ଏବେ ତାତିରେ ସିଝୁଛି ଓଡ଼ିଶାର କଶ୍ମୀର ଦାରିଙ୍ଗବାଡ଼ି, ରାସ୍ତାଘାଟ ଜନଶୂନ୍ୟ

ଦାରିଙ୍ଗବାଡ଼ି,୭ା୬(ଅରୁଣ ସାହୁ): ଓଡ଼ିଶାର ପର୍ଯ୍ୟଟନକ୍ଷେତ୍ର ଦାରିଙ୍ଗବାଡ଼ି ଓଡ଼ିଶାର କଶ୍ମୀର ଭାବେ ଜଣାଶୁଣା କିନ୍ତୁ ଗ୍ରୀଷ୍ମ ପ୍ରବାହରେ ଏବେ ଅସମ୍ଭାଳ ହୋଇପଡ଼ିଛି ଏହି ଥଣ୍ଡା ଅଞ୍ଚଳ। ସକାଳ ୮ଟାରୁ ଖରାର ପ୍ରଭାବ ଯୋଗୁ ଜରୁରୀକାର୍ଯ୍ୟ ନ ଥିଲେ ଲୋକମାନେ ଘରୁ ପଦାକୁ ଗୋଡ଼ ବାହାର କରୁନାହାନ୍ତି। ଶନିବାର ମଧ୍ୟାହ୍ନ ସୁଦ୍ଧା ତାପମାତ୍ରାରେ ବୃଦ୍ଧି ଘଟି ୩୪ ଡିଗ୍ରୀରେ ପହଞ୍ଚିଥିବା ବେଳେ ୪୦ ଡିଗ୍ରୀ ତାପମାତ୍ରା ଥିବା ଭଳି ଅନୁଭବ ହେଉଥିବା ଅଞ୍ଚଳବାସୀ କହିଛନ୍ତି। ଗତ କିଛି ଦିନ ହେଲା ଏଭଳି ଗରମ ଓ ପ୍ରଚଣ୍ଡ ଖରା ଯୋଗୁ ଦୋକାନବଜାର ରାସ୍ତାଘାଟ ଜନଶୂନ୍ୟ ହୋଇଥିବା ଦେଖିବାକୁ ମିଳିଛି। ବର୍ଷା କାଁ ଭାଁ ଗାଁ ତଥା ଡାବୁଲୁମାହା, ସୁଲୁମାହା, ବ୍ରାହ୍ମଣୀଗାଁ ଆଦି ଅଞ୍ଚକରେ ଶୁକ୍ରବାର ହାଲୁକା ବର୍ଷା ହୋଇଥିବା କିଛି ସ୍ଥାନରେ ପାଗ ମେଘୁଆ କରିଥିଲା କିନ୍ତୁ ଶନିବାର ଏହାର ବିପରୀତ ସ୍ଥିତି ଦେଖିବାକୁ ମିଳିଛି। ସକାଳ ସମୟରୁ ପ୍ରଚଣ୍ଡ ଖରା ଲୋକଙ୍କୁ ଅସ୍ତବ୍ୟସ୍ତ କରିପକାଇଥିଲା। ଗତ କିଛି ଦିନ ହେଲା ବର୍ଷା ନ ହେବାରୁ କୂଅ, ପୋଖରୀ ଜଳସ୍ତର କମିବାରେ ଲାଗିଛି।

ଅନ୍ୟପକ୍ଷରେ ଦାରିଙ୍ଗବାଡ଼ିକୁ ଆସୁଥିବା ପର୍ଯ୍ୟଟକ ନିରାଶ ହେଉଛନ୍ତି। ସହରରେ ଶୀତତାପ ନିୟନ୍ତ୍ରଣ ଘରେ ରହି ଦିନ ବିତାଉଥିବା ପର୍ଯ୍ୟଟକ ଦାରିଙ୍ଗବାଡ଼ିରେ ପହଞ୍ଚିଲା ପରେ ଶୀତତାପ ନିୟନ୍ତ୍ରଣ କୋଠରି ବୁକିଂ କରି ରହୁଛନ୍ତି ଏଭଳି ପରିସ୍ଥିତିରେ ପର୍ଯ୍ୟଟକ ନିରାଶ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri