ଏବେ ଏହି ଅଭିନେତାଙ୍କୁ ଚିହ୍ନିବା କଷ୍ଟକର

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନ୍‌ ବର୍ତ୍ତମାନ କ୍ୟାଟ୍ରିନା କୈଫ୍‌ଙ୍କ ସହ ରୁଷିଆରେ ଫିଲ୍ମ ‘ଟାଇଗର-୩’ ଶୁଟିଂରେ ବ୍ୟସ୍ତ ଅଛନ୍ତି। ଗତ ସପ୍ତାହରେ ଦୁଇଜଣ ଯାକ ଏହି ଫିଲ୍ମ ଶୁଟିଂ ପାଇଁ ରୁଷିଆ ଯାଇଥିଲେ। ଏବେ ଶୁଟିଂଶେଟ୍‌ରୁ ସଲମାନ କିଛି ଲାଟେଷ୍ଟ ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଯାହା ତୀବ୍ର ବେଗରେ ଭାଇରାଲ ହେଉଛି।

‘ଟାଇଗର-୩’ ଶେଟ୍‌ରୁ ଭାଇରାଲ ହୋଇଥିବା ସଲମାନଙ୍କ ଏହି ଫଟୋକୁ ଚିହ୍ନିବା ବହୁତ କଷ୍ଟକର। କାରଣ ଏଥିରେ ସେ ଭିନ୍ନ ଏକ ଲୁକ୍‌ରେ ନଜର ଆସିଛନ୍ତି। କହିବାକୁ ଗଲେ ସଲମାନ ତାଙ୍କ ଫିଲ୍ମ କ୍ୟାରିୟର ମଧ୍ୟରେ ବି ଏମିତି ଡ୍ରାମାଟିକ୍‌ ଲୁକ୍‌ରେ ଆଜିପର୍ଯ୍ୟନ୍ତ ନଜର ଆସିନାହାନ୍ତି। ଫଟୋରେ ଦେଖିବେ ସଲମାନ ଏକ ବ୍ରାଉନ କଲରର ଲମ୍ବା ବାଳ ରଖିଛନ୍ତି। ଦାଢ଼ି ମଧ୍ୟ ବ୍ରାଉର କଲରର। ସଲମାନଙ୍କ ତାଙ୍କ ମୁଣ୍ଡରେ ଏକ ଲାଲ୍‌ ରଙ୍ଗର ବ୍ୟାଣ୍ଡ ବାନ୍ଧିଛନ୍ତି। ଭାଇରାଲ ହୋଇଥିବା ଫଟୋରେ ସୋହେଲ ଖାନ୍‌ଙ୍କ ପୁଅ ନିର୍ବାଣ ଖାନ୍‌ଙ୍କୁ ମଧ୍ୟ ଦେଖିବାକୁ ମିଳିଛି। କିନ୍ତୁ ଅଭିନେତ୍ରୀ କ୍ୟାଟ୍ରିନାଙ୍କୁ ଭାଇରାଲ ହୋଇଥିବା ଫଟୋରେ ଦେଖିବାକୁ ମିଳିନାହିଁ। ସଲମାନ କାଜୁଆଲ ଜିନ୍ସ ସହ ଏକ ହ୍ବାଇଟ୍‌ କଲରର ଟି-ଶର୍ଟ ପିନ୍ଧିଥିବା ବେଳେ ଏକ ଲାଲ୍‌ ରଙ୍ଗର ଜ୍ୟାକେଟ୍‌ରେ ନଜର ଆସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri