ଏସ୍‌ବିଆଇ ମଧ୍ୟ ହେଲା ୫ ଲକ୍ଷ କୋଟିର ବ୍ୟାଙ୍କ

ନୂଆଦିଲ୍ଲୀ,୧୪।୯: ଦେଶର ସର୍ବବୃହତ ବ୍ୟାଙ୍କ ଏସ୍‌ବିଆଇ ଷ୍ଟକ୍‌ ମାର୍କେଟ୍‌ରେ ଭଲ ପ୍ରଦର୍ଶନ କରିଛି। ବୁଧବାର କାରବାରରେ ଏସ୍‌ବିଆଇ ଶେୟାରର ମୂଲ୍ୟ ପ୍ରାୟ ୨.୫୦% ବୃଦ୍ଧି ପାଇ ୫୭୫ ଟଙ୍କାରେ ପହଞ୍ଚିଛି। ଏଥିସହ ବ୍ୟାଙ୍କର ମାର୍କେଟ କ୍ୟାପ୍‌ ୫ ଲକ୍ଷ କୋଟି ଅତିକ୍ରମ କରିଛି। ଏହି ସ୍ତର ହାସଲ କରିବାରେ ଏସ୍‌ବିଆଇ ଦେଶର ତୃତୀୟ ବ୍ୟାଙ୍କ ହୋଇଛି।

ବର୍ତ୍ତମାନ ଏସ୍‌ବିଆଇର ମାର୍କେଟ କ୍ୟାପ୍‌ ବିଏସ୍‌ଇରେ ୫.୧୦ କୋଟି ଟଙ୍କା ରହିଛି। ଏହାପୂର୍ବରୁ ଦୁଇଟି ବେସରକାରୀ ବ୍ୟାଙ୍କ ଏଚ୍‌ଡିଏଫ୍‌ସି ଏବଂ ଆଇସିଆଇସିଆଇ ବ୍ୟାଙ୍କ ୫ ଲକ୍ଷ କୋଟି ଟଙ୍କାରୁ ଅଧିକ ମାର୍କେଟ କ୍ୟାପ୍‌ ହାସଲ କରିଥିଲେ। ଏବେ ଆଇସିଆଇସିଆଇର ମ୍ୟାର୍କେଟ କ୍ୟାପ୍‌ ୬.୪୦ ଲକ୍ଷ କୋଟିରୁ ଅଧିକ ଥିବା ବେଳେ ଏଚ୍‌ଡିଏଫ୍‌ସି ବ୍ୟାଙ୍କର ମାର୍କେଟ କ୍ୟାପ୍‌(ଏମ୍‌ କ୍ୟାପ୍‌) ପ୍ରାୟ ୮.୫୧ କୋଟି ଟଙ୍କା ରହିଛି। ମାର୍କେଟ କ୍ୟାପ୍‌ ଦୃଷ୍ଟିରୁ ଏଚ୍‌ଡିଏଫ୍‌ସି ଦେଶର ସବୁଠାରୁ ବଡ଼ ବ୍ୟାଙ୍କ ଅଟେ।


Enter your email to get our daily news in your inbox.

All Right Reserved By Dharitri.Com

‘ପୂର୍ବ ଜନ୍ମରେ ନିଶ୍ଚେ ଭଲ କାମ କରିଥିଲି, ସିସୋଡିଆଙ୍କ ଭଳି ସାଥୀ ପାଇଛି’

ନୂଆଦିଲ୍ଲୀ,୨୫।୮: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କ ବାସଭବନରେ ଆମ୍‌ ଆଦମୀ ପାର୍ଟି(ଏଏପି) ବିଧାୟକଙ୍କ ବୈଠକ ଶେଷ ହୋଇଛି। ବୈଠକ ପରେ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ସମସ୍ତ ଏଏପି...

ନୀତୀଶଙ୍କ ଉପରକୁ ପିଆଜ ମାଡ଼

ପାଟନା,୪।୧୧: ବିହାର ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମଙ୍ଗଳବାର ମତଦାନ ଶେଷ ହୋଇଥିବା ବେଳେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଉପରକୁ ପିଆଜ ମାଡ଼ କରାଯାଇଛି।...

ନୂଆ କୃଷି ମନ୍ତ୍ରୀଙ୍କ ନାଁରେ ଦୁର୍ନୀତି ଅଭିଯୋଗ

ପାଟନା,୧୮।୮: ବିହାରରେ କ୍ୟାବିନେଟର ସମ୍ପ୍ରସାରଣ ପରେ ଆରୋପ-ପ୍ରତ୍ୟାରୋପ ଆରମ୍ଭ ହୋଇଛି। ନୂତନ ଆଇନ ମନ୍ତ୍ରୀ ତଥା ଆରଜେଡି ନେତା କାର୍ତ୍ତିକେୟ ସିଂଙ୍କ ପରେ ଏବେ ନୂତନ...

ଫ୍ୟାଶନରେ ଆଗରେ ଥିଲେ ପ୍ରାଚୀନ ଭାରତୀୟ

ନୁଆଦିଲ୍ଲୀ: ସୋସିଆଲ ମିଡିଆ ଏବେ ବେଶ୍‌ ଲୋକପ୍ରିୟତା ହାସଲ କରିଛି। ଦୂରଦୂରାନ୍ତରେ ରହୁଥିବା ଲୋକଙ୍କ ସହ ଯୋଗାଯୋଗରେ ରହିବାର ଏହା ମୁଖ୍ୟ ମାଧ୍ୟମ ପାଲଟିଥିବା ବେଳେ...

ଅଧ୍ୟକ୍ଷ ଦୌଡରେ ଦିଗ୍‌ବିଜୟ ସାମିଲ

ନୂଆଦିଲ୍ଲୀ,୨୮।୯:କଂଗ୍ରେସ ସଭାପତି ପଦ ଦୌଡ଼ରେ ଲଗାତର ନୂଆ ନାମ ଯୋଡାଯାଉଛି। ବର୍ତ୍ତମାନ ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଦିଗବିଜୟ ସିଂଙ୍କ ନାମ ମଧ୍ୟ ଏହି ଦୌଡ଼ରେ ସାମିଲ...

ରାଜ୍ୟସଭାରୁ ଇସ୍ତଫା ଦେଲେ ରବି ଶଙ୍କର

ନୂଆଦିଲ୍ଲୀ, ୨୯।୫: ବିହାରର ପାଟିନ ସାହିବ ଲୋକ ସଭା ଆସନରୁ ବିଜୟ ହାସଲ କରିବା ପରେ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ଭାଜପା ଏମ୍‌ପି...

୩୧ ମେ’ ପର୍ଯ୍ୟନ୍ତ ଅନ୍‌ଲାଇନ୍‌ କ୍ଲାସ୍‌ ବନ୍ଦ…

ଭୋପାଳ,୨୮।୪: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶରେ ସମସ୍ତ ସ୍କୁଲ କଲେଜକୁ ବନ୍ଦ କରି ଦିଆଯାଇଛି। ଏପରିସ୍ଥଳେ ପ୍ରଥମରୁ ଆରମ୍ଭ କରି ନବମ ଏବଂ ଏକାଦଶ...

ନୂଆ ଲେବର କୋଡ୍‌, ସପ୍ତାହରେ ୩ ଦିନ ଛୁଟି…

ନୂଆଦିଲ୍ଲୀ, ୨୮।୬ : ଦେଶର ଲେବର ଲେବର(ଶ୍ରମ ସଂହିତା)ରେ ସରକାର ପରିବର୍ତ୍ତନ ଆଣିବାକୁ ଯାଉଛନ୍ତି। ଖବର ଅନୁଯାୟୀ, ଜୁଲାଇ ୧ ରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦ...

Advertisement
Archives

Model This Week