ଶିଲଂ,୨।୩: ବିଧାନସଭା ନିର୍ବାଚନର ଭୋଟ ଗଣତିରେ ମେଘାଳୟରେ ଏନପିପି ବହୁମତ ମୁହାଁ ହେବାରେ ଲାଗିଛି। ଏଠାରେ ଏନପିପି ୨୩ ଆସନରେ ଆଗୁଆ ଥିବା ବେଳେ ଭାଜପା ୮, ଟିଏମସି ୧୩ରେ ଏବଂ ଅନ୍ୟଦଳ ୧୫ ଆସନରେ ଆଗୁଆ ରହିଛନ୍ତି। ରାଜ୍ୟରେ ଅନ୍ୟ ଦଳ କିଙ୍ଗ୍ ମେକର ହେବା ନେଇ ଚର୍ଚ୍ଚା ହେଉଛି।
ଶିଲଂ,୨।୩: ବିଧାନସଭା ନିର୍ବାଚନର ଭୋଟ ଗଣତିରେ ମେଘାଳୟରେ ଏନପିପି ବହୁମତ ମୁହାଁ ହେବାରେ ଲାଗିଛି। ଏଠାରେ ଏନପିପି ୨୩ ଆସନରେ ଆଗୁଆ ଥିବା ବେଳେ ଭାଜପା ୮, ଟିଏମସି ୧୩ରେ ଏବଂ ଅନ୍ୟଦଳ ୧୫ ଆସନରେ ଆଗୁଆ ରହିଛନ୍ତି। ରାଜ୍ୟରେ ଅନ୍ୟ ଦଳ କିଙ୍ଗ୍ ମେକର ହେବା ନେଇ ଚର୍ଚ୍ଚା ହେଉଛି।
ୱାଶିଂଟନ, ୧୯।୩:ମଧ୍ୟ-ପ୍ରାଚ୍ୟ ରଣାଙ୍ଗନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆମେରିକାର ଏକ ଅତ୍ୟାଧୁନିକ F-୩୫ ଷ୍ଟେଲଥ ଫାଇଟର ଜେଟ୍ ଇରାନ ଉପରେ ଏକ ଯୁଦ୍ଧ ମିଶନରେ…
ନୂଆଦିଲ୍ଲୀ, ୧୯।୩: ଆଇପିଏଲ୍ର ନୂଆ ସିଜନ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଦିନ ବାକି ଥିବା ବେଳେ ଏକାଧିକ ଫ୍ରାଞ୍ଚାଇଜ ପାଇଁ ଅଡୁଆ ବଢ଼ିବାରେ ଲାଗିଛି।…
କୋଲକାତା,୧୯।୩: ପଶ୍ଚିମବଙ୍ଗ ରାଜନୀତିରେ ଗୁରୁବାର ଏକ ବଡ଼ ଧରଣର ହଲଚଲ ଦେଖିବାକୁ ମିଳିଛି। ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଭବାନୀପୁର ଆସନ ଏବେ ହଟ୍ସ୍ପଟ ପାଲଟିଛି। ମୁଖ୍ୟମନ୍ତ୍ରୀ…
ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…
ୱାଶିଂଟନ/ଇସଲାମାବାଦ,୧୯।୩: ଆମେରିକାର ଶୀର୍ଷ ଗୁପ୍ତଚର ସଂସ୍ଥାର ମୁଖ୍ୟ ତୁଲସୀ ଗବାର୍ଡଙ୍କ ଏକ ବିସ୍ଫୋରକ ବୟାନ ଏବେ ସାରା ବିଶ୍ୱର ଦୃଷ୍ଟି ଆକର୍ଷଣ କରିଛି। ପାକିସ୍ତାନ ଏବେ ଏଭଳି…
ଛତ୍ରପୁର,୧୯।୩(ଦିଲ୍ଲୀପ ସାମଲ): ପୋଲିସ ସେବାରେ ନିଜର ଉଲ୍ଲେଖନୀୟ କୃତିତ୍ୱ ଓ ଦକ୍ଷତା ପାଇଁ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ (SP) ଶୁଭେନ୍ଦୁ କୁମାର ପାତ୍ର ‘ଡିଜିପି ଡିସ୍କ ଆୱାର୍ଡ’…
ନୂଆଦିଲ୍ଲୀ,୧୯।୩: ଗତ ସିଜନର ଖରାପ ପ୍ରଦର୍ଶନକୁ ପଛରେ ପକାଇ ଆଇପିଏଲ୍ ୨୦୨୬ରେ ନୂଆ ଆଶା ଓ ଉତ୍ସାହ ସହ ପଡ଼ିଆକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଥିବା ଚେନ୍ନାଇ ସୁପର…
ଦିଗପହଣ୍ଡି,୧୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଜକର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଅପରାହ୍ନରେ ମହୁମାଛି ଆକ୍ରମଣରେ ୪ ଜଣ ଆହତ…