ଏବେ ଧରିଲା ଭୟଙ୍କର ରୂପ…

ନୂଆଦିଲ୍ଲୀ,୧୯।୪: ଦେଶରେ କରୋନା ସଂକ୍ରମଣ ଅସମ୍ଭାଳ ହେବାରେ ଲାଗିଛି। ସ୍ଥିତି ଧୀରେଧୀରେ ବେଲଗାମ ହେବା ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। କରୋନା ସଂକ୍ରମଣ ପୂର୍ବର ସମସ୍ତ ରେକର୍ଡ ଭାଙ୍ଗିବାରେ ଲାଗିଛି। ଏପ୍ରିଲ୍‌ ୧୧ରୁ ୧୮ ମଧ୍ୟରେ ଗତ ସାତ ଦିନରେ ଲକ୍ଷେ ୪ ହଜାର ୮୯୮ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୭୩ ହଜାର ୮୧୦ରେ ପହଞ୍ଚିଛି। ସେହିପରି ମୃତକଙ୍କ ସଂଖ୍ୟା ୧୬୧୯ ରହିଛି। ଏପ୍ରିଲ୍‌ ୧୧ରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେ ୬୮ ହଜାର ୯୧୨ ଥିଲା। ସେହିପରି କରୋନାରେ ୯୦୪ ଜଣଙ୍କ ମୃତ୍ୟୁ ଘଟିଥିଲା। ଏବେ କରୋନାର ଦ୍ୱିତୀୟ ଲହର ଭୟଙ୍କର ରୂପ ଧରି ୩ ଗୁଣା ଅଧିକ ବେଗରେ ମାଡ଼ିଚାଲିଛି। କରୋନା ଟିକା ଜାରି ରହିଲେ ମଧ୍ୟ ନୂଆ ଆକ୍ରାନ୍ତଙ୍କ ଚିହ୍ନଟ ହେବା ଏବଂ ମୃତକଙ୍କ ସଂଖ୍ୟା ପ୍ରତିଦିନ ବଢୁଥିବାରୁ ସ୍ଥିତି ଧୀରେ ଧୀରେ ସଙ୍କଟ ଜନକ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ କରୋନା ନେଲା ଆଉ ୬ ଜୀବନ: ମୃତ୍ୟୁସଂଖ୍ୟା ୯୭କୁ ବୃଦ୍ଧି

ଭୁବନେଶ୍ୱର,୨୦ା୭(ବ୍ୟୁରୋ): ସୋମବାର କରୋନା ଆଉ ୬ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୯୭କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ...

ଗଜରାଜଙ୍କୁ ସ୍କୁଟି ଗର୍ଲଙ୍କ ପ୍ରତି ଭୟ: ରାସ୍ତାରେ ଠିଆ ହୋଇଥିବା ହାତୀ ସହିତ ଧକ୍କା କଲେ ସ୍କୂଟି, ଭିଡ଼ିଓ ଭାଇରାଲ…

ନୂଆଦିଲ୍ଲୀ,୯।୫ : ପ୍ରାୟତଃ ଡ୍ରାଇଭିଂ ସମ୍ବନ୍ଧୀୟ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥାଏ। ସମ୍ପ୍ରତି, ଏହିପରି ଗୋଟିଏ ଭିଡିଓ ଭାଇରାଲ ହେବାରେ ଲାଗିଛି। ଯାହା ୟୁଜର୍ସ...

ୟେଦୁରପ୍ପାଙ୍କ ବାସଭବନ ଉପରକୁ ପଥରମାଡ

ବେଙ୍ଗାଲୁରୁ,୨୭।୩: ବରିଷ୍ଠ ଭାଜପା ନେତା ତଥା କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ବି.ଏସ୍‌ ୟେଦୁରପ୍ପାଙ୍କ ଶିବାମୋଗର ଶିକରିପୁରସ୍ଥିତ ବାସଭବନରେ ଆକ୍ରମଣ କରାଯାଇଛି। ସଂରକ୍ଷଣ ପ୍ରସଙ୍ଗକୁ ବିରୋଧ କରୁଥିବା...

ବିବାହରେ ବରଙ୍କୁ ମଦ୍ୟପାନ କରାନ୍ତି ଶାଶୁ…

ଭାରତର ବିଭିନ୍ନ ଅଞ୍ଚଳରେ ଭିନ୍ନ ଭିନ୍ନ ପରମ୍ପରା ପ୍ରଚଳିତ। ମଧ୍ୟପ୍ରଦେଶ, ଉତ୍ତରପ୍ରଦେଶ, ଛତିଶଗଡ଼, ଝାଡ଼ଖଣ୍ଡ ଆଦି ରାଜ୍ୟରେ ବସବାସ କରୁଥିବା ବଇଗା ଜନଜାତିଙ୍କ ବିବାହରେ ଏକ...

ନାମାଙ୍କନପତ୍ର ଦାଖଲ କଲେ ଶିବସେନା ପ୍ରାର୍ଥୀ

ମୁମ୍ବାଇ,୨୭।୫: ଶିବସେନା ଏମ୍‌ପି ସଞ୍ଜୟ ରାଉତ ଓ କୋଲାପୁର ଶିବସେନା ସଭାପତି ସଞ୍ଜୟ ପାୱାର ରାଜ୍ୟ ସଭା ନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ମୁଖ୍ୟମନ୍ତ୍ରୀ...

ଚାଇନାରେ ରକ୍ତ ପାଇଁ ହାହାକାର…

ବେଜିଂ,୨୬।୧୨ : ଚାଇନାରେ କରୋନା ଏକ ଭୟଙ୍କର ରୂପ ନେଇଛି । କୋଭିଡ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବା ମଧ୍ୟରେ ଦେଶର ଅନେକ...

ରାଜଧାନୀରେ ଲୋକଙ୍କୁ ଘରେ ଯୋଗାଇ ଦିଆଯିବ ମଦ: ମିଳିଲା ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ…

ନୂଆଦିଲ୍ଲୀ,୧।୬: କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ଏବେ ଲୋକଙ୍କ ଘରେ ମଦ ପହଞ୍ଚାଇବା ପ୍ରସ୍ତାବକୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ସରକାରଙ୍କ ପକ୍ଷରୁ ମଞ୍ଜୁରୀ...

କର୍ତ୍ତବ୍ୟ ଆଗରେ ହାର୍‌ ମାନିଲା ଝିଅ ହରାଇବା ଦୁଃଖ

ପିପିଲି,୨୭।୪(ଡି.ଏନ୍‌.ଏ.): ନିଜ ଦୁଃଖ ଓ ସମସ୍ୟାକୁ ପଛରେ ପକାଇ ମହାମାରୀ କରୋନା ମୁକାବିଲାରେ ଦେଶ ପାଇଁ ସେବା ପ୍ରଦାନ କରି ଅନେକ ପୋଲିସ କର୍ମଚାରୀ ବେଶ...

Advertisement
Archives

Model This Week