୍ୟବସ୍ଥାବଳୀ ଓ ଜଗନ୍ନାଥ ସଂସ୍କୃତି ବିଷୟରେ ଭକ୍ତଙ୍କୁ ତଥ୍ୟ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ମିଶିଲେ ରଘୁନାଥ ମହାନ୍ତି-ଜୀବନ ପ୍ରଦୀପ ଦାସ

ଭୁବନେଶ୍ବର,୨୫।୩: ଚର୍ଚ୍ଚାର ଅନ୍ତ ଘଟିଲା ।  ବିଜେଡିକୁ ଫେରିଲେ ରଘୁନାଥ ମହାନ୍ତି ଓ ଜୀବନ ପ୍ରଦୀପ ଦାସ । କିଛି ଦିନ ହେବ ସେମାନେ ବିଜେଡିରେ ସାମିଲ…

ସ୍ବାଧୀନତାର ଦୀର୍ଘବର୍ଷ ପରେ ବି ଏହି ୭ ଗାଁକୁ ହୋଇନି ବିଦ୍ୟୁତ୍‌ ସଂଯୋଗ, ଦାବିପତ୍ର ଦେଇ…

ବଞ୍ଚୋ,୨୫ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଅନ୍ତର୍ଗତ ଶାମୁକା ନେଣ୍ଡି ପଞ୍ଚାୟତର ଉପରନଟିଆ, ଖଣ୍ଡିତଳ, ବାରଶାଡାହି, ଲକ୍ଷ୍ମଣଡାହି, ବାଇବୃରୁ, ଫନଡାହି, ପଠାଣଡାହି ଆଦି ୭ଟି…

ଘଡ଼ଘଡ଼ି ସହ ଝଡ଼ ବର୍ଷା ନେଇ ୮ ଜିଲାକୁ ୟେଲୋ ଓ୍ବାର୍ନିଂ, ୪୦ରୁ ୫୦ କିମି ପର୍ଯ୍ୟନ୍ତ ପବନ….

ଭୁବନେଶ୍ବର,୨୫।୩: ଗତ କିଛିଦିନ ଧରି ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ଲାଗି ରହିଛି । ଏହାରି ଭିତରେ ଭୁବନେଶ୍ବର ପାଣିପାଗ ବିଭାଗ ପକ୍ଷରୁ ଓ୍ବାର୍ନିଂ ଜାରି କରାଯାଇଛି ।…

ଘୁମୁସର ବନଖଣ୍ଡରୁ ୨୦୪ ଖଣ୍ଡ କାଠ ଯିବ ପୁରୀ 

ଭଞ୍ଜନଗର,୨୫।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡ ଓ ଦକ୍ଷିଣ ବନଖଣ୍ଡରୁ ଚଳିତ ବର୍ଷ ରଥ ନିର୍ମାଣପାଇଁ ପୁରୀ ରଥଯାତ୍ରାକୁ ୨୦୪ ଖଣ୍ଡ କାଠଯିବ।…

ICC Rankings: ବିନା ଖେଳରେ ସୂର୍ଯ୍ୟକୁମାର ଯାଦବଙ୍କୁ ମିଳିଲା ଫାଇଦା, ପୁଣି ଥରେ…

ନୂଆଦିଲ୍ଲୀ,୨୫।୩: ICC ପୁଣିଥରେ ତା’ର ସଦ୍ୟତମ ରାଙ୍କିଙ୍ଗ ପ୍ରକାଶ କରିଛି । ଯଦିଓ ପୂର୍ବ ଅପଡେଟ୍ ପରଠାରୁ ବହୁତ ଟି-୨୦ ମ୍ୟାଚ୍ ହୋଇନାହିଁ – ଅର୍ଥାତ୍ ଏଥିରେ କୌଣସି…

ପେନ୍‌ସନ୍‌ଭୋଗୀଙ୍କ ମୌଳିକ ଅଧିକାରକୁ କ୍ଷୁଣ୍ଣ କରୁଛି ଭ୍ୟାଲିଡେସନ ଆକ୍ଟ, ପ୍ରତ୍ୟାହାର ଦାବି ନେଇ…

କେନ୍ଦୁଝର,୨୫ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଅବସରପ୍ରାପ୍ତ ମାଧ୍ୟମିକ ଶିକ୍ଷକ ଓ ଶିକ୍ଷା କର୍ମଚାରୀ ସଂଘ ପକ୍ଷରୁ ଭାରତ ସରକାରଙ୍କ ଦ୍ୱାରା ୨୫ ମାର୍ଚ୍ଚ ୨୦୨୫ରେ ପାରିତ…

ଦିଗପହଣ୍ଡିରେ କାଳବୈଶାଖୀ: ଝଡ଼ବର୍ଷା ସାଙ୍ଗକୁ ପଡ଼ିଲା କୁଆପଥର

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ବୁଧବାର ଅପରାହ୍ନ ପ୍ରାୟ ସାଢ଼େ ୧ଟାରୁ ସାଢ଼େ ୨ ଯାଏ କାଳ ବୈଶାଖୀ…

୪ହଜାର ଟଙ୍କା ଲାଞ୍ଚ ନଦେଲେ କାମ ହେବନି ବୋଲି କହିଥିଲେ, ଆଜିଗଲେ ଜେଲ୍

ଭୁବନେଶ୍ୱର,୨୫।୩: ଭୁବନେଶ୍ୱର ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶକ କାର୍ଯ୍ୟାଳୟର ଅଡିଟର୍‌ ଅମ୍ବିକା ପ୍ରସାଦ ରଥଙ୍କୁ ବୁଧବାର ଗିରଫ କରାଯାଇଛି। ମଙ୍ଗଳବାର ୪ ହଜାର ଟଙ୍କା ଲାଞ୍ଚ ନେଲା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri