୨୩ରେ ଏନ୍‌ଆର୍‌ଟିଏସ୍‌ ପରୀକ୍ଷା

କଟକ,୧୬ା୧୦(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଜାତୀୟ ଗ୍ରାମାଞ୍ଚଳ ମେଧାବୃତ୍ତି (ଏନ୍‌ଆର୍‌ଟିଏସ୍‌) ପରୀକ୍ଷା ଆସନ୍ତା ୨୩ ତାରିଖରେ ଅନୁଷ୍ଠିତ ହେବ। ରାଜ୍ୟର ୩୩୪ କେନ୍ଦ୍ରରେ ଏହି ପରୀକ୍ଷା ପୂର୍ବାହ୍ନ ୧୧ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ୫୩,୬୯୩ ଜଣ ପରୀକ୍ଷାର୍ଥୀ ନାମ ପଞ୍ଜୀକରଣ କରିଥିବା ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ପରୀକ୍ଷାର୍ଥୀଙ୍କ ଆଡ୍‌ମିଟ୍‌ କାର୍ଡ ଅନ୍‌ଲାଇନ୍‌ରେ ଉପଲବ୍ଧ ହୋଇଛି। ବିଦ୍ୟାଳୟର ମୁଖ୍ୟମାନେ ବୋର୍ଡ ଓ୍ବେବ୍‌ସାଇଟ୍‌ www.bseodisha.ac.inରେ ଲଗ୍‌ଇନ୍‌ କରି ପରୀକ୍ଷାର୍ଥୀଙ୍କ ଆଡ୍‌ମିଟ୍‌ କାର୍ଡ ଡାଉନ୍‌ଲୋଡ୍‌ କରି ସେମାନଙ୍କୁ ଦେଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଭୀମ ଭୋଇ ସାମର୍ଥ୍ୟ ଶିବିରରେ ଅଧିକାରୀଙ୍କ ଦାଦାଗିରି: ସେବା ଅପେକ୍ଷା ‘ଫଟୋ ସୋ’ ଅଧିକ 

ଥୁଆମୂଳରାମପୁର,୭ା୨(ଦୁର୍ଗା କୀର୍ତ୍ତି): କଳାହାଣଣ୍ଡି ଜିଲା ଥୁଆମୂଳରାମପୁର ବ୍ଲକ ଗୋପୀନାଥପୁର ପଞ୍ଚାୟତର ଫଟକି ମହୁଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଶନିବାର ଅନୁଷ୍ଠିତ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ…

‘ଭାରତ ହେଉଛି ବିଶ୍ୱାସର ସବୁଠାରୁ ଶକ୍ତିଶାଳୀ ମୁଦ୍ରା’, ପ୍ରଧାନମନ୍ତ୍ରୀ ମୋଦି

କୁଆଲାଲମ୍ପୁର,୮।୨: ଦୁଇ ଦିନିଆ ମାଲେସିଆ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତକୁ ବିକାଶ ପାଇଁ ଏକ ନିର୍ଭରଯୋଗ୍ୟ ଅଂଶୀଦାର ଭାବରେ ବର୍ଣ୍ଣନା କରିଛନ୍ତି। ସେ କହିଛନ୍ତି…

USA ବିପକ୍ଷରେ ବିଜୟ ପରେ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ବଡ଼ ଖୁଲାସା, ୱାଶିଂଟନ୍ ସୁନ୍ଦର…..

ଟିମ୍ ଇଣ୍ଡିଆ ICC ଟି୨୦ ବିଶ୍ୱକପରେ ବିଜୟ ସହିତ ଅଭିଯାନ ଆରମ୍ଭ କରିଛି। ଭାରତୀୟ ଦଳ ତା’ର ପ୍ରଥମ ମ୍ୟାଚରେ ଆମେରିକା ଦଳକୁ ପରାସ୍ତ କରିଥିଲା। ଟିମ୍ ଇଣ୍ଡିଆର…

ଏଇ ଭାରତରେ

ଉତ୍ତରପ୍ରଦେଶର ଧୀରଜ ବର୍ମା ବିନା ମାଟି ଅର୍ଥାତ୍‌ କେବଳ ପାଣି (ହାଇଡ୍ରୋପୋନିକ୍ସ ପଦ୍ଧତି)ରେ ଚାଷକରି ପ୍ରଥମ ପର୍ଯ୍ୟାୟରେ ୫ ଟନ୍‌ ଷ୍ଟ୍ରବେରି ଉତ୍ପାଦନ କରିବାକୁ ସକ୍ଷମ ହୋଇଛନ୍ତି।…

ବିଶ୍ୱାସ ଅଛି, ଭରସା ନାହିଁ

ଆଗକୁ ଅନ୍ଧାରପକ୍ଷ ଆସୁଛି। କୁଞ୍ଜବଦଳିଆ, ଦାଆଗେଣ୍ଡାଳିଆ, ସାରସ, ପାତିହଂସ, ଜଡ଼ାହଂସ ସମସ୍ତଙ୍କ ମଧ୍ୟରେ ଭାଳେଣି, ମାଫିଆଙ୍କ ହାତରୁ ଏଥର ନିସ୍ତାର ନାହିଁ। କାକଟପୁର, ଅସ୍ତରଙ୍ଗ, ଦେବୀନଦୀ ମୁହାଣ,…

ଆତଙ୍କବାଦର ପୃଷ୍ଠପୋଷକ କିଏ

ୟୁରୋପୀୟ ପାର୍ଲାମେଣ୍ଟରେ ରୁଷିଆକୁ ‘ଆତଙ୍କବାଦ ପୃଷ୍ଠପୋଷକ ରାଷ୍ଟ୍ର’ ବୋଲି ଘୋଷଣା କରିଥିଲା ବେଳେ ଆମେରିକା ପାକିସ୍ତାନକୁ ସହଯୋଗର ହାତ ବଢ଼ାଇ ନିଜର ମିତ୍ର ରାଷ୍ଟ୍ରର ପରିଚୟ ଦେଇଥିଲା।…

ଆତ୍ମସମର୍ପଣ

ସାର୍ବଭୌମତ୍ୱ ଉଲ୍ଲଂଘନକୁ ଏକ ଦେଶର ଆଞ୍ଚଳିକ ଅଖଣ୍ଡତାର ଉଲ୍ଲଂଘନ କିମ୍ବା ସରକାରୀ କାର୍ଯ୍ୟରେ ହସ୍ତକ୍ଷେପ ବୋଲି କୁହାଯାଏ। ଜଣେ ଆତ୍ମସମର୍ପଣ କରେ ଯେତେବେଳେ ସେ ବିନା ପ୍ରତିରୋଧରେ…

ସରିଲା ଗୋଲାପ ଦିଆନିଆ, ଆଜି ପ୍ରପୋଜ୍‌

ଭୁବନେଶ୍ୱର,୮।୨(ସୌମ୍ୟରଞ୍ଜନ ରାଉତ): ଭାଲାଣ୍ଟାଇନ୍‌ ଡେ’ର ପ୍ରଥମ ପାହାଚ ରୋଜ୍‌ ଡେ’ ପାଇଁ ଶନିବାର ଚଳଚଞ୍ଚଳ ହୋଇଉଠିଥିଲା ରାଜଧାନୀ। ପରସ୍ପରକୁ ଗୋଲାପ ଦେଇ ଶୁଭେଚ୍ଛା ଜଣାଇଥିଲେ ପ୍ରେମୀଯୁଗଳ। ହଷ୍ଟେଲ୍‌ଗୁଡିକରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri