ଏଣିକି ଘରେ ବଶି FM ରେଡିଓରେ ଶୁଣିବେ ଭୁବନେଶ୍ୱର ଟ୍ରାଫିକ ସମ୍ବନ୍ଧୀୟ ସୂଚନା

ଭୁବନେଶ୍ୱର,୬।୯:ଏଣିକି FM ରେଡିଓରେ ଶୁଣିବେ ଭୁବନେଶ୍ୱର ଟ୍ରାଫିକ ସମ୍ବନ୍ଧୀୟ ସୂଚନା। ଟ୍ରାଫିକ ସ୍ଥିତି ନେଇ ଅପଡେଟ ଦେବ କମିସନରେଟ ପୋଲିସ। ସମସ୍ତ FM ଚ୍ୟାନେଲ ଶହ ଆଲୋଚନା କରିଛି କମିସନରେଟ ପୋଲିସ। ଟ୍ରାଫିକ ପୋଲିସ ସହ ସେମାନେ ମିଶିକି କାମ କରିବେ। ଟ୍ରାଫିକ ପରିଚାଳନାକୁ ସୁଦୃଢ ପାଇଁ ଏଭଳି ପଦକ୍ଷେପ ନିଆଯାଇଛି। ଆଗକୁ ପାର୍ବଣ ଆସୁଥିବାରୁ ରାସ୍ତା ଜାମର ତଥ୍ୟ ଦେବ FM ରେଡିଓ।


Enter your email to get our daily news in your inbox.

All Right Reserved By Dharitri.Com

ବୁଲାଣିରେ ବସ ଓ କାର ମୁହାଁମୁହିଁ: ଚାଲିଗଲା ଚାଳକଙ୍କ ଜୀବନ, ୪ ଗୁରୁତର…

ଡୁଙ୍ଗୁରିପାଲି, ୨୮।୪ (ଦୀନବନ୍ଧୁ ସୁନା): ବରଗଡ଼ -ବଲାଙ୍ଗୀର ୨୬ ନଂ ଜାତୀୟ ରାଜପଥରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି FCI ଓ…

ଇନଷ୍ଟାରୁ ପ୍ରେମ, ଶାରୀରିକ ସମ୍ପର୍କ ରଖିବା ସହ ଉଠାଇଥିଲେ ଫଟୋ-ଭିଡିଓ: ଭାଇରାଲ କରି ବନ୍ଧା ହେଲେ…

ରିଆମାଳ ୨୮|୪( ବଦ୍ରିନାରାୟଣ ଅଗ୍ରୱାଲା)- ଦେବଗଡ଼ ଜିଲା ରିଆମାଳ ଥାନା ଅଞ୍ଚଳରେ ଜଣେ ଯୁବତୀକୁ ପ୍ରେମ କରି ଆପତ୍ତିଜନକ ଫଟୋ ଭାଇରାଲ କରିବା ଅଭିଯୋଗରେ ପୁଲିସ ଜଣେ…

ଝାରମୁଣ୍ଡାରେ ଜଳ ସଙ୍କଟ, ନଳକୂପ ଅଚଳ: ନିଜ ପାଇଁ ନିଜେ ଅଣ୍ଟା ଭିଡ଼ି ପୋଖରୀକୁ ସଫେଇ କଲେ …

ଦାରିଙ୍ଗବାଡି, ୨୮।୪ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚକରେ ଏବେ ଗ୍ରୀଷ୍ମ ପ୍ରବାହ ପ୍ରଭାବରେ ଦେଖାଯାଇଛି ଜଳ ସଙ୍କଟ । ଏକାଧିକ ଗ୍ରାମରେ…

ହଠାତ୍‌ ଅନେକ ପେଟ୍ରୋଲ ପମ୍ପ ବନ୍ଦ; ମୁଖ୍ୟମନ୍ତ୍ରୀ ଡାକିଲେ ଜରୁରୀ ବୈଠକ, ଜାଣନ୍ତୁ କେଉଁଠି..

ନୂଆଦିଲ୍ଲୀ,୨୮ା୪: ପ୍ରତିଦିନ ଆମେ ପେଟ୍ରୋଲ ଦରରେ ପରିବର୍ତ୍ତ ଦେଖୁଛେ । ପେଟ୍ରୋଲ ଦର ପ୍ରତିଦିନ ସକାଳ ୬ଟାରେ ନୂଆ ଦର ଜାରି କରିଥାଏ । କିନ୍ତୁ ଏବେ…

୨୪ ଘଣ୍ଟାରେ ଏହି ୭ ଜିଲ୍ଲାରେ ପ୍ରବଳ ବର୍ଷା! ୫ ଯାଏ ବର୍ଷା ଆଲର୍ଟ ଜାରି

ତାତିରେ ଲାଗିବ ବ୍ରେକ। ଆଜିଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପାଗରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପ୍ରବଳ ଖରା ଓ ଗରମ ଭିତରେ କାଳବୈଶାଖୀ ବର୍ଷା କିଛିମାତ୍ରାରେ…

ବିଳମ୍ବରେ ଚିକିତ୍ସା ପାଇଁ ଚାଲିଗଲା ରୋଗୀଙ୍କ ଜୀବନ! ସାକ୍ଷୀଗୋପାଳ ଡାକ୍ତରଖାନାରେ ଉତ୍ତେଜନା, ଅବହେଳାରୁ…

ସାକ୍ଷୀଗୋପାଳ,୨୮। ୪ (କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସାକ୍ଷୀଗୋପାଳ ଡାକ୍ତରଖାନାକୁ ଆସିଥିବା ଜଣେ ରୋଗୀଙ୍କର ମଙ୍ଗଳବାର ଚିକିତ୍ସା ଅବହେଳାରୁ ମୃତ୍ୟୁ ଘଟିବା ଅଭିଯୋଗ ହୋଇଛି। ଏହି ଘଟଣାକୁ…

‘ ବୁଢ଼ୀ ଠାକୁରାଣୀଙ୍କ  ଯାତ୍ରା ମହୋତ୍ସବ : ଆଗାମୀ ୨ ବର୍ଷ ପାଇଁ ମା ‘ଙ୍କୁ ମେଲାଣି

ଦିଗପହଣ୍ଡି,୨୮|୪(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମରେ ଚୈତ୍ର ଶୁକ୍ଳ ନବମୀ ତିଥି ଗତ ମାର୍ଚ୍ଚ ୨୭ ତାରିଖରୁ ୧ ମାସ…

ସରପଞ୍ଚଙ୍କ ତତ୍ତ୍ୱାବଧାନରେ ପରିବେଶର ସୁରକ୍ଷା

ପୁରୁଷୋତ୍ତମପୁର,୨୮ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ କେଏନପୁର ପଞ୍ଚାୟତ ପକ୍ଷରୁ ପରିବେଶ ସୁରକ୍ଷା ଓ ପରିମଳ ସଚ୍ଚେତନତା କାର୍ଯ୍ୟକ୍ରମ ମଙ୍ଗଳବାର ସରପଞ୍ଚ ରାଜଲକ୍ଷ୍ମୀ ବେହେରାଙ୍କ ତତ୍ତ୍ୱାବଧାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri