Posted inଜାତୀୟ

ମୋଦିଙ୍କୁ ଭେଟିବା ପାଇଁ ସଂସଦରେ ପହଞ୍ଚିଲେ ଅଜିତ ଡୋଭାଲ

ନୂଆଦିଲ୍ଲୀ,୨୧।୩: ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବା ପାଇଁ ସଂସଦରେ ପହଞ୍ଚିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ବର୍ତ୍ତମାନ ସଂସଦରେ ଉପସ୍ଥିତ ଅଛନ୍ତି। ଏଥିସହ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ଭାଜପା ଅଧ୍ୟକ୍ଷ ଜେପି ନଡ୍ଡା ଏବଂ ଅନ୍ୟ କ୍ୟାବିନେଟ ମନ୍ତ୍ରୀମାନେ ମଧ୍ୟ ଉପସ୍ଥିତ ଥିବା ଜଣାପଡିଛି। ତେବେ ଅଜିତ ଡୋଭାଲ ମୋଦିଙ୍କୁ ଭେଟି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିପାରନ୍ତି ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

”ପ୍ରଦୂଷଣ ହ୍ରାସ ଅସମ୍ଭବ”, ସାଧାରଣ ଲୋକଙ୍କୁ କ୍ଷମା ମାଗିଲେ ଦିଲ୍ଲୀ ସରକାର

ନୂଆଦିଲ୍ଲୀ,୧୬।୧୨: ଜାତୀୟ ରାଜଧାନୀ ଦିଲ୍ଲୀର ବିଗିଡ଼ି ଯାଉଥିବା ବାୟୁ ଗୁଣବତ୍ତାକୁ ନେଇ ପରିବେଶ ମନ୍ତ୍ରୀ ମଞ୍ଜିନ୍ଦର ସିଂ ସିରସା ମଙ୍ଗଳବାର ଏକ ଖବରଦାତା ସମ୍ମିଳନୀରେ କ୍ଷମା...

ମେସି ଇଭେଣ୍ଟ୍ ବିବାଦ: ପଶ୍ଚିମବଙ୍ଗ କ୍ରୀଡ଼ା ମନ୍ତ୍ରୀଙ୍କ ଇସ୍ତଫା, ଡିସିପି ନିଲମ୍ବିତ

କୋଲକାତା,୧୬।୧୨: ଆର୍ଜେଣ୍ଟିନାର ଫୁଟବଲ୍ ତାରକା ଲିଓନେଲ୍ ମେସିଙ୍କ କାର୍ଯ୍ୟକ୍ରମ ସମୟରେ କୋଲକାତାର ସଲ୍ଟ ଲେକ୍ ଷ୍ଟାଡିୟମ୍‌ରେ ସୃଷ୍ଟି ହୋଇଥିବା ଅରାଜକତା ଓ ଭଙ୍ଗାରୁଜା ଘଟଣାକୁ ନେଇ...

ଓଡିଶାବାସୀଙ୍କ ପାଇଁ ଖୁସିଖବର: ନିଯୁକ୍ତିକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୧୨: ଓଡ଼ିଶା ହେବ ଫାର୍ମା ହବ୍‌। ମୁଖ୍ୟମନ୍ତ୍ରୀ ମୋହନ ମାଝି ଫାର୍ମା ସମ୍ମିଳନୀରେ ଓଡ଼ିଶାରେ ଫାର୍ମା ସେକ୍ଟରରେ ନିବେଶ ପାଇଁ ନିବେଶକଙ୍କୁ ଅନୁରୋଧ କରିଛନ୍ତି। ଏ...

IPL 2026 ନିଲାମ: ଜାଣନ୍ତୁ କିଏ ରହିଲେ ଅନ୍‌ ସୋଲ୍ଡ

ଆବୁଧାବି,୧୬।୧୨: IPL 2026 ନିଲାମ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଅଷ୍ଟ୍ରେଲିଆ ଅଲ୍‌ରାଉଣ୍ଡର କ୍ୟାମେରନ ଗ୍ରୀନଙ୍କୁ KKR ସର୍ୱାଧିକ ୨୫ କୋଟି ୨୦ ଲକ୍ଷରେ କିଣିଛି। ଫଳରେ...

ଶାଶୁ ପରେ ଜ୍ୱାଇଁ ଘରେ ବୁଲିଲା ବୁଲଡୋଜର: ଏକାବେଳକେ ଛାନିଆ…

ପୁରୀ,୧୬।୧୨(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଅପରେଶନ ଚକ୍ର ଜରିଆରେ ନିଶା ବେପାରୀଙ୍କ ଘର ଉପରେ ବୁଲଡୋଜର ଚଳାଇଛି । ପୂର୍ବରୁ ଗତ ୪ ତାରିଖରେ...

ମାତ୍ର ଏତିକି କୋଟିରେ ଭେଙ୍କଟେଶଙ୍କୁ କିଣିଲା ଏହି ଦଳ, ଗତ ବର୍ଷ ତୁଳନାରେ ପ୍ରାୟ 70 ପ୍ରତିଶତ କମ୍‌

ନୂଆଦିଲ୍ଲୀ,୧୬।୧୨: ଭେଙ୍କଟେଶ ଆୟର ପ୍ରଥମ ଥର ପାଇଁ କୋଲକାତା ନାଇଟ ରାଇଡର୍ସ ବ୍ୟତୀତ ଅନ୍ୟ କୌଣସି IPL ଦଳ ପାଇଁ ଖେଳିବେ। ଯଦିଓ KKR ମଧ୍ୟ...

ଗୋଆ ଅଗ୍ନିକାଣ୍ଡ ଘଟଣା: ଭାରତ ଆସିଲେ ଲୁଥ୍ରା ବ୍ରଦର୍ସ

ନୂଆଦିଲ୍ଲୀ,୧୬।୧୨: ଗୋଆ ଅଗ୍ନିକାଣ୍ଡ ଘଟଣା ପରେ ପଲାତକ ଲୁଥ୍ରା ବ୍ରଦର୍ସ ସୌରଭ ଏବଂ ଗୌରବଙ୍କୁ ମଙ୍ଗଳବାର ଭାରତ ଫେରାଇ ଅଣାଯାଇଛି। ଦିଲ୍ଲୀରେ ଲୁଥ୍ରା ବ୍ରଦର୍ସଙ୍କ ବିମାନ...

ବିଶ୍ୱର ସବୁଠୁ ମହଙ୍ଗା ଫଳ: ମୂଲ୍ୟ ଜାଣିଲେ ଉଡିଯିବ ହୋଶ୍‌

ସାଧାରଣତଃ ମହଙ୍ଗା ଜିନିଷ କିଣିବାକୁ ହେଲେ ଲୋକେ ବିଳାସପୂର୍ଣ୍ଣ କାର, ସୁନା ଏବଂ ହୀରା ବିଷୟରେ ଚିନ୍ତା କରନ୍ତି। କିନ୍ତୁ ଜାପାନରେ ଏକ ତରଭୁଜ ଅଛି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri