Advertisement

ଏବେ ମାଓବାଦୀଙ୍କ ରାଜ୍‌ ଚଳିବ ନାହିଁ, ସ୍ବାଭିମାନ ଅଞ୍ଚଳରେ ପୋଲିସ-ଗୁଇନ୍ଦା ବିଭାଗ ମାରିଲା ପୋଷ୍ଟର

ଚିତ୍ରକୋଣ୍ଡା,୨୬ା୧୦(ଡି.ଏନ୍‌.ଏ.): ଆନ୍ଧ୍ର ଓଡ଼ିଶା ସୀମାନ୍ତ ଆଦିବାସୀ ବହୁଳ ତଥା ଉପାନ୍ତ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସୀମାନ୍ତ ଅଞ୍ଚଳରୁ ମାଓବାଦୀ ମୂଳପୋଛ ପାଇଁ ପ୍ରୟାସ ଜାରି ରହିଛି। ଦିନ ଥିଲା ଉକ୍ତ ଅଞ୍ଚଳରେ ମାଓବାଦୀ ରାଜ୍‌ କରୁଥିଲେ ତାଙ୍କ ବିନା ଇସାରାରେ ପତ୍ରଟିଏ ବି ହଲୁ ନ ଥିଲା। ମାଓଗଡ଼ ରୂପେ ପରିଚିତ ଥିଲା ହେଲେ ଆଜି ସମୟ ବଦଳି ଯାଇଛି। ସରକାର, ଓଡିଶା ପୋଲିସ, ବିଏସ୍‌ଏଫ୍‌, ଏସ୍‌ଓଜି ତଥା ପ୍ରଶାସନର ଉଦ୍ୟମ ଯୋଗୁ ଆଜି ଚିତ୍ରକୋଣ୍ଡାର ଉପାନ୍ତ, ସ୍ବାଭିମାନ ଅଞ୍ଚଳରେ ସମ୍ପୂର୍ଣ୍ଣ ମାଓବାଦୀ ମୁକ୍ତ ହେବାରେ ଲାଗିଛି। ମାତ୍ର ଓଡ଼ିଶା ସୀମାନ୍ତ ରାଜ୍ୟ ଅଞ୍ଚଳରୁ କେତେବେଳେ କେମିତି କାଁ ଗାଁ ଉପାନ୍ତ ଦୁର୍ଗମ ଅଞ୍ଚଳ ଦେଇ ଯାତାୟାତ କରୁଥିବା ଓଡ଼ିଶା ପୋଲିସ ଗୁଇନ୍ଦା ବିଭାଗ ଜାଣିବାକୁ ପାଇ ମୂଳପୋଛ ପାଇଁ ଚିତ୍ରକୋଣ୍ଡା ସୀମାନ୍ତ, ଉପାନ୍ତ ତଥା ଦୁର୍ଗମ ଅଞ୍ଚଳର ବିଭିନ୍ନ ସ୍ଥାନରେ ଓଡ଼ିଶା ପୋଲିସ ତଥା ଗୁଇନ୍ଦା ବିଭାଗ ତରଫରୁ ପୋଷ୍ଟର ମରାଯାଇଥିବା ଦେଖିବାକୁ ମିଳିଛି।

ଉକ୍ତ ପୋଷ୍ଟରରେ ଯଦି ନିଜ ଅଞ୍ଚଳରେ ମାଓବାଦୀ ଯାତାୟାତ କରୁଥିବା ଦେଖିବାକୁ ପାଆନ୍ତି ତେବେ ସଙ୍ଗେ ସଙ୍ଗେ ଉକ୍ତ ମୋବାଇଲ ନମ୍ବରରେ ଯଥା- ୯୭୭୭୬୫୧୧୪୩,୭୬୦୯୦୩୩୬୬୬୬,୯୪୩୭୫୨୬୦୨୨,୯୪୩୮୩୭୭୫୦୫ରେ ଯୋଗାଯୋଗ କରି ଜଣାଇବାକୁ ଜନସାଧାରଣଙ୍କୁ ନିବେଦନ କରାଯାଇଥିବା ଉଲ୍ଲେଖ ରହିଛି।  ଏଥି ସହ ଜଣାଇଥିବା ବ୍ୟକ୍ତିଙ୍କ ପରିଚୟ ଗୋପନ ରଖାଯାଇ କିଛି ଅର୍ଥ ରାଶି ମଧ୍ୟ ପୁରସ୍କାର ପ୍ରଦାନ କରାଯିବ ବୋଲି ପୋଷ୍ଟରେ ଲେଖା ଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଙ୍କେଶ୍ୱରୀ ଘାଟିରେ ଅଟୋ ଓଲଟି ଚାଳକ ମୃତ

ଦିଗପହଣ୍ଡି,୨୫ା୧୧(ଡି.ଏନ.ଏ.)- ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କେରାଣ୍ଡିମାଳ ପାହାଡ଼ ବାଙ୍କେଶ୍ୱରୀ ଘାଟିରେ ରବିବାର ଅଟୋ ଓଲଟି ଚାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶେରଗଡ଼ ଗ୍ରାମ...

ମୟୂରଭଞ୍ଜରେ ସର୍ବାଧିକ ମାମଲା

ବାରିପଦା ଅଫିସ,୧୮ା୧୦: ରାଜ୍ୟର ସର୍ବବୃହତ ଆଦିବାସୀ ଅଧ୍ୟୁଷିତ ମୟୂରଭଞ୍ଜ ଜିଲାରେ ଦିନକୁ ଦିନ ବଢ଼ି ଚାଲିଛି ନାରୀ ନିର୍ଯାତନା ା ଗଣବଳାତ୍କାର, ନାବାଳିକା ବଳାତ୍କାର, ବଧୂ ନିର୍ଯାତନା...

ତାରାତାରିଣୀଙ୍କୁ ଦର୍ଶନ ପାଇଁ ଗାଇଡ୍‌ଲାଇନ୍‌ ଜାରି

ଛତ୍ରପୁର,୨ା୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକରେ ଥିବା ମା’ ତାରାତାରିଣୀ ମନ୍ଦିର ରବିବାରଠାରୁ ଜନସାଧାରଣଙ୍କ ଦର୍ଶନ ଲାଗି ଗାଇଡ୍‌ଲାଇନ୍‌ ଅନୁସାରେ ହେବ। ଏନେଇ ଶନିବାର ଜିଲାପାଳ...

ଦୁଇ ସାମାଜିକ କର୍ମୀ ରାଜ୍ୟସଂଘକୁ ଚୟନ

ଢେଙ୍କାନାଳ ଅଫିସ,୮ା୮: ଢେଙ୍କାନାଳ ଜିଲାର ଦୁଇଜଣ ସାମାଜିକ କର୍ମୀ ରାଜ୍ୟ ସମାଜସେବୀ ମହାସଂଘକୁ ମନୋନୀତ ହୋଇଛନ୍ତି। ସେମାନେ ହେଲେ ବଜରଙ୍ଗ କ୍ଲବର ସଭ୍ୟ ସନ୍ଦୀପ ଷଡ଼ଙ୍ଗୀ...

ଏହି ସବୁ ଜିଲାକୁ ଛୁଇଁଲା ମୌସୁମୀ

ଭୁବନେଶ୍ୱର,୧୬।୬(ବ୍ୟୁରୋ): ଆଜି ଓଡ଼ିଶା ଛୁଇଁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଜିଲାକୁ ମୋସୁମୀ ବାୟୁ ସମ୍ପୂର୍ଣ ଭାବେ ଅଗ୍ରସର ହୋଇଥିବା ବେଳେ ନୂଆପଡା,କଳାହାଣ୍ଡି...

୨୦ ଫୁଟ ତଳକୁ ଖସିଲା ଆଲୁମିନିୟମ ପାଉଡର ଲୋଡିଂ ଟ୍ୟାଙ୍କର: ଡ୍ରାଇଭର ମୃତ

ରାୟଗଡ଼ା ଅଫିସ, ୨।୧: ୩୨୬ ନଂ. ଜାତୀୟ ରାଜପଥର ଗୁମ୍ମା ଘାଟିରୁ ଗୁରୁବାର ଏକ ଆଲୁମିନିୟମ ପାଉଡର ବୋଝେଇ ଟ୍ୟାଙ୍କର ଖସିପଡ଼ିଛି। ଫଳରେ ଘଟଣା ସ୍ଥଳରେ...

ମହିଳା ବ୍ୟାଙ୍କ ମ୍ୟାନେଜରଙ୍କ ଆତ୍ମହତ୍ୟା

ଭୁବନେଶ୍ୱର,୫।୧୨(ବ୍ୟୁରୋ): ଭୁବନେଶ୍ୱର ବରମୁଣ୍ଡା ଅଞ୍ଚଳର ଏକ ଭଡାଘରୁ ଗୁରୁବାର ସକାଳୁ ଜଣେ ମହିଳା ବ୍ୟାଙ୍କ ମ୍ୟାନେଜରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ହେଉଛନ୍ତି...

ଦବିଲା ଇଂରେଜ ଅମଳର ପୋଲ

ବାଲିଆପାଳ, ୨୯ା୭(ସ୍ବ.ପ୍ର.)-ବାଲେଶ୍ୱର ଜିଲା ପୂର୍ତ୍ତ ବିଭାଗ ଅଧୀନରେ ଥିବା ବାଲିଆପାଳ-ବସ୍ତାର ଘଣ୍ଟିଆଡି ନିକଟରେ ଥିବା ଏକ ପୋଲ ମଙ୍ଗଳବାର ସକାଳେ ଦବିଯାଇ ଭାଙ୍ଗିଯାଇଛି। ସେଠାରେ ପ୍ରାୟ...

Advertisement
Archives

Model This Week