ଏଣିକି ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ କାମ କରିବେ ନାହିଁ ଶ୍ରମିକ

ଭୁବନେଶ୍ୱର,୫ା୪(ଅସମାପିକା ସାହୁ): ଏପ୍ରିଲ ଆରମ୍ଭରୁ ରାଜ୍ୟରେ ଗ୍ରୀଷ୍ମର ପ୍ରକୋପ ବୃଦ୍ଧି ପାଇଥିବାରୁ ଅଂଶୁଘାତକୁ ଏଡ଼ାଇ ଦିଆଯାଇ ନ ପାରେ। ତେଣୁ ସମ୍ପୂର୍ଣ୍ଣ ଖରାରେ କାର୍ଯ୍ୟରତ ଶ୍ରମିକମାନେ ଏପ୍ରିଲରୁ ଜୁନ୍‌ ୧୫ ପର୍ଯ୍ୟନ୍ତ ପ୍ରତ୍ୟହ ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ କାମ କରିବେ ନାହିଁ। ଏନେଇ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ତରଫରୁ ପଦକ୍ଷେପ ନେବା ପାଇଁ ସମସ୍ତ ରାଜସ୍ବ କମିଶନର, ଜିଲାପାଳ ଏବଂ ରାଜ୍ୟ ଶ୍ରମ କମିଶନରଙ୍କୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ଯଦି କୌଣସି କାର୍ଯ୍ୟ ଜରୁରୀ ମନେ ହୁଏ କିମ୍ବା ଅତ୍ୟାବଶ୍ୟକୀୟ ସେବା ସହ ଜଡ଼ିତ ତେବେ ସତର୍କମୂଳକ ପଦକ୍ଷେପ ନେବେ। ଯଥା ଶୀତଳ ପାନୀୟ ଜଳର ସୁବ୍ୟବସ୍ଥା, ଛାୟା ପ୍ରଦାନ ନିମନ୍ତେ ଉପଯୁକ୍ତ ବ୍ୟବସ୍ଥା, ପ୍ରତ୍ୟେକ ଶ୍ରମିକଙ୍କ ପାଇଁ ଓଆର୍‌ଏସ୍‌ ପ୍ୟାକେଟ୍‌ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶନାମା ଜାରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେଲାଙ୍ଗରେ ଭୟଙ୍କର ବୋମା ବିସ୍ଫୋରଣ: ହାତ ପାପୁଲି ଛିଣ୍ଡି…

ପିପିଲି,୧୭।୩: ପୁରୀ ଜିଲା ଡେଲାଙ୍ଗ ଥାନା ଅଧୀନ ଏକ ଜଙ୍ଗଲରେ ମଙ୍ଗଳବାର ଅଘଟଣ ଘଟିଛି। ବୋମା ଭିଡୁଥିବା ବେଳେ ବିସ୍ଫୋରଣ ଘଟି ଜଣେ ଯୁବକ ଗୁରୁତର ଆହତ…

ରୁଷିକୂଲ୍ୟାରେ ବୁଡ ପକାଇଲେ ହଜାର ହଜାର ଭକ୍ତ: ପିତୃପୁରୁଷଙ୍କୁ ପିଣ୍ଡ ଦାନ

ପୁରୁଷୋତ୍ତମପୁର,୧୭।୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କିମ୍ବଦନ୍ତୀପୂର୍ଣ୍ଣ ପ୍ରତାପୁର ଗ୍ରାମ ଋଷିକୁଲ୍ୟା ନଦୀ ଉତ୍ତରବାଙ୍କ ତୁମ୍ବେଶ୍ବର ଘାଟରେ ମହାବାରୁଣୀ ସ୍ନାନ ଅବସରରେ ମଙ୍ଗଳବାର ହଜାର…

ଏକୁଟିଆ ପଡ଼ିଗଲେ ଟ୍ରମ୍ପ: ସାହାଯ୍ୟ କରିବାକୁ ସିଧା ସିଧା ମନା କରିଦେଲେ ଏସବୁ ଦେଶ

ଓ୍ବାଶିଂଟନ୍‌,୧୭।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ଇରାନ ସହିତ ଚାଲିଥିବା ସଂଘର୍ଷ ମଧ୍ୟରେ ହର୍ମୁଜ ଷ୍ଟ୍ରେଟ୍‌କୁ ସୁରକ୍ଷିତ…

ଦୁଇ ଭାଇଙ୍କ ଝଗଡ଼ାରୁ ବଳି ପଡିଲେ ଶାଶୁ, ସାନଭାଇର କାଠ ଫାଳିଆ ମାଡ଼ରେ…

ବ୍ରହ୍ମଗିରି,୧୭।୩(ସ୍ୱାଧୀନ ଚମ୍ପତିରାୟ): ପୁରୀ ଜିଲା ଆରଖକୁଦ ମେରାନି ଥାନା ଅନ୍ତର୍ଗତ ପାଣ୍ଡାପୋଖରୀ ଗ୍ରାମରେ ଲୋମଟାଙ୍କୁରା ହତ୍ୟାକାଣ୍ଡ ହୋଇଛି । ସାନ ଭାଇର ଠେଙ୍ଗା ମାଡ଼ରେ ବଡ଼ ଭାଇର…

ସ୍ତ୍ରୀଙ୍କୁ ତଣ୍ଟି ଚିପି ମାରିବାକୁ ହତ୍ୟା ଉଦ୍ୟମ, ସ୍ବାମୀଙ୍କୁ ବାନ୍ଧି କୋର୍ଟଚାଲାଣ କଲା ପୋଲିସ

ଦିଗପହଣ୍ଡି,୧୭ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ଗ୍ରାମର ବୁଡୁ ବେହେରା ତାଙ୍କ ସ୍ତ୍ରୀ ସୁଶୀଳା ବେହେରାଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ କରିଥିବା…

ସୋଫିଆ ଫିର୍ଦ୍ଦୋସ କଂଗ୍ରେସରୁ ନିଲମ୍ବିତ ପରେ ମୁହଁ ଖୋଲିଲେ ମହମ୍ମଦ ମୋକିମ: ମୋ ଝିଅକୁ କରାଯାଉଥିଲା…

ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର…

ବାଘ ଘାସ ଖାଇବାର କାଲି ଦେଖିଲି, କାହାକୁ ଏମିତି କହିଦେଲେ ଭକ୍ତ ଦାସ

କଟକ,୧୭।୩(ପ୍ରଭୁ କଲ୍ୟାଣ ପାଲ): ରାଜ୍ୟ ସଭା  ନିର୍ବାଚନରେ  ୩ କଂଗ୍ରେସ ବିଧାୟକଙ୍କ କ୍ରସ ଭୋଟିଂ ନେଇ ବିଧାୟକ, ବିଧାୟିକାଙ୍କୁ  ନିଲମ୍ବନ କରାଯାଇଛି। ଏହି ପ୍ରସଙ୍ଗରେ ପିସିସି  ସଭାପତି…

ପାକିସ୍ତାନ ଉପରେ ନିଆଁବାଣ ହେଲା ଭାରତ: କଠୋର କାର୍ଯ୍ୟାନୁଷ୍ଠାନ ପାଇଁ କଲା ଦାବି

ଇସଲାମାବାଦ୍‌,୧୭।୩: ପାକିସ୍ତାନ ଦ୍ୱାରା ହୋଇଥିବା କଥିତ ବିମାନ ଆକ୍ରମଣରେ କାବୁଲରେ ବହୁ ସଂଖ୍ୟକ ଲୋକଙ୍କ ମୃତ୍ୟୁ ପରେ ଭାରତ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି। ଏହି ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri