ଭବିଷ୍ୟତ ଗଠନ ପାଇଁ ଏହା ଉଚିତ ସମୟ: ମନ୍ତ୍ରୀ

ସମ୍ବଲପୁର,୧୯।୧୧(ବ୍ୟୁରୋ): ଶିକ୍ଷିତ ସମାଜ ଗଠନ କରିବାରେ ଛାତ୍ରୀଛାତ୍ରଙ୍କ ଭୂମିକା ରହିଛି। ସମାଜ ଗଠନ ସହିତ ନିଜ ଭବିଷ୍ୟତ ମଧ୍ୟ ଚିନ୍ତା କରିବାର ଆବଶ୍ୟକତା ଅଛି। ଛାତ୍ର ଜୀବନରୁ ଭବିଷ୍ୟତ ଗଠନ ଦିଗରେ ଲକ୍ଷ୍ୟ ରଖିବା ଉଚିତ ସମୟ ବୋଲି ଯୁଯୁମୁରା ବ୍ଲକ ବୁରୋମାଲ ଅପଗ୍ରେଡ ହାଇସ୍କୁଲର ସୁବର୍ଣ୍ଣ ଜୟନ୍ତୀ ଅବସରରେ ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ ମୁଖ୍ୟଅତିଥି ଭାବେ ଯୋଗଦେଇ କହିଥିଲେ। ପୂରାତନ ଛାତ୍ର ଅକ୍ଷୟ ପାରମାଣିକଙ୍କ ସଭାପତିତ୍ୱରେ କାର୍ଯ୍ୟକ୍ରମ ହୋଇଥିଲା। ସ୍କୁଲର ପ୍ରଧାନ ଶିକ୍ଷକ ଜୟକୃଷ୍ଣ ବାଗ ସଭା ପରିଚାଳନା କରିଥିଲେ। ସମ୍ମାନିତ ଅତିଥି ଭାବେ ଜିଲା ପରିଷଦ ସଭ୍ୟା କବିତା ସାହୁ, ସ୍ଥାନୀୟ ସରପଞ୍ଚ ଜକ୍ତେତ୍ୱର ମିର୍ଦ୍ଧା, ସାମାଜିକ କର୍ମୀ ଅନସୂୟା ସାହୁ, ସମିତି ସଭ୍ୟ ଜୟନ୍ତୀ ପ୍ରଧାନ ଯୋଗ ଦେଇଥିଲେ। ସଭା ପରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ପୁରାତନ ଛାତ୍ରମାନେ ମନ୍ତ୍ରୀଙ୍କୁ ସ୍କୁଲର ବିଭିନ୍ନ ସମସ୍ୟା ଅବଗତ କରିଥିଲେ। ସ୍କୁଲର ସାମୂହିକ ବିକାଶ ଦିଗରେ ସରକାର ପଦକ୍ଷେପ ଗ୍ରହଣ କରିବେ। ଏ ସ୍କୁଲକୁ ଖୁବ୍‌ଶୀଘ୍ର ୫-ଟି ଯୋଜନାରେ ସାମିଲ କରାଯିବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏମ୍‌ପିଙ୍କ ହସ୍ତକ୍ଷେପ ଲୋଡ଼ିଲେ ଯୋଗାଣ ସହାୟକ: ଦୀର୍ଘଦିନର ସମସ୍ୟା ସମାଧାନ ଦାବି

ଗଞ୍ଜାମ, ୩୦।୯: ଦୀର୍ଘ ୧୪ ବର୍ଷ ଧରି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଅଧୀନରେ କାର୍ଯ୍ୟ କରିଆସୁଥିବା ଯୋଗାଣ ସହାୟକମାନେ ନିଜର ବିଭିନ୍ନ ସମସ୍ୟା…

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ପ୍ରସିଦ୍ଧ ଅଗ୍ନି ଭୈରବଙ୍କ ଝାମୁଯାତ୍ରା ମହାଆଡ଼ମ୍ବରରେ ସମ୍ପନ୍ନ, କମ୍ପିଲା ଲାଞ୍ଜିଗଡ଼; ତତଲା ନିଆଁ ଉପରେ ଚାଲିଲେ…

ଲାଞ୍ଜିଗଡ଼,୩୦ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ସହରର ପରମ ଆରାଧ୍ୟ ଦେବତା ଅଗ୍ନି ଭୈରବଙ୍କ ବିଶ୍ୱପ୍ରସିଦ୍ଧ ଝାମୁଯାତ୍ରା ବୁଧବାର ମହା ସମାରୋହରେ ପାଳିତ ହୋଇଯାଇଛି। ଏହି…

ସାନଖେମୁଣ୍ଡିରେ ବ୍ୟାପିଲା ଝାଡ଼ାବାନ୍ତି, ଜଣଙ୍କ ମୃତ୍ୟୁ, ୪ ଗୁରୁତର; ବ୍ରହ୍ମପୁର MKCGରେ…

ଦିଗପହଣ୍ଡି,୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର ଗାଁରେ ଗତ ୪ ଦିନ ହେଲା ଝାଡ଼ାବାନ୍ତି କାୟା ବିସ୍ତାର କରିବାରେ ଲାଗିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?