Posted inଜାତୀୟ

ଏବେ କର୍ନାଟକ ପରି ହେବ ମହାରାଷ୍ଟ୍ର ସ୍ଥିତି: ଆଦିତ୍ୟ ଠାକରେ…

ମୁମ୍ବାଇ,୧୩।୫ : କର୍ନାଟକ ବିଧାନସଭା ନିର୍ବାଚନରେ କଂଗ୍ରେସ ଏକକ ସଂଖ୍ୟା ଗରିଷ୍ଠତା ହାସଲ କରିବାକୁ ଯାଉଛି। ଏପରିସ୍ଥଳେ ମହାରାଷ୍ଟ୍ରର ଶିବସେନା ଉଦ୍ଧବ ଠାକରେ ନେତା ଆଦିତ୍ୟ ଠାକରେଙ୍କ ମନ୍ତବ୍ୟ ଏବେ ଚର୍ଚ୍ଚାରେ ରହିଛି। ଆଦିତ୍ୟ କହିଛନ୍ତି କର୍ନାଟକରେ କଂଗ୍ରେସ ଫେରିବା ପରି ମହାରାଷ୍ଟ୍ରରେ ଆମେ ଫେରିବାକୁ ଯାଉଛୁ। ସେ କଂଗ୍ରେସକୁ ବିଜୟ ଅଭିନନ୍ଦନ ଜଣାଇଛନ୍ତି।

କର୍ନାଟକରେ ୪୦ ପ୍ରତିଶତ ଭାଜପା ସରକାର ଥିଲା। ମହାରାଷ୍ଟ୍ରରେ ଭାଜପାର ଜବରଦସ୍ତ ସରକାର ରହିଛି। ରାଜ୍ୟରେ ଅସାମ୍ବିଧାନିକ, ଅନନୈତିକ ଏବଂ ଦୁର୍ନୀତିଗ୍ରସ୍ତ ସରକାର ଅଛନ୍ତି। କର୍ନାଟକ ପରି ମହାରାଷ୍ଟ୍ରର ଲୋକମାନେ ଦେଶଦ୍ରୋହୀ ଏହି ଶାସନକୁ ହଟାଇବେ। କର୍ନାଟକରେ ଲୋକମାନେ ଦର୍ଶାଇଛନ୍ତି, ସେମାନେ ଶାନ୍ତି, ପ୍ରେମ ଏବଂ ଦୁର୍ନୀତିଗ୍ରସ୍ତ ଶାସନ ବିରୋଧରେ ଭୋଟ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ଆଡେ ମୁହାଁଉଥିବା ତେଲ ଟ୍ୟାଙ୍କର ହର୍ମୁଜରେ ନେଲା ୟୁ ଟର୍ନ, ହଠାତ୍‌ ମଝି ସମୁଦ୍ରରେ ଘେରିଗଲେ…

ନୂଆଦିଲ୍ଲୀ,୧୮।୪: ଇରାନର ଦାବି ସତ୍ତ୍ୱେ ଯେ ସେ ହର୍ମୁଜ ପ୍ରଣାଳୀକୁ ସମ୍ପୂର୍ଣ୍ଣ ଭାବରେ ଖୋଲି ଦେଇଛି, ପରିସ୍ଥିତି ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସୱାଭାବିକ ହୋଇନାହିଁ। ବ୍ଲୁମବର୍ଗର ଏକ ରିପୋର୍ଟ…

କେନ୍ଦୁପତ୍ର ତୋଳିବାକୁ ଯାଇଥିବାବେଳେ ୨ ଜଣଙ୍କୁ ଆକ୍ରମଣ କଲା ବାର୍‌ହା

ଦେବଗଡ଼,୧୮ା୪(ଶଶାଙ୍କ ଶେଖର ଝାଙ୍କର): ବାର୍‌ହା ଆକ୍ରମଣରେ ୨ ଜଣ ଗୁରୁତର ହୋଇଛନ୍ତି। ଦେବଗଡ଼ ଜିଲା ରିଆମାଳ ବ୍ଲକ ଜୟନ୍ତପାଲି ଗ୍ରାମର ଟୁନି ଭୋଇ ଓ ମଦନ ମୋହନ…

୨ ଯୁବତୀଙ୍କ ସହ ବାଇକ୍‌ରେ ଯାଉଥିଲେ ଯୁବକ, ସାମ୍ନାପଟୁ ଧକ୍କାଦେଲା ହାଇଓ୍ବା, ଆଉ ତା’ ପରେ…

ଥୁଆମୂଳ ରାମପୁର,୧୮ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ଶ୍ରୀମସ୍କା ଛକଠାରେ ଶନିବାର ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଯାଇଛି। ଗ୍ରାମ ଭିତରୁ ମୁଖ୍ୟ…

ଏହା କେଉଁ ସଙ୍କେତ? ଏପ୍ରିଲରେ ପଡୁଛି ବରଫ, ପର୍ଯ୍ୟଟକ ଖୁସିରେ ବିଭୋର

ଜମ୍ମୁ,୧୮।୪: ଏପ୍ରିଲ ମାସରେ ଜମ୍ମୁ କଶ୍ମୀରରେ ପୁଣି ଥରେ ଶୀତ ଭଳି ପାଗ ଫେରିଛି। ଗତ ୨୪ ଘଣ୍ଟା ମଧ୍ୟରେ ଜମ୍ମୁ କଶ୍ମୀରର ଉତ୍ତର, ଦକ୍ଷିଣ ଏବଂ…

ଇରାନ-ଚାଇନା ହେଲେ ନିକଟତର, ବଢିଲାଣି ଆମେରିକାର ଟେନସନ!

ତେହରାନ,୧୮।୪: ଇରାନ ଏବଂ ଚାଇନା ମଧ୍ୟରେ ବଢୁଥିବା ଘନିଷ୍ଠତା ଆମେରିକାର ଚିନ୍ତାକୁ ବୃଦ୍ଧି କରିଛି। ରିପୋର୍ଟ ଅନୁଯାୟୀ, ଗତ ତିନି ଦଶନ୍ଧି ଧରି, ଇରାନ ଚାଇନାର ବୈଷୟିକ…

୨୦ରୁ ୨୨ ବନ୍ଦ ରହିବ ଏହି ଜିଲାର ସମସ୍ତ ସରକାରୀ-ବେସରକାରୀ ସ୍କୁଲ, ଜିଲାପାଳ କହିଲେ ଆଗକୁ ଆହୁରି…

ସମ୍ବଲପୁର,୧୮ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଜାରି ପ୍ରବଳ ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ଛାତ୍ରୀଛାତ୍ରଙ୍କ ସୁରକ୍ଷା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ…

ପୁଣି ହର୍ମୁଜ ପ୍ରଣାଳୀ ବନ୍ଦ କଲା ଇରାନ, ଆମରିକା ଉପରେ ଲଗାଇଲା ସାଂଘାତିକ ଅଭିଯୋଗ

ତେହରାନ,୧୮।୪: ଇରାନ ହର୍ମୁଜ ପ୍ରଣାଳୀକୁ ପୁନର୍ବାର ଖୋଲିବାର ନିଷ୍ପତ୍ତିକୁ ତୁରନ୍ତ ପ୍ରତ୍ୟାହାର କରିଛି। ଏହି ପଦକ୍ଷେପ ଦ୍ୱାରା ଏହାର ଅବରୋଧ ହଟିବ ନାହିଁ ବୋଲି ଆମେରିକା କହିବା…

ମହିଳା ସଂରକ୍ଷଣ ବିଲ୍‌ ପାସ୍‌ ନ ହେବା ପରେ କାହିଁକି ଦେଶକୁ ସମ୍ବୋଧିତ କରିବେ ମୋଦି? ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୮।୪: ଦେଶରେ ମହିଳା ସଂରକ୍ଷଣ ବିଲକୁ ନେଇ ତୀବ୍ର ରାଜନୈତିକ ଉତ୍ତେଜନା ମଧ୍ୟରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ରାତି ୮ଟା ୩୦ରେ ଦେଶକୁ ସମ୍ବୋଧିତ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri