Posted inଜାତୀୟ

ଏଣିକି ୮୫ରୁ କମ୍‌ ବୟସ ଭୋଟରଙ୍କୁ ମିଳିବ ନାହିଁ ପୋଷ୍ଟାଲ-ବାଲାଟ୍‌ ସୁବିଧା, ନିୟମ ବଦଳାଇଲେ ସରକାର…

ନୂଆଦିଲ୍ଲୀ,୨।୩: ଆସନ୍ତା ଲୋକ ସଭା ଏବଂ ରାଜ୍ୟ ସଭା ନିର୍ବାଚନକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ପୋଷ୍ଟାଲ ବାଲାଟ୍‌ ନିୟମ ସଂଶୋଧନ କରିଛନ୍ତି। ପୂର୍ବରୁ ୮୦ ବର୍ଷରୁ ଅଧିକ ବୟସର ନାଗରିକ ଏହି ସୁବିଧା ଉଠାଉଥିଲେ। ହେଲେ ସଂଶୋଧନ କରାଯାଇ ୮୫ ବର୍ଷରୁ ଅଧିକ ବୟସ୍କ ପୋଷ୍ଟାଲ ବାଲାଟ୍‌ର ଲାଭ ଉଠାଇପାରିବେ ବୋଲି କୁହାଯାଇଛି।

ନିର୍ବାଚନ କମିଶନ(ଇସି)ଙ୍କ ନୂତନ ମତଦାତା ସୂଚୀ ଅନୁଯାୟୀ, ଦେଶରେ ୮୦ ବର୍ଷରୁ ଅଧିକ ବୟସର ଭୋଟରଙ୍କ ସଂଖ୍ୟା ୧.୮୫ କୋଟି। ସେହିଭଳି ୧୦୦ ବର୍ଷ ଏବଂ ତା’ଠାରୁ ଅଧିକ ବୟସର ଭୋଟରଙ୍କ ସଂଖ୍ୟା ୨.୩୮ ଲକ୍ଷ। ଏବେ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ଏକ ଗେଜେଟ୍‌ ବିଜ୍ଞପ୍ତି ଜରିଆରେ ନିର୍ବାଚନ ଆଚରଣବିଧି ନିୟମ-୧୯୬୧ରେ ସଂଶୋଧନ କରି ବରିଷ୍ଠ ନାଗରିକଙ୍କ ପରିଭାଷାକୁ ବଦଳାଯାଇଛି। ୮୫ ବର୍ଷରୁ ଅଧିକ ବୟସର ଭୋଟରଙ୍କୁ ପୋଷ୍ଟାଲ ବାଲାଟ ସୁବିଧା ଦେବା ଲାଗି ନିୟମରେ ସଂଶୋଧନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାନ୍ତ କିଶୋରଙ୍କୁ ଜୋରଦାର ଝଟ୍‌କା: ପ୍ରାର୍ଥୀ ଘୋଷଣାର ୨୪ ଘଣ୍ଟାରେ…

ପାଟନା,୨୬।୯: ବିହାର ବିଧାନ ପରିଷଦ ନିର୍ବାଚନ ପୂର୍ବରୁ ପ୍ରଶାନ୍ତ କିଶୋରଙ୍କ ଦଳ ଜନ ସୁରଜକୁ ଝଟକା ଲାଗିଛି। ତିରହୁତ ଶିକ୍ଷକ ନିର୍ବାଚନମଣ୍ଡଳୀ ପାଇଁ ଦଳର ପ୍ରାର୍ଥୀ ଘୋଷଣା…

ଭଜନ କ୍ଲବିଂରେ ସାମିଲ ପ୍ରଧାନମନ୍ତ୍ରୀ ମୋଦି: ରାମ ଭଜନରେ ବଜାଇଲେ ଡଫଲି

ନୂଆଦିଲ୍ଲୀ,୨୬।୯: ଦିଲ୍ଲୀର ଦୀନ ଦୟାଲ ଉପାଧ୍ୟାୟ ପାର୍କରେ ଆୟୋଜିତ ‘ଭଜନ କ୍ଲବିଂ’ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ୧୧୦ତମ ଜୟନ୍ତୀ…

ଦୁର୍ଗାପୂଜା ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ବଡ଼ ଖୁସି! ଜାଣନ୍ତୁ କେତେ ପ୍ରତିଶତ ବଢ଼ିବ DA

ନୂଆଦିଲ୍ଲୀ,୨୬।୯: ଯଦି ଆପଣ କିମ୍ବା ଆପଣଙ୍କ ପରିବାରର କେହି କେନ୍ଦ୍ର ସରକାରୀ କର୍ମଚାରୀ (Central Government Employee) କିମ୍ବା ପେନସନଭୋଗୀ ଅଛନ୍ତି, ତେବେ ପାର୍ବଣ ଋତୁରେ ଆପଣଙ୍କ…

ଅଭିଜିତ ଦୀପକେ, ସୌରଭ ଦାସଙ୍କ ସମେତ ୩ ଜଣଙ୍କୁ ହାଇକୋର୍ଟ ଦେଲେ ଅଲ୍‌ଟିମେଟମ୍‌: ୨୪ ଘଣ୍ଟା ମଧ୍ୟରେ…

ନୂଆଦିଲ୍ଲୀ,୨୬।୯: ଦିଲ୍ଲୀ ହାଇକୋର୍ଟ କକରୋଚ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେ ଏବଂ ଦଳର ଅନ୍ୟ ତିନି ନେତା ଆଶୁତୋଷ ରାଙ୍କା, ରତ୍ନା ସିଂହ ଓ ସୌରଭ…

ଦେଶରେ ବ୍ୟାଙ୍କ ହଡ଼ତାଳ, ହେଲେ ଖୋଲା ରହିବ ଏହି ବ୍ୟାଙ୍କ

ନୂଆଦିଲ୍ଲୀ,୨୬।୯: ସେପ୍ଟେମ୍ବର ୨୮ରୁ ୩୦ ତାରିଖ ପର୍ଯ୍ୟନ୍ତ ସରକାରୀ କ୍ଷେତ୍ରର ବ୍ୟାଙ୍କଗୁଡ଼ିକର ଦେଶବ୍ୟାପୀ ୩ ଦିନିଆ ହଡ଼ତାଳ ଡାକ ମଧ୍ୟରେ ସାଧାରଣ ଲୋକ ଓ ଗ୍ରାମାଞ୍ଚଳର ଖାତାଧାରୀଙ୍କ…

୨୦୫୦ ସୁଦ୍ଧା ଉତ୍ତରାଖଣ୍ଡର କୃଷି-ବନୀକରଣ ୭୦% ହ୍ରାସ ଘଟିପାରେ

ନୂଆଦିଲ୍ଲୀ, ୨୬ା୯: କ୍ରମାଗତ ଜଳବାୟୁ ଉଷ୍ମତା ଯୋଗୁ ୨୦୫୦ ସୁଦ୍ଧା ଉତ୍ତରାଖଣ୍ଡର ଛୋଟ ଛୋଟ କୃଷି-ବନୀକରଣ ଅଞ୍ଚଳରେ ୭୦ ପ୍ରତିଶତ ପର୍ଯ୍ୟନ୍ତ ହ୍ରାସ ଦେଖାଦେଇପାରେ ଏବଂ ବଡ଼…

ସ୍ପଷ୍ଟୀକରଣ ମାଗିଲେ ଏନ୍‌ଡିଏର ୩ ସହଯୋଗୀ

ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)କୁ ନେଇ ବିବାଦ ଚାଲିଆସିଛି। ନିକଟରେ ନିର୍ବାଚନ କମିଶନ (ଇସି)ର ଦୁଇ ସଦସ୍ୟଙ୍କ ସମ୍ମତି…

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?