ପୁଣି ବଢ଼ିଲା ଇଣ୍ଟରନେଟ କଟକଣା: ପହଞ୍ଚିଲେ ଉପମୁଖ୍ୟମନ୍ତ୍ରୀ

ମାଲକାନଗିରି,୧୧।୧୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଆଉ ୧୨ ଘଣ୍ଟା ବଢ଼ିଲା ଇଣ୍ଟରନେଟ କଟକଣା। ଏମ୍‌ଭି-୨୬ ଓ ରାଖେଲଗୁଡ଼ା ଗାଁ ମଧ୍ୟରେ ବିବାଦକୁ ନେଇ କଟକଣା ବୃଦ୍ଧି ହୋଇଛି।
ଅନ୍ୟପକ୍ଷେ, ମାଲକାନଗିରିରେ ଇଣ୍ଟରନେଟ କଟକଣା କେଭି ସିଂହଦେଓ। ଦୁଇ ଗୋଷ୍ଠୀ ସହ ରୁଦ୍ଧଦ୍ୱାର ବୈଠକ ଚାଲିଛି । ଯାହା ସମାଧାନ ହେବ ତାହାକୁ ନେଇ ନିଷ୍ପତ୍ତି ଦିଆଯିବ ।

ବୁଧବାର ମିଳିଥିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ। କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ ମିଳିଥିଲା କଟାମୁଣ୍ଡ । ୪ ତାରିଖରେ ମୁଣ୍ଡବିହୀନ ମୃତଦେହ ଉଦ୍ଧାର ପରେ ଗୁରୁବାର  କଟାମୁଣ୍ଡ ମିଳିଛି। ମୃତଦେହ ଠାରୁ ପ୍ରାୟ ୪୦ କିମି ଦୂରରେ ମିଳିଲା ମହିଳାଙ୍କ କଟାମୁଣ୍ଡ। ଗ୍ରାମବାସୀ ପୋଲିସକୁ ଖବର ଦେବା ପରେ କଟାମୁଣ୍ଡ ଉଦ୍ଧାର କରାଯାଇଛି। କଟାମୁଣ୍ଡ ମିଳୁ ନଥିବାରୁ ଏମ୍ଭି-୨୬ ଓ ରାଖେଲଗୁଡ଼ା ମଧ୍ୟରେ ବିବାଦ ଦେଖା ଦେଇଥିଲା।

ଅନ୍ୟପକ୍ଷେ  ଲକାନଗିରିରେ ବୁଧବାର ମଧ୍ୟ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି  ହୋଇଥିଲା । ଗୁରୁବାର ୧୨ଟା ଯାଏଁ ଇଣ୍ଟରନେଟ୍‌ କଟକଣା ବଳବତ୍ତର ରହିଥିଲା ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧ୍ୟାକରଣ ସତ୍ତ୍ୱେ କେମିତି ହେଲି ୬ଟି ଛୁଆର ବାପା? କୁକୁର ବେଶରେ ଆସି ଜନଶୁଣାଣିରେ ଏମିତି ପଚାରିଲେ…

ଭୋପାଳ,୨୦।୮: ମଧ୍ୟପ୍ରଦେଶର ଖଣ୍ଡୱାରେ ଜନଶୁଣାଣି ସମୟରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଜଣେ ବ୍ୟକ୍ତି କୁକୁରର ମୁଖା ଓ ପୋଷାକ ପିନ୍ଧି ‘କୁକୁର’ ହୋଇ କଲେକ୍ଟର…

କାର୍ଯ୍ୟକାରୀ ହେଲା ନିର୍ଦ୍ଦେଶ: ଆର୍ଯ୍ୟପଲ୍ଲୀ ତଟବର୍ତ୍ତୀ ଅଞ୍ଚଳରେ ଚାଲିଛି ପଥର ପ୍ୟାକିଂ କାର୍ଯ୍ୟ

ଛତ୍ରପୁର,୨୦ା୮(ଦିଲ୍ଲୀପ ସାମଲ): ଦିନକୁ ଦିନ ବଙ୍ଗୋପସାଗର ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ କୂଳ ଲଙ୍ଘି ଚାଲିଛି। ଏନେଇ ଆର୍ଯ୍ୟପଲ୍ଲୀ ପଞ୍ଚାୟତର ସମସ୍ତ ଗାଁ ବିପଦରେ ଥିବାବେଳେ ଲୋକେ…

ପୂର୍ବତନ ବିଧାୟକଙ୍କୁ କାମୁଡ଼ିଲା ସାପ, ବନ୍ୟା ସ୍ଥିତି ସମୀକ୍ଷା ପାଇଁ ଯାଇ…

ରାଜନଗର,୨୦।୮: ରାଜନଗରର ପୂର୍ବତନ ବିଧାୟକଙ୍କୁ କାମୁଡ଼ିଦେଲା ସାପ । ବନ୍ୟାଞ୍ଚଳ ସ୍ଥିତି ସମୀକ୍ଷା ପାଇଁ ଯାଇଥିବା ବେଳେ ଅଂଶୁମାନ ମହାନ୍ତିଙ୍କୁ ସାପ କାମୁଡ଼ି ଦେଇଥିବା ଜଣାପଡିଛି ।…

ସୁପ୍ରିମକୋର୍ଟରୁ ଆସିଲା ସାଂଘାତିକ ତଥ୍ୟ: ମୁଖ୍ୟମନ୍ତ୍ରୀ ବିଜୟ ଥଲାପତିଙ୍କ ନାଁରେ ଏତେ ଆପରାଧିକ ମାମଲା, ଶୀର୍ଷରେ…

ନୂଆଦିଲ୍ଲୀ, ୨୦।୮: ନେତାମାନଙ୍କ ବିରୋଧରେ ରହିଥିବା ଆପରାଧିକ ମାମଲାର ଶୀଘ୍ର ଶୁଣାଣି ଦାବିକୁ ନେଇ ସୁପ୍ରିମକୋର୍ଟରେ ଚାଲିଥିବା ଶୁଣାଣି ସମୟରେ ଚକିତ କରିଦେବା ଭଳି ତଥ୍ୟ ସାମ୍ନାକୁ…

ବନ୍ୟାସ୍ରୋତରେ ଭାସିଗଲେ ଯୁବକ, ବହୁ ସମୟ ଧରି ଖୋଜାଖୋଜି ପରେ ବି…

ପଟ୍ଟାମୁଣ୍ଡାଇ,୨୦ା୮(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ପେଣ୍ଠପାଳ ପଞ୍ଚାୟତ ନାହିଆ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ବନ୍ୟାପାଣିର ପ୍ରବଳ ସ୍ରୋତରେ ଭାସିଯାଇ…

୨୦ରୁ ୨୨ଅଗଷ୍ଟ ଯାଏ ସବୁ ସ୍କୁଲ-କଲେଜ ବନ୍ଦ; ରାଜ୍ୟପାଳ ଜାରି କଲେ ନିର୍ଦ୍ଦେଶ, ଜାଣନ୍ତୁ କାହିଁକି…

୨୦ ରୁ ୨୨ ଅଗଷ୍ଟ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ, ଯାହାକୁ ନେଇ ଶିକ୍ଷା ବିଭାଗ ପକ୍ଷରୁ ଆନୁଷ୍ଠାନିକ ନିର୍ଦ୍ଦେଶ ଜାରି କରାଯାଇଛି। ଶିକ୍ଷା ବିଭାଗ…

ଶନିଙ୍କ ଚଳନରେ ମାଲାମାଲ ହେବେ ୪ ରାଶି: ଅଚାନକ ବଦଳିଯିବ ଭାଗ୍ୟ, ହେବ ଧନବର୍ଷା

ବୈଦିକ ଜ୍ୟୋତିଷରେ ଶନିଦେବଙ୍କ ଚଳନ ଓ ନକ୍ଷତ୍ର ପରିବର୍ତ୍ତନକୁ ବିଶେଷ ମହତ୍ତ୍ୱ ଦିଆଯାଏ। ଶନି ରାଶି କିମ୍ବା ନକ୍ଷତ୍ର ପରିବର୍ତ୍ତନ କଲେ ଏହାର ପ୍ରଭାବ ସମସ୍ତ ୧୨ଟି…

ବଲାଙ୍ଗୀରରେ ଚାଞ୍ଚଲ୍ୟ; ଯୁବକଙ୍କ ମୁଣ୍ଡ କାଟି ପୋଖରୀରେ ଫିଙ୍ଗିଦେଲେ

ବଲାଙ୍ଗୀର,୨୦।୮( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଦେଓଗାଁ ଥାନା ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଗଡା ଗ୍ରାମ ସ୍କୁଲ ନିକଟରେ ଏକ ପୋଖରୀରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri