ମନ୍ତ୍ରୀଙ୍କ ବଡ଼ ସୂଚନା: ଏଣିକି ହ୍ବାଟ୍ସଆପ୍‌ରେ ମିଳିବ ରାଜସ୍ବ ସେବା

ଭୁବନେଶ୍ୱର,୪ା୨: ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଏଣିକି ହ୍ବାଟ୍ସଆପ୍‌ରେ ରାଜସ୍ବ ସେବା ମିଳିବ। ରାଜସ୍ବ ବିଭାଗ ପକ୍ଷରୁ ୨୪ ଘଣ୍ଟିଆ ସେବା ଯୋଗାଇ ଦିଆଯିବ। ଜମିଜମା ବାବଦର ସମସ୍ତ ଅଭିଯୋଗ ଓ ଆବେଦନ ଗ୍ରହଣ କରାଯିବ। ସମୟସୀମା ମଧ୍ୟରେ ସମସ୍ୟାର ସମାଧାନ କରାଯିବ। ଦୁର୍ନୀତି ବନ୍ଦ ସହ ବାରମ୍ବାର ତହସିଲ ଅଫିସକୁ ଦୌଡ଼ିବାକୁ ପଡ଼ିବନି।

ଦୁର୍ନୀତି ଅଭିଯୋଗ ଆସିଲେ ସଂପୃକ୍ତ ଅଧିକାରୀଙ୍କ ଉପରେ କଡ଼ା ଆକ୍ସନ ନିଆଯିବ। କାମ ନ ହେଲେ ରାଜସ୍ବ ମନ୍ତ୍ରୀଙ୍କୁ ହ୍ବାଟ୍ସ ଆପ୍‌ରେ ଅଭିଯୋଗ କରିପାରିବେ ଲୋକେ। ଆସନ୍ତାକାଲି ହ୍ବାଟ୍ସଆପ୍‌ ସେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉନ୍ମୋଚନ କରିବେ।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

୩ଶହ ଗ୍ରାମ ଚୋରି ସୁନା ଜବତ କଲା ଗଜପତି ପୋଲିସ, ଆଲମାରୀ ଭାଙ୍ଗି….

ଗଜପତି,୭।୨(ଗିରିଧାରୀ ପରିଛା): ଗଜପତି ଜିଲା ପୋଲିସକୁ ମିଳିଛି ବଡ଼ ସଫଳତା। ଏକ ୩ଜଣିଆ ଚୋର ଗ୍ୟାଙ୍ଗକୁ ଧରିବା ସହ ସେମାନଙ୍କ ନିକଟରୁ ୩ଶହ ଗ୍ରାମ ଚୋରି ସୁନା…

ହାତରେ କଟୁରି ଧରି ସ୍କୁଲରେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ସ୍ବାମୀ, ମଦ ନିଶାରେ ଚୁର ହୋଇ…

ପାଟଣା,୭।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡା ବ୍ଲକ କୁଣ୍ଡୁଳା ପଞ୍ଚାୟତ ଜୟପୁର ପ୍ରାଥମିକ ବିଦ୍ୟାଳୟ ପରିସରରେ ଶୁକ୍ରବାର ଜଣେ ବ୍ୟକ୍ତି ନିଶାସକ୍ତ ଅବସ୍ଥାରେ କଟୁରି ଧରି…

ମାଲେସିଆ ଗସ୍ତରେ ପ୍ରଧାନମନ୍ତ୍ରୀ ମୋଦି: ଯିବା ପୂର୍ବରୁ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୭।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦୁଇ ଦିନିଆ ମାଲେସିଆ ଗସ୍ତ ଗସ୍ତରେ ଯାଇଛନ୍ତି। ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ, ଭାରତ ଏବେ ପ୍ରତିରକ୍ଷା,…

ଆଉ ନିର୍ବାଚନ ଲଢ଼ିବେନି ଖଣି ମନ୍ତ୍ରୀ, କହିଲେ ଯୁବ ବର୍ଗଙ୍କ ପାଇଁ ବାଟ ଛାଡ଼ିବେ

ଭୁବନେଶ୍ବର,୭।୨: ଖଣି ମନ୍ତ୍ରୀ ବିଭୂତି ଜେନା ବଡ଼ ନିଷ୍ପତ୍ତି ନେଇଛନ୍ତି । ସେ ଆଉ ନିର୍ବାଚନ ଲଢ଼ିବେନି ବୋଲି ଏକ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ସେ…

ଲୋକଙ୍କ ପ୍ରଶ୍ନ ଶୁଣି ରାଗିଗଲେ ରାଷ୍ଟ୍ରପତି, କହିଲେ…

ବାରିପଦା,୭ା୨: ମୟୂରଭଞ୍ଜ ଜିଲା ଶିମିଳିପାଳବାସୀ ନିରନ୍ତର ଇଣ୍ଟରନେଟ୍‌ ସେବା ସହ ଯୋଡ଼ି ହୋଇଛନ୍ତି। ଶୁକ୍ରବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶିମିଳିପାଳ ଜାତୀୟ ଉଦ୍ୟାନ ଗୁଡୁଗୁଡ଼ିଆଠାରେ ବିଏସ୍‌ଏନ୍‌ଏଲ୍‌ର ୪-ଜି…

ଆତ୍ମସମର୍ପଣ କଲେ ଟପ୍‌ କ୍ୟାଡର ମାଓବାଦୀ ଦମ୍ପତି, ମୁଖ୍ୟସ୍ରୋତରେ ସାମିଲ ପାଇଁ ଚିଠି ଲେଖି…

ରାୟଗଡ଼ା,୭ା୨(ଆଶିଷ ରଞ୍ଜନ ପଣ୍ଡା): ରାଜ୍ୟରେ ମାଓବାଦୀ ବିରୋଧୀ ଅଭିଯାନକୁ ଏକ ବଡ଼ ସଫଳତା ମିଳିଛି। ଦକ୍ଷିଣ ଓ ଶୀର୍ଷ ମାଓବାଦୀ ନେତା ନିଖିଲ ଓ ତାଙ୍କ ସ୍ତ୍ରୀ…

ରାଜ୍ୟ ପ୍ରାକ୍‌ ବଜେଟ: ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ଆଜି

ଭୁବନେଶ୍ୱର, ୭।୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୫-୨୬ ଆର୍ଥିକବର୍ଷ ଲାଗି କରାଯାଇଥିବା ବଜେଟରୁ କେତେ ଅର୍ଥ ଖର୍ଚ୍ଚ ହୋଇଛି ଏବଂ ଆସନ୍ତା ୨୦୨୬-୨୭ ଆର୍ଥିକବର୍ଷ ପାଇଁ…

ମାର୍ଚ୍ଚକୁ ଘୁଞ୍ଚିଲା ମହାନଦୀ ଜଳ ବିବାଦ ଶୁଣାଣି

ଭୁବନେଶ୍ୱର,୭।୨: ମହାନଦୀ ଜଳ ବିବାଦ ଶୁଣାଣି ମାର୍ଚ୍ଚ ୧୪ ତାରିଖକୁ ଘୁଞ୍ଚିଛି। ଫେବୃଆରୀ ଶେଷ ସପ୍ତାହରୁ ମାର୍ଚ୍ଚ ପ୍ରଥମ ସପ୍ତାହ ମଧ୍ୟରେ ସ୍ପଟ ଭିଜିଟ କରାଯିବ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri