Posted inଜାତୀୟ

ପ୍ରବାସୀ ଭାରତୀୟଙ୍କୁ ଅନ୍‌ଲାଇନ ଭୋଟିଂ ଅଧିକାର ଦେଇ ପାରନ୍ତି ମୋଦି ସରକାର

ନୂଆଦିଲ୍ଲୀ,୨୬ ।୩: କେନ୍ଦ୍ର ଆଇନ ମନ୍ତ୍ରୀ କିରଣ ରିଜିଜୁ ଲୋକ ସଭାର ପ୍ରଶ୍ନକାଳ ସମୟରେ ବିଦେଶରେ ରହୁଥିବା ଭାରତୀୟଙ୍କୁ ଅନଲାଇନ ମତଦାନ ଅଧିକାର ଦେବା ସମ୍ପର୍କରେ ବିଚାର ଚାଲିଥିବା କହିଛନ୍ତି । କଂଗ୍ରେସ ନେତା ମୁରଲିଧରଙ୍କ ଦ୍ୱାରା ଉଠା ଯାଇଥିବା ପ୍ରଶ୍ନର ଉତ୍ତରରେ ରିଜିଜୁ ଏହା କହିଛନ୍ତି । କଂଗ୍ରେସ ନେତା କହିଥିଲେ ପ୍ରବାସୀ ଭାରତୀୟଙ୍କୁ ଅନଲାଇନ୍ ଭୋଟିଂ ସୁବିଧା ଦିଆଯାଉ । ରିଜିଜୁ ଆହୁରି ମଧ୍ୟ କହିଛନ୍ତି ଆମେ ନିର୍ବାଚନ କମିଶନଙ୍କ ସହ ପୂର୍ବରୁ ଆଲୋଚନା କରିଥିଲୁ କି ଦେଶ ବାହାରେ ରହୁଥିବା ଭାରତୀୟମାନେ କେମିତି ମତଦାନ କରିପାରିବେ । ହେଲେ ଯେ କୌଣସି ଘୋଷଣା କରିବା ପୂର୍ବରୁ ଏହାର ଦୂରୁପଯୋଗ, ସୁରକ୍ଷା ଓ ପାରଦର୍ଶିତା ଓ ଏହାର ସୁରକ୍ଷାକୁ ନିଶ୍ଚିତ କରିବାକୁ ପଡିବ ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ଦିନେ ନିରାଶ୍ରୟଙ୍କ ସାହା ଥିଲେ ମଗନ, ଏବେ ନିଜେ ମାଗୁଛନ୍ତି ସହାୟତା

କେନ୍ଦୁଝର,୨୪।୫(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ସହରର କମାରଗୋଡାର ସମାଜସେବୀ ତଥା ବରିଷ୍ଠ ଖବରଦାତା ମଗନ କୁମାର ମଲ୍ଲିକ(୫୭)କର୍କଟ ରୋଗରେ ପୀଡିତ ହୋଇ ଭୁବନେଶ୍ୱର ‘ଏମ୍ସ’ ମେଡିକାଲରେ ଭର୍ତ୍ତି ହୋଇଛନ୍ତି।…

ପୁରୀରେ ହେବ BRICS ସମ୍ମିଳନୀ: ଯୋଗଦେବେ ବିଭିନ୍ନ ରାଷ୍ଟ୍ରର…

ଭୁବନେଶ୍ୱର,୨୫।୫: ଓଡ଼ିଶାରେ ପୁଣି ଏକ ବିଶ୍ୱସ୍ତରୀୟ ସମ୍ମିଳନୀ ଆୟୋଜନ ହେବାକୁ ଯାଉଛି। ଆସନ୍ତା ଜୁନ ୩ରୁ ପୁରୀରେ ହେବ BRICS ଦ୍ୱିତୀୟ ବୈଷୟିକ ସମ୍ମିଳନୀ। ଏହି ସମ୍ମିଳନୀରେ…

ସରକାରଙ୍କ ବଡ଼ ନିଷ୍ପତ୍ତି: ମୁଦ୍ରାସ୍ଫୀତି ମଧ୍ୟରେ PNG ଏବଂ LPG ଗ୍ରାହକଙ୍କୁ ଆଶ୍ୱସ୍ତି, ଉପକୃତ ହେବେ ଛାତ୍ରଙ୍କଠୁ ଆରମ୍ଭ କରି…

ନୂଆଦିଲ୍ଲୀ,୨୫।୫: କେନ୍ଦ୍ର ସରକାର ପାଇପ ମାଧ୍ୟମରେ ପ୍ରାକୃତିକ ଗ୍ୟାସ (PNG) ସଂଯୋଗ କରିଥିବା LPG ଗ୍ରାହକଙ୍କ ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସରକାର LPG ଯୋଗାଣ…

ଅଭିଷେକଙ୍କ ଘରେ ପଶିଲା ପୋଲିସ: ଥମୁନି ଦିଦିଙ୍କ ଅଡ଼ୁଆ

କୋଲକାତା,୨୫।୫: ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପୁତୁରା ଅଭିଷେକ ବାନାର୍ଜୀଙ୍କ କୋଲକାତାସ୍ଥିତ ବାସଭବନରେ ପୋଲିସ ପହଞ୍ଚିଛି। ତାଙ୍କ ଘର ବାହାରେ ପ୍ରବଳ ପୋଲିସ ଫୋର୍ସ ମୁତୟନ କରାଯାଇଛି।…

ଧନୁଯାତ୍ରା ତୋରଣ ଭାଙ୍ଗିବାକୁ ନେଇ ବଢୁଛି ଅସନ୍ତୋଷ: ଘଟଣା: ଥାନାରେ ଏତଲା ଦେଲେ ପୌରାଧ୍ୟକ୍ଷା

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ):ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡବତାସରେ ବରଗଡ଼ ସହର ଥାନା ଛକରେ ଲକ୍ଷଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଧନୁଯାତ୍ରା ତୋରଣ ଭାଙ୍ଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri