ଏବେ ଏଷ୍ଟୋନିଆ-ଲାଟିଭିଆ-ଲିଥୋନିଆ ଉପରେ ପୁଟିନ୍‌ଙ୍କ ନଜର…

ମସ୍କୋ/ଓ୍ବାଶିଂଟନ, ୨୬।୨ : ୟୁକ୍ରେନ୍‌ ଉପରେ ରୁଷିଆର ଆକ୍ରମଣ ଜାରି ରହିଛି। ତେବେ ରାଷ୍ଟ୍ରପତି ବ୍ଲାଡିମୀର ପୁଟିନ୍‌ କେବଳ ଏତିକିରେ ସନ୍ତୁଷ୍ଟ ହେବେ ନାହିଁ। ଅଗାମୀ ଦିନରେ ଏଷ୍ଟୋନିଆ, ଲାଟିଭିଆ ଏବଂ ଲିଥୋନିଆ ଉପରେ ପୁଟିନ୍‌ଙ୍କ ନଜର ରହିଛି। ସେ ଯୋଜନାବଦ୍ଧ ଭାବେ ଏଭଳି କରୁଥିବା ଆମେରିକାର ପୂର୍ବତନ ରାଷ୍ଟ୍ରଦୂତ ଓ୍ବିଲିୟମ୍‌ ଟେଲର ଗଣମାଧ୍ୟମ ସଂସ୍ଥା ବିବିସି ସହିତ ସାକ୍ଷାତକାର ସମୟରେ ଏଭଳି କହିଛନ୍ତି। ୩୦ ବର୍ଷ ତଳେ ୧୯୯୧ରେ ସୋଭିଏତ୍‌ ୟୁନିୟନ ଖଣ୍ଡଖଣ୍ଡ ହୋଇଥିଲା।

ଏସବୁ କେତେକ ସ୍ବାଧୀନ ଦେଶରେ ନାଟୋର ପତିଆରା ବୃଦ୍ଧି ପାଇଁ କରାଯାଉଥିବା ଯୋଜନାକୁ ପ୍ରତିହତ କରିବା ଲାଗି ପୁଟିନ୍‌ ଏଭଳି ଯୋଜନା କରିଛନ୍ତି। ୨୦୦୪ରେ ନାଟୋରେ ସାମିଲ ହୋଇଥିବା ଦେଶକୁ ନିଜ ଦଖଲକୁ ନେବା ପାଇଁ ରୁଷିଆ ଯୋଜନା କରିଛି।

୨୦୦୮ରେ ରୁଷିଆ ଜର୍ଜିଆ ଉପରେ ଆକ୍ରମଣ କରି ଏହାକୁ ନିଜ ଦଖଲକୁ ନେଇ ସାରିଛି। ସେହିପରି ୨୦୧୪ରେ କ୍ରିମିୟା ଉପରେ ଆକ୍ରମଣ କରି ନିଜ ଦଖଲକୁ ରୁଷିଆ ନେଇ ସାରିଥିବା ଟେଲର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ଯୋଗଦେଲେ ଲିଆଣ୍ଡର ପେସ: ଟିଏମସିକୁ ବଡ଼ ଝଟ୍‌କା

କୋଲକାତା,୩୧।୩:ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ଏହି ସମୟରେ ଟିଏମସିକୁ ଏକ ଝଟ୍‌କା ଲାଗିଛି। ପୂର୍ବତନ ଟେନିସ ତାରକା ତଥା ଟିଏମ୍‌ସି ନେତା ଲିଆଣ୍ଡର…

ପାଇଖାନା ସେଣ୍ଟ୍ରିଂ ଖୋଲିବା ହେଲା କାଳ, ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୨ ଜୀବନ

କୁଚିଣ୍ଡା,୩୧।୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ଵ୍ଲକ ମହୁଲପାଲି ଥାନା ଅନ୍ତର୍ଗତ କେଶାଇବାହାଲରେ ଅଭାବନୀୟ ଘଟଣା । ପାଇଖାନା ଟାଙ୍କି ସେଣ୍ଟ୍ରିଙ୍ଗ ଖୋଲିବା ସମୟରେ ଶ୍ୱାସରୁଦ୍ଧ ହୋଇ…

ଡାହାଣୀ ସନ୍ଦେହରେ ଯୁବକଙ୍କୁ ସଂଘବଦ୍ଧ ହତ୍ୟା, ୪ଜଣ…….

ସୁନ୍ଦରଗଡ,୩୧।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ ସାନ ପତ୍ରା ପାଲି କେନ୍ଦାମାଲରେ ଅଭାବନୀୟ ଘଟଣା । ମଙ୍ଗଳବାର ଦିନ ଡାହାଣୀ ସନ୍ଦେହରେ ଜଣଙ୍କୁ ସଙ୍ଘବଦ୍ଧ…

ଲକ୍ଷପତି ଦିଦି, ମହିଳାଙ୍କୁ ୩ ହଜାର ଟଙ୍କା ସହ ମିଳିବ ୨ ଲକ୍ଷ ଚାକିରି, ବଡ଼ ଘୋଷଣା କଲା ଭାଜପା

ଗୁଆହାଟୀ,୩୧।୩: ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା) 2026 ଆସାମ ବିଧାନସଭା ନିର୍ବାଚନ ପାଇଁ ଏହାର ଇସ୍ତାହାର ପ୍ରକାଶ କରିଛି, ଯେଉଁଥିରେ ସମାନ ନାଗରିକ ସଂହିତା (UCC)…

ଧାର ଟଙ୍କା ନଦେବାରୁ ତାତିଗଲେ ଭିଣୋଇ, ଶୋଇଥିବା ବେଳେ ପେଟ୍ରୋଲ ଢାଳି ଜାଳିଦେଲେ….

ପାଟଣା,୩୧।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା କିଆପଡା ଗାଁରେ ଅଭାବନୀୟ ଘଟଣା । ଧାର ଟଙ୍କାକୁ କେନ୍ଦ୍ର କରି ଏପରି ହିଂସାତ୍ମକ ଘଟଣା ଏବେ…

ହାଇକୋର୍ଟ ଗେଟ୍ ଆଗରେ ଗାଡ଼ିରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା….

କଟକ,୩୧।୩(ପ୍ରଭୁକଲ୍ୟାଣ ପାଲ୍/କାର୍ତ୍ତିକ ସାହୁ): ହାଇକୋର୍ଟ ଲାଲବାଗ ଗେଟ ପାର୍ଶ୍ଵରେ ଅଗ୍ନିକାଣ୍ଡ । ଲାଲବାଗ ଗେଟ କାଳିଗଳି ସମୁଖରେ ଏହି ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ଅନେକ ଗାଡ଼ି…

Video: ଯୁଦ୍ଧ ଶେଷ କରିବାକୁ ଇରାନ ରାଜି ହେବାର ସଙ୍କେତ ଦେବା ଭିତରେ ଏମିତି ଭିଡ଼ିଓ ଶେୟାର କଲେ ଟ୍ରମ୍ପ, ସାରା ବିଶ୍ୱ ଚକିତ! ଦେଖନ୍ତୁ…

ତେହରାନ,୩୧।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ଗୋଟିଏ ମାସ ବିତିଗଲାଣି। ଆଜି (ମଙ୍ଗଳବାର) ଏହି ସଂଘର୍ଷର 32ତମ ଦିନ। ଆମେରିକା ଏବଂ…

CSKର ପରାଜୟ ପାଇଁ ସଞ୍ଜୁ ସାମସନଙ୍କ ସମେତ ଏହି ୫ ଖେଳାଳି ଦାୟୀ!

ନୂଆଦିଲ୍ଲୀ,୩୧।୩: ମାର୍ଚ୍ଚ ୩୦ରେ ଅନୁଷ୍ଠିତ 2026 ଇଣ୍ଡିଆନ ପ୍ରିମିୟର ଲିଗର ତୃତୀୟ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଏବଂ ଚେନ୍ନାଇ ସୁପର କିଙ୍ଗସ ମଧ୍ୟରେ ମୁକାବିଲା ହୋଇଥିଲା। ଗୁଆହାଟୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri