Posted inଜାତୀୟ

ଭୋଜିରେ ଛେପ ଲଗାଇ ରୁଟି ଦେଉଥିଲେ, ଗିରଫ ଯୁବକଙ୍କ ନାମରେ ଲାଗିଲା ଏନ୍‌ଏସ୍‌ଏ

ମିରଟ,୧୯ା୩: ଗତ ଫେବୃୟାରୀରେ ଉତ୍ତରପ୍ରଦେଶ ମିରଟରେ ଏକ ବିବାହ ଉତ୍ସବରେ ରୁଟିରେ ଛେପ ପକାଇ ଲୋକଙ୍କୁ ଖାଇବାକୁ ଦେଉଥିବା ଏକ ଭିଡିଓ ସାମ୍ନାକୁ ଆସିଥିଲା। ଅଭିଯୋଗ ପରେ ସ୍ଥାନୀୟ ପୋଲିସ ଘଟଣାରେ ସମ୍ପୃକ୍ତ ସୋହେଲ ନାମକ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ସେବେଠାରୁ ସେ ଜେଲ ହାଜତରେ ଅଛନ୍ତି। ଜିଲା ମାଜିଷ୍ଟ୍ରେଟଙ୍କ ନିର୍ଦ୍ଦେଶ କ୍ରମେ ପୋଲିସ ପ୍ରଶାସନ ସୋହେଲଙ୍କ ବିରୋଧରେ ଜାତୀୟ ସୁରକ୍ଷା ଆଇନ(ଏନ୍‌ଏସ୍‌ଏ) ଜରିଆରେ ଏକ ମାମଲା ରୁଜୁ କରିଛି। ଗିରଫ ପରେ ସୋହେଲଙ୍କୁ କୋର୍ଟରେ ହାଜର କରାଯିବା ବେଳେ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇଥିଲା। କିଛି ଲୋକ ତାଙ୍କୁ ଆକ୍ରମଣ କରିବାକୁ ଉଦ୍ୟମ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉପରାଷ୍ଟ୍ରପତି-ଆଇନମନ୍ତ୍ରୀଙ୍କୁ ପଦରୁ ହଟାଇବା ଲାଗି ହାଇକୋର୍ଟରେ ପିଟିଶନ…

ମୁମ୍ବାଇ,୨।୨ : ଉପରାଷ୍ଟ୍ରପତି ଜଗଦୀପ ଧନକର ଏବଂ ଆଇନ ମନ୍ତ୍ରୀ କିରେନ ରିଜିଜୁଙ୍କ ବିରୋଧରେ ବମ୍ବେ ହାଇକୋର୍ଟରେ ଏକ ପିଟିଶନ ଦାଖଲ କରାଯାଇଛି। ଆବେଦନରେ ଦର୍ଶାଯାଇଛି...

ହିଂସାରେ ମୃତ ମୁସଲମାନ ଯୁବକଙ୍କ ପରିବାରକୁ ଭେଟିଲେନି ମନ୍ତ୍ରୀ

ବିଜ୍‌ନୋର,୨୭-୧୨(ପି.ଟି.):ଉତ୍ତରପ୍ରଦେଶର ଧନ୍ଦାମୂଳକ ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ କପିଲଦେବ ଅଗ୍ରଓ୍ବାଲ ଗୁରୁବାର ହିଂସା ପ୍ରଭାବିତ ବିଜ୍‌ନୋର ଜିଲା ଗସ୍ତରେ ଯାଇଥିଲେ। ଗତ ଶୁକ୍ରବାର ସିଏଏ...

ବିଚାରପତି ହେଲେ ଆଇନ ସଚିବ

ନୂଆଦିଲ୍ଲୀ,୧୫ା୧୦(ପି.ଟି.): ପ୍ରଥମ ଥର ଲାଗି ଜଣେ ଜିଲା ଓ ଦୌରାଜଜ୍‌ଙ୍କୁ ସୋମବାର କେନ୍ଦ୍ର ଆଇନ ସଚିବ ନିଯୁକ୍ତ କରାଯାଇଛି। ଅନୁପ କୁମାର ମେଣ୍ଡିରତ୍ତା ଆଇନ ମନ୍ତ୍ରଣାଳୟର...

ହାରିଲେ ୮ କ୍ୟାବିନେଟ ମନ୍ତ୍ରୀ

ଶିମଲା,୯।୧୨: ଗୁଜରାଟ ଓ ହିମାଚଳ ପ୍ରଦେଶର ବହୁପ୍ରତୀକ୍ଷିତ ବିଧାନସଭା ନିର୍ବାଚନ ଫଳ ଗୁରୁବାର ପ୍ରକାଶ ପାଇଛି। ଏଥିରେ ହିମାଚଳ ପ୍ରଦେଶର ବିଦାୟୀ ମୁଖ୍ୟମନ୍ତ୍ରୀ ଜୟରାମ ଠାକୁରଙ୍କ...

୧୬ ଆଞ୍ଚଳିକ ଦଳକୁ ମିଳିଛି ୨୪.୭୭୯ କୋଟି ଚାନ୍ଦା

ନୂଆଦିଲ୍ଲୀ, ୩୦।୧୦(ପି.ଟି.): ୨୦୧୯-୨୦ ଆର୍ଥତ୍କ ବର୍ଷରେ ଦେଶର ୧୬ଟି ଆଞ୍ଚଳିକ ରାଜନୈତିକ ଦଳଙ୍କୁ ୧,୦୨୬ ଦାନ ସୂତ୍ରରୁ ବିନା ପ୍ୟାନ୍‌ ବିବରଣୀରେ ମୋଟ ୨୪.୭୭୯ କୋଟି...

ଯେଉଁ ବ୍ୟକ୍ତିଙ୍କ ମୃତଦେହ ବ୍ୟବଚ୍ଛେଦ ପାଇଁ ଯାଇଥିଲା, ସେ ଚା’ ପିଉଥିବା ନଜର ଆସିଥିଲେ !

ଲକ୍ଷ୍ନୌ,୨୨।୨: ଉତ୍ତରପ୍ରଦେଶର ଦେବରିୟାରେ ଏକ ଆଶ୍ଚର୍ଯ୍ୟକର ଘଟଣା ଦେଖିବାକୁ ମିଳିଛି। ଏଠାରେ ଜଣେ ବ୍ୟକ୍ତିଙ୍କ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଥିଲା। ପରେ କୋଟଓ୍ବାଲି ପୋଲିସ ମୃତଦେହ...

୧,୩୮୦ ଯବାନଙ୍କୁ ଗ୍ୟାଲେଣ୍ଟ୍ରି ଆଓ୍ବାର୍ଡ…

ନୂଆଦିଲ୍ଲୀ,୧୪।୮: ଦେଶର ୭୫ତମ ସ୍ବାଧୀନତା ଦିବସ ଅବସରରେ ୧.୩୮୦ ସାହସୀ ଯବାନଙ୍କୁ ଗ୍ୟାଲେଣ୍ଟ୍ରି ଆଓ୍ବାର୍ଡ ପ୍ରଦାନ କରାଯିବ। ୬୬୨ ଜଣ ପୋଲିସ କର୍ମଚାରୀଙ୍କୁ ଗ୍ୟାଲେଣ୍ଟ୍ରି ପାଇଁ...

୧୪ରେ ଦେଶବ୍ୟାପୀ ତୀବ୍ର ହେବ ଆନ୍ଦୋଳନ: କୃଷକ ସଙ୍ଗଠନ

ନୂଆଦିଲ୍ଲୀ,୯ା୧୨-କେନ୍ଦ୍ର ସରକାରଙ୍କ ୩ କୃଷି ଆଇନ ପ୍ରତ୍ୟାହାର ଦାବିରେ ଚାଲିଥିବା ଆନ୍ଦୋଳନ ଭିନ୍ନ ମୋଡ଼ ନେଇଛି। ବିବାଦୀୟ କୃଷି ଆଇନ ସମ୍ପୂର୍ଣ୍ଣ ପ୍ରତ୍ୟାହାର କରା ନ...

Advertisement
Archives

Model This Week