ଏବେ ଭିନ୍ନକ୍ଷମଙ୍କୁ ମିଳିବ ‘ଡୋର ସର୍ଭିସ’ ସୁବିଧା: ଘରକୁ ଯାଇ ସାମ୍ପଲ ଆଣିବେ…

ଭୁବନେଶ୍ୱର,୨୨।୫(ବ୍ୟୁରୋ): ପ୍ରଥମେ ବୟସ୍କଙ୍କ ପରେ ଏବେ ଭିନ୍ନକ୍ଷମଙ୍କୁ ମିଳିବ ‘ଡୋର ସର୍ଭିସ’। ଏବେ ଏହି ସୁବିଧା ଭୁବନେଶ୍ୱର ସହରରେ ବସବାସ କରୁଥିବା ଭିନ୍ନକ୍ଷମଙ୍କୁ ମିଳିବ ବୋଲି ବିଏମ୍‌ସି କମିଶନର ସଞ୍ଜୟ ସିଂ ଶନିବାର ସୂଚନା ଦେଇଛନ୍ତି।

ପୂର୍ବରୁ କେବଳ ବୟସ୍କ ଲୋକଙ୍କ ଘରକୁ ଯାଇ ସାମ୍ପଲ ଅଣାଯାଉଥିଲା। ନଚେତ ସେମାନଙ୍କୁ ଗାଡ଼ିରେ ନେଇ ଟିକା ଦେଇ ଘରେ ଛଡ଼ାଯାଉଥିଲା। ରବିବାରଠାରୁ ଭିନ୍ନକ୍ଷମଙ୍କୁ ମଧ୍ୟ ନିଜ ଘରେ ଏହି ସୁବିଧା ଯୋଗାଇ ଦିଆଯିବ। ତେବେ ଚାଲିବାକୁ ସମ୍ପୂର୍ଣ୍ଣ ଅକ୍ଷମ ଥିବା ଭିନ୍ନକ୍ଷମଙ୍କୁ ଏହି ସୁବିଧା ମିଳିବ ବୋଲି ସେ କହିଛନ୍ତି।

ଏହାଛଡ଼ା ବିଭିନ୍ନ ହାଉସିଂ ସୋସାଇଟିରେ ମାସ୍‌ ଟେଷ୍ଟିଂ ସୁବିଧା ବି କରାଯିବ। ଏଥିପାଇଁ ଯେଉଁ ସୋସାଇଟି ଚାହିଁବେ ଜେଡିସି ବା ୧୯୨୯କୁ ଫୋନ୍‌ କରି କହିବେ ବୋଲି ସେ ମଧ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶାରଦା ପ୍ରସନ୍ନ ନାୟକଙ୍କ ନାମରେ ‘ଗୀତିକବିତା ପୁରସ୍କାର’: ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୦।୯(ବ୍ୟୁରୋ): ବିଶିଷ୍ଟ ଗୀତିକାର, ପ୍ରଯୋଜକ ତଥା ସଙ୍ଗୀତ ନିର୍ଦ୍ଦେଶକ ଶାରଦା ପ୍ରସନ୍ନ ନାୟକଙ୍କ ସ୍ମୃତିକୁ ଉଜ୍ଜୀବିତ କରିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରତିବର୍ଷ ‘ଶାରଦା...

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା

ବନ୍ତ, ୩୦।୫(ଡି.ଏନ.ଏ.)-ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ଆଗରପଡା ଥାନା ଅଞ୍ଚଳର ଜଣେ ଯୁବକ ବିବାହ ପ୍ରତିଶ୍ରୁତ ଦେଇ ଶାରିରୀକ ସମ୍ପର୍କ ରଖିବା...

ଘରେ ପହଞ୍ଚିବ ଡିଏଲ୍‌ସି

ଭୁବନେଶ୍ୱର, ୧୧ା୧୧(ବ୍ୟୁରୋ): ପେନ୍‌ସନ୍‌ ଉପଭୋକ୍ତାଙ୍କ ଜୀବନ ପ୍ରମାଣ ତଥା ଡିଜିଟାଲ ଲାଇଫ୍‌ ସାର୍ଟିଫିକେଟ୍‌ (ଡିଏଲ୍‌ସି)କୁ ଏଣିକି ଇଣ୍ଡିଆ ପୋଷ୍ଟ ପେମେଣ୍ଟ ବ୍ୟାଙ୍କ୍‌ ଘରେ ଘରେ ପହଞ୍ଚାଇବ।...

ସମଲେଇ ମନ୍ଦିରରେ ଗମ୍ଭୀରା ଦର୍ଶନ ବନ୍ଦ

ସମ୍ବଲପୁର,୧୭।୩ (ବ୍ୟୁରୋ) ସମ୍ବଲପୁର ସମଲେଇ ମନ୍ଦିରର ଗମ୍ଭୀରା ଦର୍ଶନ ମାର୍ଚ୍ଚ ୩୧ ତାରିଖ ଯାଏ ବନ୍ଦ କରି ଦିଆଯାଇଛି। ତେବେ ଶ୍ରଦ୍ଧାଳୁମାନେ ଗମ୍ଭୀରା ବାହାରେ ରହି...

ଭାଜପାର ‘ସଦସ୍ୟତା ଅଭିଯାନ’, ସାମିଲ ହେବେ ୧୦ ଲକ୍ଷ ଯୁବକ

ଭୁବନେଶ୍ୱର,୧୯।୭(ବ୍ୟୁରୋ): ଭାଜପା ପକ୍ଷରୁ ସଂଗଠନ ପର୍ବ ‘ସଦସ୍ୟତା ଅଭିଯାନ’ ଆରମ୍ଭ କରାଯାଇଛି। ଏଥିରେ ଦେଶ ତଥା ରାଜ୍ୟର ଯୁବପୀଢ଼ୀଙ୍କୁ ସାମିଲ କରାଯିବ। ନୂଆ ଭାରତ ତଥା...

ଦକ୍ଷିଣ ଏସିଆସ୍ତରୀୟ ସୁଶ୍ରୀ, ଶ୍ରୀମତୀ ପ୍ରତିଯୋଗିତା: ଗୁଣପୁରର ବୋହୂ ଦ୍ବିତୀୟ

ଗୁଣପୁର,୪ା୧(ଡି.ଏନ.ଏ) ଶ୍ରୀଲଙ୍କା ପର୍ଯ୍ୟଟନ ବିଭାଗ ପକ୍ଷରୁ ଦକ୍ଷିଣ ଏସିଆସ୍ତରୀୟ ସୁଶ୍ରୀ ଓ ଶ୍ରୀମତୀ ପ୍ରତିଯୋଗିତାରେ ରାୟଗଡା ଜିଲା ଗୁଣପୁରର ବୋହୂ ଇନ୍ଦ୍ରାଣୀ ସାଇକିଆ ଦ୍ବିତୀୟ ସ୍ଥାନ...

ଘରର ମାଟି କାନ୍ଥ ପଡ଼ି ମହିଳାଙ୍କ ମୃତ୍ୟୁ

କେନ୍ଦୁଝର,୮।୮(ସ୍ବ.ପ୍ର.): କେନ୍ଦୁଝର ସଦର ବ୍ଲକ ହର୍ଷପୁର ଗଁ। ରେ ବୁଧବାର ପ୍ରବଳ ବର୍ଷା ହୋଇଛି। ଲଗାଣ ବର୍ଷା ଯୋଗୁଁ ମାଟି ଘର ସବୁ ସନ୍ତସନ୍ତିଆ ହୋଇଯାଇଛି।...

ଆନନ୍ଦପୁରରେ ୨୪ ମେଗାୱାଟ କ୍ଷୁଦ୍ର ଜଳବିଦ୍ୟୁତ୍‌ ପ୍ରକଳ୍ପ ଲୋକାର୍ପିତ

ଭୁବନେଶ୍ୱର,୭।୧୧(ବ୍ୟୁରୋ)- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସ ଜରିଆରେ ଶନିବାର କେନ୍ଦୁଝର ଜିଲା ଆନନ୍ଦପୁର ସିଂହନାଳୀରେ ୧୨ ମେଗାଓ୍ବାଟ୍‌ର ବୈତରଣୀ କ୍ଷୁଦ୍ର ଜଳ ବିଦ୍ୟୁତ୍‌ ପ୍ରକଳ୍ପର...

Advertisement


Archives

Model This Week