Posted inଜାତୀୟ

ଏବେ ହେବ ଅସଲ ଖେଳ

ପାଟନା,୨୮ା୧: ବିହାରରେ ଆରମ୍ଭ ହୋଇଛି ମେଣ୍ଟ ସରକାର। ଭାଜପା-ଜେଡିୟୁ ମେଣ୍ଟ ସରକାରର ୯ମ ମୁଖ୍ୟମନ୍ତ୍ରୀ ଭାବେ ରବିବାର ନୀତୀଶ କୁମାର ଶପଥ ନେଇଛନ୍ତି। ନୀତୀଶ ଭାଜପାକୁ ଫେରିବା ପରେ ବିହାରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ ତାଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ମୁଁ ଲେଖିକି ଦେଉଛି, ୨୦୨୪ରେ ଜେଡିୟୁ ଶେଷ ହୋଇଯିବ।

ସେ କହିଛନ୍ତି, ତାଙ୍କର କୌଣସି ରାଗ କିମ୍ବା ବିରୋଧ ନାହିଁ। ଆରଜେଡି କେବଳ ମହାଗଠବନ୍ଧନକୁ ଅନୁସରଣ କରିଥିଲା। କିନ୍ତୁ ମୁଁ ଗୋଟିଏ କଥା ସ୍ପଷ୍ଟ ଭାବରେ କହିବାକୁ ଚାହେଁ। ଏବେ ଅସଲ ଖେଳ ଆରମ୍ଭ ହେବ। ତେଜସ୍ବୀ ୨୦୨୨ କଥାକୁ ମନେ ପକାଇଛନ୍ତି। ସେ କହିଛନ୍ତି, ନୀତୀଶ ଯେତେବେଳେ ସରକାର ଗଠନ କରିବାକୁ ଏନ୍‌ଡିଏ ଛାଡି କଂଗ୍ରେସ ଏବଂ ବାମପନ୍ଥୀ ଦଳ ସହିତ ମହାଗଠବନ୍ଧନ କରିଥିଲେ ଆମେ ବହୁତ ଆଶା ନେଇ ସରକାର ଗଠନ କରିଥିଲୁ। ନୀତୀଶ ସେହି ସମୟରେ ସରକାର ଗଠନ କରିବାର ଉଦ୍ଦେଶ୍ୟ ମଧ୍ୟ ବୁଝାଇଥିଲେ। କିନ୍ତୁ ସେ ବର୍ତ୍ତମାନ ସରକାରର ଛାଡ଼ି ଚାଲିଗଲେ, ଜନତା ଏହାର କଡ଼ା ଜବାବ ଦେବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ବଢ଼ିଲା ଅଶୋଧିତ ତୈଳ ଦର, ଜାଣନ୍ତୁ ଭୁବନେଶ୍ବରରେ କେତେ ହେଲା ପେଟ୍ରୋଲ-ଡିଜେଲ ଦାମ୍

ନୂଆଦିଲ୍ଲୀ,୧୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ପୁଣି ଥରେ ବୃଦ୍ଧି ପାଇଛି। ୧୭ ମାର୍ଚ୍ଚ ମଙ୍ଗଳବାର ଦିନ, ଅଶୋଧିତ ତୈଳ…

LPG ସଙ୍କଟ ଭିତରେ ଆସିଲା ଖୁସିଖବର: ଆଜି ଭାରତରେ ପହଞ୍ଚିବ ଏତିକି ମେଟ୍ରିକ ଟନ୍‌ ଗ୍ୟାସ

ନୂଆଦିଲ୍ଲୀ,୧୭।୩: ଦେଶରେ ବଢ଼ି ଚାଲିଥିବା ଏଲପିଜି ସଙ୍କଟ ମଧ୍ୟରେ ଆଶ୍ୱସ୍ତିର ଖବର ଆସିଛି। ଇରାନ ସରକାରଙ୍କ ସ୍ବତନ୍ତ୍ର ଅନୁମତି ପରେ, ଭାରତୀୟ ଜାହାଜ ପାଇଁ ପଥ ପରିଷ୍କାର…

IPL 2026 ପୂର୍ବରୁ ଧୋନିଙ୍କ ସହ ଫୋନରେ କଥା ହେଲେ ସଞ୍ଜୁ ସାମସନ, କହିଲେ କିଛି ଭିତିରି କଥା, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୧୭।୩: ଟି-୨୦ ବିଶ୍ୱକପ ବିଜୟୀ ଦଳର ନାୟକ ସଞ୍ଜୁ ସାମସନ ସୋମବାର କହିଛନ୍ତି ଯେ ଆଗାମୀ ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ପାଇଁ ଖେଳୁଥିବା ସମୟରେ…

ଆଇନା ଓ ମଇନା

ଆଇନା ସବୁବେଳେ ସତ କହେ! ହୋଇଥିବ ବୋଧେ! ଏକଥା ସତ ବୋଲି ବି ମୋତେ ଲାଗିଲା। ଯଦିଓ ମୁଁ ସବୁବେଳେ ଆଇନା ଦେଖି ମୋ ରୂପ ସଜାଏ।…

ବରିଷ୍ଠ ନାଗରିକଙ୍କୁ ତାଚ୍ଛଲ୍ୟ

ମନୁଷ୍ୟ ସ୍ବାଭାବିକ ଜୀବନଚକ୍ରରେ ନିର୍ଦ୍ଦିଷ୍ଟ ବର୍ଷ ଅତିକ୍ରମ ପରେ ବୃଦ୍ଧାବସ୍ଥା ପ୍ରାପ୍ତହୁଏ । ଅନେକ ମାତାପିତା ବୃଦ୍ଧାବସ୍ଥାରେ ଅବହେଳାର ଶିକାର ହେଉଥିବା ଅନୁଭବକରି ମିଳିତ ଜାତିସଂଘ ସେମାନଙ୍କର…

ଯୁଦ୍ଧରେ ଏବେ ପର୍ଯ୍ୟନ୍ତ କେତେ ସେନାଙ୍କୁ ହରାଇଲାଣି ଆମେରିକା? ନିଜେ ଦେଲା ବଡ଼ ଅପଡେଟ

ଓ୍ବାଶିଂଟନ,୧୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏବେ ପ୍ରାୟ ତିନି ସପ୍ତାହ ଧରି ଚାଲିଛି। ଏହି ସମୟ ମଧ୍ୟରେ, ଇରାନ ସହିତ ସଂଘର୍ଷରେ ଆହତ ହୋଇଥିବା ଆମେରିକୀୟ ସୈନ୍ୟଙ୍କ…

ଭାଗ୍ୟ ବଳରେ

କଟକସ୍ଥିତ ଶ୍ରୀରାମଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟ ଓ ହସ୍ପିିଟାଲରେ ୧୫ ମାର୍ଚ୍ଚ ବିଳମ୍ବିତ ରାତ୍ରିରେ ଟ୍ରମା କେୟାର ଇଣ୍ଟେନସିଭ୍‌ କେୟାର ୟୁନିଟ (ଆଇସିୟୁ)ରେ ଅଗ୍ନିକାଣ୍ଡ ଘଟି ୧୦…

ଯୁଦ୍ଧ ମଧ୍ୟରେ ପରମାଣୁ ଅସ୍ତ୍ରକୁ ନେଇ ବଡ଼ ଚେତାବନୀ ଦେଲେଣି ଟ୍ରମ୍ପ, କହିଲେ ଯଦି ଇରାନକୁ ପରମାଣୁ ଅସ୍ତ୍ର ମିଳେ ତେବେ….

ଓ୍ବାଶିଂଟନ,୧୭।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦେଶ ବିରୁଦ୍ଧରେ ନିଆଯାଇଥିବା ସାମ୍ପ୍ରତିକ ସାମରିକ କାର୍ଯ୍ୟାନୁଷ୍ଠାନକୁ ରକ୍ଷା କରିଛନ୍ତି। ସେ ଚେତାବନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri