ସର୍ବୋଚ୍ଚ ସ୍ତରରେ ଏନ୍‌ଏସ୍‌ଇ ନିଫ୍ଟି

ନୂଆଦିଲ୍ଲୀ,୨୦।୨: କ୍ରମାଗତ ଭାବେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ସାଙ୍ଗକୁ ଆଶା ଆଶଙ୍କାରେ କାରବାର ଶେଷ ହେଉଥିଲା। ଏଭଳିସ୍ଥିତିରେ ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏସ୍‌ଏସ୍‌ଇ) ନିଫ୍ଟି-୫୦ରେ ନୂଆ ରେକର୍ଡ ସହ କାରବାର ସର୍ବୋଚ୍ଚ ସ୍ତରରେ ପହଞ୍ଚତ୍ଛି। ଏପରିକି ସୋମବାରର ନିଫ୍ଟି ଉଚ୍ଚ ଫଳାଫଳ ସହ ବଜାର ପ୍ରାରମ୍ଭରେ ପ୍ରାୟ ୨୨,୧୮୭ ଅଙ୍କରେ ପହଞ୍ଚିଥିଲାବେଳେ ଦିନର କାରବାର ଶେଷ ସୁଦ୍ଧା ନିଫି୍ଟ-୫୦ ମୋଟ ୮୧.୫୫ ପଏଣ୍ଟ ବୃଦ୍ଧି ସହ ୨୨,୧୨୨.୨୫ ଅଙ୍କରେ କାରବାର ବନ୍ଦ କରିଥିଲା। ଅପରପକ୍ଷରେ ଏନ୍‌ଏସ୍‌ଇର ସେକ୍ଟୋରାଲ କାରବାର ସହ ଏନ୍‌ଏସ୍‌ଇ ମିଡକ୍ୟାପ ୧୭୯.୦୦ ପଏଣ୍ଟ ବୃଦ୍ଧି ସହ ୪୯,୩୧୦.୯୫ ଅଙ୍କରେ ରହିଥିଲା। ସେହିଭଳି ଏନ୍‌ଏସ୍‌ଇ ସ୍ମଲକ୍ୟାପ ଦିନର କାରବାର ଶେଷ ସୁଦ୍ଧା ମୋଟ ୮ ପଏଣ୍ଟ ବୃଦ୍ଧି ଘଟି ୭୫୪୬ ଅଙ୍କରେ ପହଞ୍ଚିଥିଲାବେଳେ ଏନ୍‌ଏସ୍‌ଇ ବ୍ୟାଙ୍କିଙ୍ଗରେ ମଧ୍ୟ ୧୫୦.୬୫ ପଏଣ୍ଟ ବଢି ୪୬,୫୩୫.୫୦ ଅଙ୍କରେ ରହିଥିଲା। ଉଲ୍ଲେଖଯୋଗ୍ୟ, ଏନ୍‌ଏସ୍‌ଇ ନିଫ୍ଟିର ସେକ୍ଟୋରିଆଲ କାରବାରରେ ଅଟୋମୋବାଇଲ, ବ୍ୟାଙ୍କିଙ୍ଗ, ଘରୋଇ ଟେଲିକମ ୟୁନିଟ, ବୀମା ଶିଳ୍ପ ଭଳି ପ୍ରମୁଖ ନିବେଶକମାନେ ପ୍ରାୟ ୩ରୁ ୪% ନିବେଶ ବୃଦ୍ଧି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀ ସ୍ମାର୍ଟ ଚାଷୀ, ସ୍ତ୍ରୀ ରୋଲ ମଡେଲ: ମଫସଲରେ ସଫଳ ସ୍ମାର୍ଟ ଫାର୍ମିଂ

ବଲାଙ୍ଗୀର,୨୪ା୬(ବୀରେନ୍ଦ୍ର କୁମାର ଝାଙ୍କର): ଚାଷୀ ଦମ୍ପତିଙ୍କ କଠିନ ପରିଶ୍ରମ, ଗଭୀର ଆତ୍ମବିଶ୍ୱାସ ଏବଂ ସରକାରୀ ଯୋଜନାଗୁଡ଼କର ଉପଯୁକ୍ତ ସମନ୍ବୟ ଏବେ ବଲାଙ୍ଗୀର ଜିଲାରେ ସ୍ବାବଲମ୍ବନ ଓ ସଫଳତାର…

କାଦୁଅ ରାସ୍ତା, ଅଧାବାଟରୁ ଫେରିଲା ମୁଖ୍ୟମନ୍ତ୍ରୀ ବସ୍‌

ଲୋଇସିଂହା,୨୪।୬(ସୁଶାନ୍ତ ବାରିକ):ବର୍ଷାରେ କେନାଲ ରାସ୍ତା କାଦୁଅ ହୋଇ ପଡିଥିବାରୁ ଆଗଲପୁରରୁ ପଟୁଆପାଲିକୁ ଚାଲୁଥିବା ମୁଖ୍ୟମନ୍ତ୍ରୀ ବସ୍‌ ଗତ ଦୁଇ ଦିନ ହେବ ଅଧାବାଟରୁ ଫେରୁଥିବା ଅଭିଯୋଗ ହୋଇଛି।…

ଫୁଟ୍‌ପାଥରେ ଶୋଇଥିବାବେଳେ ନାବାଳିକାଙ୍କୁ ଅପହରଣ କରିନେଇ ବଳାତ୍କାର କଲେ ଟ୍ୟାକ୍ସି ଡ୍ରାଇଭର, ଆଉ ତା’ପରେ…

ନୂଆଦିଲ୍ଲୀ,୨୪ା୬: ଦକ୍ଷିଣ ଦିଲ୍ଲୀର ମେହରୋଲି ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ କରିନେଇ ବଳାତ୍କାର ପରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୧ ବର୍ଷୀୟା ବାଳିକା ତାଙ୍କ ପରିବାର…

ରାତି ଅଧରେ ଭୟଙ୍କର ଅଗ୍ନିକାଣ୍ଡ, ଦିନମଜୁରିଆ ପରିବାରର ସର୍ବସ୍ବ ପୋଡ଼ି ପାଉଁଶ

ଧୂଷୁରୀ,୨୪।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧୂଷୁରୀ ଥାନା ଅନ୍ତର୍ଗତ ବୟାଣ୍ଡିହି ପଞ୍ଚାୟତର ସଇଦଜାଫର ଗ୍ରାମରେ ଅଗ୍ନିକାଣ୍ଡ ଘଟି ଜଣେ ଦିନମଜୁରିଆ ପରିବାର ସର୍ବସ୍ବ ହରାଇଛନ୍ତି। ଗତ…

ମିଳିନି ଧାନବିକ୍ରି ଟୋକନ:ଇଚ୍ଛାମୃତ୍ୟୁ ଆବେଦନ କଲେ ଚାଷୀ

ବରଗଡ଼,୨୪।୬(ପ୍ରେମାନନ୍ଦ ଖମାରୀ): ଖରିଫ ଚାଷକାର୍ଯ୍ୟ ଆରମ୍ଭ ହୋଇଯାଇଛି। ହେଲେ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀଙ୍କୁ ଗତ ରବିରେ ଅମଳ ଧାନ ବିକ୍ରି ପାଇଁ ଟୋକନ ମିଳିପାରି…

ଗଣତନ୍ତ୍ରରେ ଭୋଟର ତାଲିକା

ଭୋଟର ତାଲିକାର ସ୍ବଚ୍ଛତା ହେଉଛି ଏକ ସୁଦୃଢ଼ ଗଣତନ୍ତ୍ରର ମାନଦଣ୍ଡ। ଭାରତୀୟ ସମ୍ବିଧାନର ଧାରା ୩୨୪(୧) ଅନୁଯାୟୀ, ଦେଶରେ ନିରପେକ୍ଷ ଏବଂ ସ୍ବଚ୍ଛ ନିର୍ବାଚନ ପରିଚାଳଣା ସହ…

ସଫଳ ସାହିତ୍ୟ ସ୍ରଷ୍ଟା

ସୃଷ୍ଟିରେ ଜଣେ ସାରସତ୍ତ୍ୱ ସାଧକ ସାହସର ସହ ସମାଜର ବାସ୍ତବ ଚିତ୍ରକୁ ପ୍ରକାଶ କରିଥାଏ। ସାହିତ୍ୟରେ ଅଙ୍ଗୀକାରବଦ୍ଧତା ରହିଲେ, ତାହା ଯାବତୀୟ ସଂଶୟ ଏବଂ ଯାବତୀୟ ବାଡ଼ଠାରୁ…

ଟଙ୍କା ଦେଣନେଣ କାରବାରରୁ ହତ୍ୟା, ଧରାପଡ଼ିଲେ ଅଭିଯୁକ୍ତ

ବରଗଡ଼,୨୪।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ କେନାଲରୁ ବାହାରିଥିବା ରେଶମ ପ୍ରଶାଖା କେନାଲ ବ୍ରିଜ୍‌ ନିକଟରୁ ରବିବାର ଜବତ ହୋଇଥିବା ମୃତ ମହିଳାଙ୍କ ମୃତ୍ୟୁ ରହସ୍ୟ ଉନ୍ମୋଚନ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri