ଓଡ଼ିଶାର ୩ଜଣଙ୍କୁ ଏନ୍‌ଏସ୍‌ଏସ୍‌ ପୁରସ୍କାର

ଭୁବନେଶ୍ୱର,୨୫।୯(ବ୍ୟୁରୋ): ୨୦୨୦-୨୧ ବର୍ଷ ପାଇଁ ଶନିବାର ଜାତୀୟ ସେବା ଯୋଜନା(ଏନ୍‌ଏସ୍‌ଏସ୍‌) ପୁରସ୍କାର ମିଳିଛି। ଶନିବାର ରାଷ୍ଟ୍ରପତି ଭବନରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତିନୋଟି ବର୍ଗରେ ଦେଶର ମୋଟ ୪୨ଜଣଙ୍କୁ ଏହି ପୁରସ୍କାର ପ୍ରଦାନ କରିଛନ୍ତି। ବିଶ୍ୱବିଦ୍ୟାଳୟ/ଯୁକ୍ତ୨ ପରିଷଦ ବର୍ଗରେ ୨ଜଣ, କାର୍ଯ୍ୟକ୍ରମ ଅଧିକାରୀ/ଏନ୍‌ଏସ୍‌ଏସ୍‌ ୟୁନିଟ୍‌ ବର୍ଗରେ ୧୦ଜଣ ଏବଂ ସ୍ବେଚ୍ଛାସେବୀ ବର୍ଗରେ ୩୦ଜଣଙ୍କୁ ପୁରସ୍କାର ମିଳିଥିବାବେଳେ ଓଡ଼ିଶାର ତିନିଜଣ ରାଷ୍ଟ୍ରପତିଙ୍କଠାରୁ ପୁରସ୍କାର ଗ୍ରହଣ କରିଛନ୍ତି। ସେମାନେ ହେଲେ କାର୍ଯ୍ୟକ୍ରମ ଅଧିକାରୀ/ଏନ୍‌ଏସ୍‌ଏସ୍‌ ୟୁନିଟ୍‌ ବର୍ଗରେ ମୟୂରଭଞ୍ଜ ଜିଲା ଆର୍‌ଡିଏସ୍‌ ଡିଗ୍ରୀ ମହାବିଦ୍ୟାଳୟର ଡ. ଦିଲୀପ କୁମାର ପାରମାଣିକ, ଏନ୍‌ଏସ୍‌ଏସ୍‌ ସ୍ବେଚ୍ଛାସେବୀ ବର୍ଗରେ ଭୁବନେଶ୍ୱରସ୍ଥିତ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନିକାଲ ଏଜୁକେଶନ ଆଣ୍ଡ୍‌ ରିସର୍ଚ୍ଚର ପ୍ରତୀକ ଦାଶ ଏବଂ ଭୁବନେଶ୍ୱରସ୍ଥିତ ସ୍କୁଲ ଅଫ୍‌ ଲ’ର ଆକାଂକ୍ଷା କବି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା: ବନ୍ଧା ହେଲେ ୱେବ ଚ୍ୟାନେଲ ସାମ୍ବାଦିକ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): ସାମ୍ବାଦିକ ଆଳରେ ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା। ଖୋର୍ଦ୍ଧା ଅବକାରୀ ବିଭାଗର ଜିଲା ମୋବାଇଲ ୟୁନିଟ ହାତରେ ଧରାପଡ଼ିଲେ ୱେବ ଚ୍ୟାନେଲ ସାମ୍ବାଦିକ...

ତହସିଲଦାରଙ୍କ ଘରୁ ମିଳିଲା ବିଡ଼ାବିଡ଼ା ଟଙ୍କା ସାଙ୍ଗକୁ ପୁଳାପୁଳା ସୁନା: ଭିଜିଲାନ୍ସର ବଡ଼ଧରଣର ରେଡ୍‌

ଭୁବନେଶ୍ୱର,୩୦।୧୨: କଟକ ବାରଙ୍ଗ ତହସିଲର ଅତିରିକ୍ତ ତହସିଲଦାର ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ହାବୁଡରେ ପଡ଼ିଛନ୍ତି। ତହସିଲଦାର ଜିତେନ୍ଦ୍ର କୁମାର ପଣ୍ଡାଙ୍କ ଘରେ ଭିଜିଲାନ୍ସ...

ପାହାଡ଼ ଉପରେ ପୂଜା ପାଉଛନ୍ତି ମା’ ବାଳକୁମାରୀ, ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଏହି ସ୍ଥାନ

ଗଞ୍ଜାମ ,୩୦।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ବ୍ରହ୍ମପୁର ଠାରୁ ୨୫ କି.ମି. ଚିକିଟିରୁ ୮ କିଲୋମିଟର ଗଲାପରେ ଧାନ ଘର ଛକ ଏବଂ ସେଠାରୁ...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ବଣଭୋଜି ନାରେ ପ୍ରଦୂଷଣ କଲେ ହେବ…

ଭୁବନେଶ୍ୱର,୩୦।୧୨: ବର୍ତ୍ତମାନ ସମୟରେ ପର୍ଯ୍ୟଟନ ଋତୁ ଚାଲୁଥିବା ବେଳେ ଅନେକ ସ୍ଥାନରେ ପର୍ଯ୍ୟଟକଙ୍କ ଗହଳି ଦେଖାଯାଉଛି । ବଣଭୋଜି କରି ମଜା ନେଉଛନ୍ତି ଲୋକେ ।...

ଖଣି ପାଇଁ ଜମି ଯିବାରୁ ଜୀବନ ହାରିଲେ ଯୁବକ, ୧୭ ଘଣ୍ଟାରୁ ଅଧିକ ସମୟ ମୃତଦେହକୁ ରଖି ବିକ୍ଷୋଭ କଲେ…

ଝାରସୁଗୁଡା, ୩୦।୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଉବୁଡା ଗ୍ରାମର ଜଣେ ୨୫ ବର୍ଷୀୟ ଯୁବକଙ୍କ ସୋମବାର ଆତ୍ମହତ୍ୟା ପରେ ସ୍ଥାନୀୟ ଅଞ୍ଚଳରେ...

ନୂଆବର୍ଷ ପାଇଁ ପୁରୀରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ପୁରୀ,୩୦।୧୨: ନୂଆବର୍ଷ ପାଳନ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଦିଆଯାଇଛି। ଶ୍ରଦ୍ଧାଳୁଙ୍କ ସୁରକ୍ଷା ଏବଂ ଶୃଙ୍ଖଳିତ ଦର୍ଶନ ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ...

ଭଦ୍ରକରେ କିନ୍ନରଙ୍କୁ ଆକ୍ରମଣ: ଚୁଟି କାଟିବା ସହ ଟଙ୍କା ସୁନା ଲୁଟ ଅଭିଯୋଗ, ଥାନାରେ ଉତ୍ତେଜନା

ଭଦ୍ରକ, ୩୦/୧୨(ସନାତନ ରାଉତ): ଭଦ୍ରକରେ ୨ ଗୋଷ୍ଠୀ କିନ୍ନରଙ୍କ ବିବାଦ ଥମିବାର ନାଁ ଧରୁନି । ଉଭୟ ଗୋଷ୍ଠୀ ମଧ୍ୟରେ ଛକା ପଞ୍ଝା ଲାଗି ରହିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri