ୟୁପିଆଇ ପେମେଣ୍ଟରେ ଏନ୍‌ପିସିଆଇର ନୂଆ ନିୟମ

ନୂଆଦିଲ୍ଲୀ, ୩୦।୩: ଦେଶରେ ଡିଜିଟାଲ ପେମେଣ୍ଟ କ୍ଷେତ୍ରରେ ୟୁନିଫାଇଏଡ୍‌ ପେମେଣ୍ଟସ୍‌ ଇଣ୍ଟରଫେସ୍‌ (ୟୁପିଆଇ) ଏକ ବଡ଼ ଭୂମିକା ଗ୍ରହଣ କରିଛି। ଏଣିକି ମର୍ଚ୍ଚାଣ୍ଟ ୟୁପିଆଇ ଟ୍ରାଞ୍ଜାକ୍ସନରେ ୧.୧% ପର୍ଯ୍ୟନ୍ତ ବିନିମୟ ଶୁଳ୍କ ଦେବାକୁ ପଡ଼ିବ, ଯାହା ଆସନ୍ତା ଏପ୍ରିଲ ମାସରୁ ଲାଗୁ ହେବ। ବୁଧବାର ଇନ୍ୟାଶନାଲ ପେମେଣ୍ଟ କର୍ପୋରେଶନ୍‌ ଅଫ୍‌ ଇଣ୍ଡିଆ (ଏନ୍‌ପିସିଆଇ) ପକ୍ଷରୁ ଏ ସମ୍ପର୍କରେ ଜାରି ବିଜ୍ଞପ୍ତି ଅନୁସାରେ, ୟୁପିଆଇ ଜରିଆରେ ପ୍ରିପେଡ୍‌ ପେମେଣ୍ଟ ଇନ୍‌ଷ୍ଟ୍ରୁମେଣ୍ଟସ୍‌ (ପିପିଆଇ) ବ୍ୟବହାର କଲେ ଏହି ଶୁଳ୍କ ଦେବାକୁ ପଡ଼ିବ।

୨୦୦୦ ଟଙ୍କାରୁ ଅଧିକ ଦେଣନେଣରେ ଏହି ଶୁଳ୍କ ଯୋଡ଼ାଯିବ। ବିଭିନ୍ନ ପ୍ରକାର ମର୍ଚାଣ୍ଟଙ୍କ ପାଇଁ ବିନିମୟ ଶୁଳ୍କ ୦.୫%ରୁ ୧.୧% ମଧ୍ୟରେ ରହିବ। ଟେଲିକମ୍‌, ଶିକ୍ଷା, ପୋଷ୍ଟ ଅଫିସ୍‌ ଉପରେ ଶୁଳ୍କ ୦.୭% ଧାର୍ଯ୍ୟ କରାଯାଇଥିବାବେଳେ ସୁପରମାର୍କେଟ୍‌ରେ ୦.୯% ରହିବ। ସେହିପରି ବୀମା,ଗଭର୍ନମେଣ୍ଟ ମ୍ୟୁଚୁଆଲ ଫଣ୍ଡ୍‌ ଏବଂ ରେଳବାଇରେ ୧%, ଇନ୍ଧନରେ ୦.୫% ଏବଂ କୃଷି କ୍ଷେତ୍ରରେ ୦.୭% ବିନିମୟ ଶୁଳ୍କ ଆଦାୟ କରାଯିବ। ଅନ୍ୟପକ୍ଷେ ସାଧାରଣ ୟୁପିଆଇ ପେମେଣ୍ଟରେ କୌଣସ ଶୁଳ୍କ ଆଦାୟ କରାଯିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮ା୨: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଚିକିଟି ବ୍ଲକ ଅନ୍ତର୍ଗତ ସୁନପୂରର ୨ ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ…

ବିବାହ ଏକ ସାମାଜିକ କର୍ତ୍ତବ୍ୟ, କେବଳ ଶାରୀରିକ ସମ୍ପର୍କ ନୁହେଁ: ମୋହନ ଭାଗବତ

ନାଗପୁର,୮।୨: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (RSS) ମୁଖ୍ୟ ମୋହନ ଭାଗବତ ରବିବାର ଦେଶର ଜନସଂଖ୍ୟା, ଅର୍ଥନୀତି ଏବଂ ସୁରକ୍ଷା ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ନିଜର ମତ ରଖିଛନ୍ତି।…

ରୋଗୀଙ୍କୁ ଚିକିତ୍ସା ପାଇଁ ନେଉଥିଲେ ବିଶାଖାପାଟଣା, ବାଟରେ ଘଟିଲା ବଡ଼ ଅଘଟଣ, ଚାଲିଗଲା ୨ ଜୀବନ

ପାତ୍ରପୁର/ଚିକିଟି,୮ା୨(ଉମାଚରଣ ନେପାକ/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ପାତିସୁନପୁର ଗ୍ରାମର ଗୋଟିଏ ପରିବାରର ୬ ଜଣ ବିଶାଖାପାଟଣା ଯାଉଥିବା ବେଳେ ରବିବାର ଅପରାହ୍ନରେ…

RSS ମୁଖ୍ୟ ପଦ ଛାଡ଼ିବା ନେଇ ମୋହନ ଭାଗବତଙ୍କ ବଡ଼ ବୟାନ, କହୁ କହୁ କହିଦେଲେ…

ମୁମ୍ବାଇ,୮।୨: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ(ଆର୍‌ଏସ୍‌ଏସ୍‌)ର ମୁଖ୍ୟ ମୋହନ ଭାଗବତ ରବିବାର ମୁମ୍ବାଇରେ ଆୟୋଜିତ ସଂଘର ଶତବାର୍ଷିକୀ ଉତ୍ସବରେ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ବୟସ ବଢ଼ିବା…

ବସ୍‌ ଇଞ୍ଜିନ୍‌ରୁ ବାହାରିଲା ନିଆଁ, ଡ୍ରାଇଭର ନେଲେ ଏମିତି ପଦକ୍ଷେପ

ଭଞ୍ଜନଗର,୮ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବସଷ୍ଟାଣ୍ଡରେ ରବିବାର ଅପରାହ୍ନରେ ଏକ ଘରୋଇ ବସ୍‌ରେ ହଠାତ୍‌ ଇଞ୍ଜିନରେ ନିଆଁ ଲାଗିଯାଇଥିଲା। ଫଳରେ ବସ୍‌ରେ ବସିଥିବା ଯାତ୍ରୀମାନେ ଭୟଭୀତ…

ମା’ ତାରାତାରିଣୀଙ୍କ ହୁଣ୍ଡିରୁ ମିଳିଲା କୁନି ପୁଅର ଚିଠି; ଦୁଃଖ ଶୁଣିବାକୁ ମା’ଙ୍କ ପାଖେ ଆକୁଳ ନିବେଦନ

ପୁରୁଷୋତ୍ତମପୁର,୮।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ହୁଣ୍ଡିରୁ ମିଳିଥିବା ଏକ ଚିଠି ଏବେ ଶ୍ରଦ୍ଧାଳୁଙ୍କ ମନକୁ ଆନ୍ଦୋଳିତ କରିଛି। ଜଣେ କୁନି…

୩ ମାସରୁ ଅଧିକ ହେବ ବନ୍ଦ ପଡ଼ିଛି ରକ୍ତଭଣ୍ଡାର, ରୋଗୀସେବା ବ୍ୟାହତ

ବଲାଙ୍ଗୀର/କଣ୍ଟାବାଞ୍ଜି,୮ା୨(ସୁନିଲ କୁମାର ମହାନ୍ତି/ଗୁରୁ ଦୟାଲ ହଂସ): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଗତ ୨୦୦୯ରେ ବିଜୁ ପଟ୍ଟନାୟକ ରକ୍ତଭଣ୍ଡାର ସ୍ଥାପିତ ହୋଇଥିଲା। ଏହି ରକ୍ତଭଣ୍ଡାରକୁ ତତ୍କାଳୀନ…

VIDEO: ଟସ୍‌ ଛାଡି ହଠାତ୍‌ କୁଆଡେ ଚାଲିଗଲେ କ୍ୟାପଟେନ ସୂର୍ଯ୍ୟକୁମାର? ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୮।୨: ଭାରତୀୟ କ୍ରିକେଟରେ, ଖେଳାଳିମାନଙ୍କ ମଧ୍ୟରେ ସମ୍ପର୍କ ପ୍ରାୟତଃ ବିଜୟ ଏବଂ ପରାଜୟକୁ ଅତିକ୍ରମ କରିଯାଏ। ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ସମାନ ଦୃଶ୍ୟ ଦେଖାଯାଇଥିଲା, ଯେତେବେଳେ ଅଧିନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri