Posted inଜାତୀୟ

କଣ୍ଟାକ୍ଟ ଲେନ୍ସ ବିକ୍ରି ପାଇଁ ଦରକାର ହେବ ଲାଇସେନ୍ସ

ନୂଆଦିଲ୍ଲୀ,୧୪ ।୧୦: ଏବେ ଆଉ କଣ୍ଟାକ୍ଟ ଲେନ୍ସ ସବୁ ଚଷମା ଦୋକାନରେ ଦେଖିବାକୁ ମିଳିବ ନାହିଁ । କେନ୍ଦ୍ର ସରକର କଣ୍ଟାକ୍ଟ ଲେନ୍ସ ବିକ୍ରେତାଙ୍କୁ ଲାଇସେନ୍ସ ପ୍ରକ୍ରିୟା ଅଧିନରେ ନେଇ ଆସିଛନ୍ତି । ଏହାପରେ ବିନା ଲାଇସେନ୍ସରେ କଣ୍ଟାକ୍ଟ ଲେନ୍ସ ବିକ୍ରି ଦଣ୍ଡନୀୟ ଅପରାଧ ଭାବେ ବିବେଚନା କରାଯିବ । ଏହା ବ୍ୟତୀତ କ୍ୟାନସର ଚିକିତ୍ସା ସହ ଜଡିତ ଉପକରଣ ଓ ଦାନ୍ତରେ ବ୍ୟବହାର ହେଉଥିବା ଉପକରଣର ବ୍ୟବହାର ପାଇଁ ବି ଲାଇସେନ୍ସ ନେବାକୁ ପଡିବ ।
ଏହି ନିୟମ ଅକ୍ଟୋବର ୧ରୁ ସାରା ଦେଶରେ ଲାଗୁ କରାଯିବ । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଅଧିନରେ ଥିବା କେନ୍ଦ୍ରୀୟ ଡ୍ରଗ୍ସ ଷ୍ଟାଣ୍ଡାର୍ଡ କଣ୍ଟ୍ରୋଲ ଅର୍ଗାନାଇଜେଶନ(ସିଡିଏସସିଓ) ଲାଇସେନ୍ସ ପ୍ରକ୍ରିୟାରେ କଣ୍ଟାକ୍ଟ ଲେନ୍ସ ବିକ୍ରିକୁ ଅନ୍ତର୍ଭୁକ୍ତ କରିବାକୁ ଡ୍ରଗ୍ସ ଓ କସମେଟିକ୍ସ ଆକ୍ଟକୁ ବିସ୍ତାର କରିଛି । ଦେଶରେ କଣ୍ଟାକ୍ଟ ଲେନ୍ସ ବିକ୍ରି ପ୍ରାୟ ୪୭୩ କୋଟି ।


Enter your email to get our daily news in your inbox.

All Right Reserved By Dharitri.Com

ଖୁସି ଖବର! ହର୍ମୁଜ ପାର୍ ହୋଇ ଭାରତ ଆସୁଛି ତେଲ-ଗ୍ୟାସ ଜାହାଜ, କମିଯିବକି ଦର?

ନୂଆଦିଲ୍ଲୀ,୪।୪: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଭାରତ ପାଇଁ ଏକ ଆଶ୍ବସ୍ତିକର ଖବର ଅଛି । ଭାରତୀୟ ପତାକା ଲାଗିଥିବା ଜାହାଜ ସହିତ, ଅନ୍ୟ ତିନୋଟି ଜାହାଜ ସଫଳତାର…

ଟ୍ରମ୍ପଙ୍କୁ ବଡ଼ ଝଟକା: ପାକିସ୍ତାନରେ ଆଲୋଚନା କରିବାକୁ ମନା କଲା ଇରାନ, ୪୮ ଘଣ୍ଟାର ଅସ୍ତ୍ରବିରତି ସର୍ତ୍ତକୁ କଲା ପ୍ରତ୍ୟାଖ୍ୟାନ

ଓ୍ବାଶିଂଟନ୍‌,୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ପାଇଁ ପାକିସ୍ତାନ, କାତାର ଏବଂ ତୁର୍କୀ ଦ୍ୱାରା ମଧ୍ୟସ୍ଥତା ପାଇଁ କରାଯାଇଥିବା ପ୍ରୟାସ ବିଫଳ ହୋଇଛି, କାରଣ ଇରାନ…

ଛାତିଥରା ଦୁର୍ଘଟଣା; ଭାରସାମ୍ୟ ହରାଇ କୂଅରେ ପଡିଗଲା କାର୍, ଗୋଟିଏ ପରିବାରର ୯ ମୃତ

ମୁମ୍ବାଇ,୪ା୪: ମହାରାଷ୍ଟ୍ରର ନାଶିକରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏକ କାର ନିୟନ୍ତ୍ରଣ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଏକ ପାଣି ଭର୍ତ୍ତି କୂଅରେ…

ବିପଦପୂର୍ଣ୍ଣ ଅବସ୍ଥାରେ ଟ୍ରାନ୍ସଫର୍ମର: ଅଭିଯୋଗ ପରେ ବି ଶୁଣୁନାହାନ୍ତି ବିଭାଗୀୟ ଅଧିକାରୀ

ଗଞ୍ଜାମ,୪।୪(ଅନାଥ ତରାଇ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ସୂର୍ଯ୍ୟନାରାୟଣପୁର ଓଡ଼ିଆର୍ପି କଲୋନୀରେ ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି ଟ୍ରାନ୍ସଫର୍ମର। ଇଲେକ୍ଟ୍ରି ଟ୍ରାନ୍ସଫର୍ମର ସ୍ଥାନୀୟ ବାସିନ୍ଦା ସୁଦର୍ଶନ ପ୍ରଧାନଙ୍କ…

ସାଙ୍ଗମାନଙ୍କ ସହ ମିଶି ଗାଧୋଇବାକୁ ଯାଇଥିଲେ ନାବାଳକ, ଖସିଗଲା ଗୋଡ, ଖୋଜାଖୋଜି ପରେ ମିଳିଲା…

ଆନନ୍ଦପୁର/ହାଟଡିହି,୪l୪ (ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାଏକ ): ବୈତରଣୀ ନଦୀରେ ବୁଡ଼ିଯାଇ କେନ୍ଦୁଝର ଜିଲା ରାମଚନ୍ଦପୁରୁ ଥାନା ଅନ୍ତର୍ଗତ ଅଞ୍ଜିରା ଗ୍ରାମର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ…

ରେଳ ଷ୍ଟେଶନରୁ ୪୦ ଲକ୍ଷ ଜବତ: ଯୁବକଙ୍କୁ ଅଟକ ରଖିଲା ପୋଲିସ

କେସିଙ୍ଗା,୪।୪(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନରେ ଜଣେ ଯୁବକଙ୍କଠାରୁ ଟିଟିଲାଗଡ ରେଲୱେ ପୋଲିସ ୪୦ ଲକ୍ଷ ଟଙ୍କା ଜବତ ଜଣେ ଆସାମୀକୁ…

ଜାଲ୍‌ ଶିକ୍ଷକ ନିଯୁକ୍ତି କରି ଟଙ୍କା ଆତ୍ମସାତ୍‌ ଅଭିଯୋଗ: ନ୍ୟାୟ ପାଇଁ ଥାନାର ଦ୍ୱାରସ୍ଥ ଶିକ୍ଷକ

ନୂଆପଡ଼ା,୪ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି କଲେଜରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜାଲ୍‌ ଶିକ୍ଷକ ନିଯୁକ୍ତି କରି ଦରମା ଟଙ୍କା ଆତ୍ମସାତ୍‌ କରିଥିବା ସିନାପାଲି…

ସନ୍ତାନ ପାଳନ ଓ ମାର୍ଗ ଦର୍ଶନ

ଈଶ୍ୱରଙ୍କ ସୃଷ୍ଟିରେ ମଣିଷ ସର୍ବଶ୍ରେଷ୍ଠ ଜୀବ ରୂପେ ପରିଗଣିତ ହୋଇଥାଏ। ଏହାର କାରଣ ହେଲା ଜୀବଜନ୍ତୁମାନେ ଭଲ, ମନ୍ଦ, ଭୁଲ୍‌, ଠିକ୍‌ ବିବେଚନା କରିବାରେ ଅସମର୍ଥ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri