Posted inଜାତୀୟ

ବଢୁଛି ଆଜମଙ୍କ ଅଡୁଆ

ନୂଆଦିଲ୍ଲୀ,୨୯।୯: ସମାଜବାଦୀ ପାର୍ଟିର ରାଷ୍ଟ୍ରୀୟ ରାଷ୍ଟ୍ରୀୟ ମହାସଚିବ ଆଜମ ଖାନଙ୍କ ଅଧିକାରରୁ ଜୌହର ରିସର୍ଚ୍ଚ ଇନଷ୍ଟଚ୍ୟୁଟର କୋଠା ଖାଲି କରିବା ପରେ ବର୍ତ୍ତମାନ ଏସପି କାର୍ଯ୍ୟାଳୟ ଖାଲି କରିବାକୁ ମଧ୍ୟ ପ୍ରସ୍ତୁତି ଚାଲିଛି। ଏ ସମ୍ପର୍କରେ ଜିଲା ମାଜିଷ୍ଟ୍ରେଟ ସରକାରଙ୍କୁ ଏକ ଚିଠି ଲେଖିଛନ୍ତି। ଏସପି କାର୍ଯ୍ୟାଳୟ ନିକଟରେ ଆଜମ ଖାନଙ୍କ ଆଉ ଏକ ସ୍କୁଲ ଚାଲିଛି। ତାହା ମଧ୍ୟ ସ୍ଥାନାନ୍ତର କରାଯିବ ବୋଲି ଜଣାପଡିଛି।

ତୋପଖାନା ରୋଡରେ ରହିଛି ଏହି ଏସପି ଅଫିସ। ଏହା ନିକଟରେ ରହିଛି ରାମପୁର ପବ୍ଲିକ ସ୍କୁଲ। ପୂର୍ବରୁ ଏଠାରେ ସରକାରୀ ମୁର୍ତାଜା ବିଦ୍ୟାଳୟ ଥିଲା, ପରେ ଏହା ଜିଲା ବିଦ୍ୟାଳୟ ଇନ୍ସପେକ୍ଟର ଏବଂ ଜିଲା ମୌଳିକ ଶିକ୍ଷା କାର୍ଯ୍ୟାଳୟ ହେଲା। ଏହି ଦୁଇଟି କାର୍ଯ୍ୟାଳୟ ଅନ୍ୟ ଏକ ସ୍ଥାନରେ ମଧ୍ୟ ନିର୍ମାଣ କରାଯାଇଥିଲା ଏବଂ ପୁରୁଣା କୋଠା ଖାଲି ହୋଇଗଲା।
ଏସପି ଶାସନ କାଳରେ ୨୦୦୭ଏବଂ ୨୦୧୨ରେ ଆଜମ ଖାନଙ୍କ ମୌଲାନା ମହମ୍ମଦ ଅଲି ଜୌହର ଟ୍ରଷ୍ଟ ନାମରେ ଏହି କୋଠା ଲିଜରେ ଦିଆଯାଇଥିଲା। ଏହି ଦୁଇଟି କାର୍ଯ୍ୟାଳୟର କ୍ଷେତ୍ର ହେଉଛି ୪୧୧୮୧ ବର୍ଗଫୁଟ। ୩୦ବର୍ଷର ଲିଜ ଦେବାବେଳେ ସରକାର ଏକ ସର୍ତ୍ତ ରଖିଥିଲେ ଯେ ଏହି କୋଠାଟି ମହମ୍ମଦ ଜୋହର ଅଲି ବିଶ୍ୱବିଦ୍ୟାଳୟକୁ କାର୍ଯ୍ୟକ୍ଷମ କରିବାକୁ ଦିଆଯାଉଛି। ଯଦି ସର୍ତ୍ତ ଉଲ୍ଲଂଘନ ହୁଏ ତେବେ କୋଠାକୁ ଫେରାଇ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?