ଏଣିକି ଗୁଣ୍ଡିଚା ମନ୍ଦିର ଗଲେ ପଡ଼ିବ ଟିକେଟ୍‌, ଦାମ୍‌ ରହିଛି…

ପୁରୀ,୨୬ା୧୧: ଡିସେମ୍ବର ୧ରୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ଗୁଣ୍ଡିଚା ମନ୍ଦିର। ପରୀକ୍ଷାମୂଳକ ଭାବେ ଟିକେଟ ଦର୍ଶନ ବ୍ୟବସ୍ଥା ଆରମ୍ଭ ହେବ ବୋଲି ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ। ଭକ୍ତଙ୍କ ପିଛା ଟିକେଟ୍‌ର ମୂଲ୍ୟ ୧୦ ଟଙ୍କା ରହିବ। ୫ ବର୍ଷରୁ କମ୍‌, ୮୦ ବର୍ଷରୁ ଅଧିକ ଓ ଦିବ୍ୟାଙ୍ଗଙ୍କ ପାଇଁ ଦେୟମୁକ୍ତ ଦର୍ଶନ ବ୍ୟବସ୍ଥା ରହିଛି। ପ୍ରତିଦିନ ସକାଳ ୬ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ମନ୍ଦିର ଖୋଲିବ।

ନଭେମ୍ବରରୁ ଫେବୃଆରୀ ପର୍ଯ୍ୟନ୍ତ ସକାଳ ୬ରୁ ସନ୍ଧ୍ୟା ୫ଟା ଯାଏ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ। ସିଂହଦ୍ବାର ଦେଇ ଆଡ଼ପ ମଣ୍ଡପ ଦର୍ଶନ ପାଇଁ ପ୍ରବେଶ ଓ ପ୍ରସ୍ଥାନ ରହିଥିବାବେଳେ ମାଗଣା ଚପଲ, ମୋବାଇଲ ଷ୍ଟାଣ୍ଡ ଓ ପାନୀୟ ଜଳର ବ୍ୟବସ୍ଥା ରହିଥିବା କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri