Posted inଜାତୀୟ

ରାଜଧାନୀର ମଦପ୍ରେମୀଙ୍କ ପାଇଁ ଖୁସି ଖବର: ଜାଣନ୍ତୁ…

ନୂଆଦିଲ୍ଲୀ,୭।୮: ମଦ ପ୍ରେମୀଙ୍କ ପାଇଁ ଖୁସିଖବର। ଦିଲ୍ଲୀ ସରକାର ରାଜଧାନୀରେ ୧ ଘଣ୍ଟା ଅଧିକ ମଦ ଦୋକାନ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ପଦକ୍ଷେପ ସରକାରଙ୍କ ରାଜସ୍ବ ମଧ୍ୟ ବୃଦ୍ଧି କରିବ ବୋଲି ଜଣେ ଅଧିକାରୀ କହିଛନ୍ତି।
ଗୁରୁବାର ଅବକାରୀ ବିଭାଗ ପକ୍ଷରୁ ଦିଆଯାଇଥିବା ଆଦେଶ ଅନୁସାରେ, ରାଜଧାନୀ ଦିଲ୍ଲୀର ମଦ ଦୋକାନ ସକାଳ ୧୦ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଖୋଲିବ। ପୂର୍ବରୁ ଏହି ଦୋକାନଗୁଡିକ ରାତି ୯ଟାରେ ବନ୍ଦ ହୋଇଯାଉଥିଲା। ତେବେ ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ଏହି ନୂଆ ଦିୟମ ଜାରି ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ଭୟଭୀତ ଅଛନ୍ତି ମମତା ବାନାର୍ଜୀ: ଜେପି ନଡ୍ଡା

କୋଲକତା,୩୧।୧: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ହୋଇଛି। ବୁଧବାର ଭାରତୀୟ ଜନତା ପାର୍ଟି ସଭାପତି ଜେପି ନଡ୍ଡା ଏକ ନିର୍ବାଚନ ରାଲିକୁ ସମ୍ବୋଧିତ...

ଶାରୀରିକ ସମ୍ପର୍କ ବିନା ହୋଇଥିବା ନିର୍ଯାତନା ମଧ୍ୟ ବଳାତ୍କାର, ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…

ମୁମ୍ବାଇ,୧୭।୭: ଶାରୀରିକ ସମ୍ପର୍କ ନ ରକ୍ଷା କରି ଯଦି ନିର୍ଯାତନା ଦିଆଯାଏ ତାକୁ ମଧ୍ୟ ବଳାତ୍କାର କୁହାଯିବ ବୋଲି ବମ୍ବେ ହାଇକୋର୍ଟଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ...

ଗାନ୍ଧୀଙ୍କ ମୂର୍ତ୍ତି ସମ୍ମୁଖରେ ଭୋ ଭୋ କାନ୍ଦିଲେ ସମାଜବାଦୀ ପାର୍ଟି ନେତା: ଭିଡ଼ିଓ ଭାଇରାଲ

ଲକ୍ଷ୍ନୌ,୩।୧୦: ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀରେ ସମାଜବାଦୀ ପାର୍ଟି ନେତା ଫିରୋଜ ଖାଁ ଭୋ ଭୋ ହୋଇ କାନ୍ଦିଛନ୍ତି। ଭାଜପା ଦେଶରେ ନାଟକ କରୁଛି ବୋଲି...

ଭାକ୍ସିନର ଦ୍ୱିତୀୟ ଡୋଜ୍‌ ନେଲେ ମୋଦି

ନୂଆଦିଲ୍ଲୀ,୮।୪: ଦେଶରେ ଲଗାତର ଭାବେ ବୃଦ୍ଧି ପାଉଥିବା କରୋନା ମାମଲା ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର କୋଭିଡର ଦ୍ୱିତୀୟ ଡୋଜ୍‌ ନେଇଛନ୍ତି। ଏନେଇ ଖୋଦ୍‌...

ମୁଖ୍ୟମନ୍ତ୍ରୀଙ୍କ ହାତରେ ରାଖୀ ବାନ୍ଧିଲେ ରାଜ୍ୟପାଳ

ଲକ୍ଷ୍ନୌ,୧୫।୮: ରାଖୀ ପୁର୍ଣ୍ଣିମା ସାରା ଦେଶରେ ଖୁବ୍‌ ଧୁମ୍‌ଧାମ୍‌ରେ ପାଳନ କରାଯାଉଥିବା ବେଳେ ଛୋଟଠାରୁ ବୟସ୍କ ସମସ୍ତେ ଏହି ପର୍ବସହ ଭାରତର ୭୩ ତମ ସ୍ବାଧୀନତା...

କେରଳରେ ଲାଗୁ ହେବ ନାହିଁ ସିଏଏ, ଧର୍ମ ଆଧାରରେ ନାଗରିକତା ସ୍ଥିର କରିବାର ଅଧିକାର କାହାର ନାହିଁ: ମୁଖ୍ୟମନ୍ତ୍ରୀ

ଥିରୁଭାନନ୍ତପୁରମ,୩ ।୬: କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନ କହିଛନ୍ତି ତାଙ୍କ ସରକାର ରାଜ୍ୟରେ ବିବାଦୀୟ ନାଗରିକତା (ସଂଶୋଧନ) ଅଧିନିୟମ(ସିଏଏ) ଲାଗୁ କରିବାକୁ ଦେବେନାହିଁ । କେରଳରେ...

ନଭେମ୍ବର ୧୮ରୁ ସଂସଦର ଶୀତକାଳୀନ ଅଧିବେଶନ

ନୂଆଦିଲ୍ଲୀ,୧୫।୧୧: ସଂସଦର ଶୀତକାଳୀନ ଅଧିବେଶନ ନଭେମ୍ବର ୧୮ରୁୁ ଆରମ୍ଭ ହେବାକୁ ଯାଉଛି। ଏହି ଅଧିବେଶନ ଡିସେମ୍ବର ୧୩ ପର୍ଯ୍ୟନ୍ତ ଚାଲିବ। ତେବେ ଗୃହକୁ ସୁରୁଖୁରରେ ଚଳାଇବା...

ମହାମାରୀ ଲଢ଼େଇରେ ଦୃଢ଼ ପଦକ୍ଷେପ ଗ୍ରହଣ କରିଛନ୍ତି ପ୍ରଧାନମନ୍ତ୍ରୀ, କହିଲେ ନଡ୍ଡା…

ନୂଆଦିଲ୍ଲୀ,୭।୧୧: ଭାରତୀୟ ଜନତା ପାର୍ଟି ଭାଜପାର ଜାତୀୟ କାର୍ଯ୍ୟକାରିଣୀ ଦିଲ୍ଲୀରେ ଆରମ୍ଭ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଏବଂ ଦଳର ରାଷ୍ଟ୍ରୀୟ...

Advertisement
Archives

Model This Week