Posted inଫୁରସତ

କଣ୍ଟାଳିଆ ଫଳରୁ ପ୍ରସ୍ତୁତ ଆଣ୍ଟି ବ୍ୟାକ୍ଟେରିଆଲ ବ୍ୟାଣ୍ଡେଜ୍‌, ନିମିଷକରେ ଭଲ ହେବ ଏସବୁ

ସିଙ୍ଗାପୁର,୨୭।୩: ସିଙ୍ଗାପୁରର ବୈଜ୍ଞାନିକମାନେ ପଣସ ପରି ଦେଖାଯାଉଥିବା ଏକ କଣ୍ଟାଳିଆ ଫଳରୁ ଆଣ୍ଟି ବ୍ୟାକ୍ଟେରିଆଲ ଜେଲ୍‌ର ବ୍ୟାଣ୍ଡେଜ ପ୍ରସ୍ତୁତ କରିଛନ୍ତି। ଏହି ବ୍ୟାଣ୍ଡେଜ ଲଗାଇଲେ ବ୍ୟାକ୍ଟେରିଆଲ ଇନ୍‌ଫେକ୍ସନ, କଟା, ପୋଡ଼ା, ଦରଜ ଆଦି ଖୁବ୍‌ ଶୀଘ୍ର ଭଲ ହୋଇଯିବ। ଏହି ଫଳର ନାଁ ଡ୍ୟୁରିଆନ ହସ୍କ। ଯାହାକୁ ଦକ୍ଷିଣପୂର୍ବର ଏସିଆରେ ‘ଫଳମାନଙ୍କର ରାଜା’ କୁହାଯାଏ। ଏହା ବାହାରୁ ଦୁର୍ଗନ୍ଧ ହେଲେ ମଧ୍ୟ ବହୁ ଉପକାରୀ।

ୟୁନିଭର୍ସିଟିର ଫୁଡ୍‌ ସାଇନ୍ସ ଏବଂ ଟେକ୍ନୋଲୋଜି ପ୍ରୋଗ୍ରାମର ନିର୍ଦ୍ଦେଶକ ତଥା ପ୍ରଫେସର ବିଲିୟମ ଚେନ୍‌ କହିଛନ୍ତି, ଏହି ଜେଲ୍‌ ସ୍ବତନ୍ତ୍ର ଧରଣର। ଏଥିରେ ଅର୍ଗାନିକ୍‌ ମଲିକ୍ୟୁଲ୍ସ ରହିଛି। ଫଳରେ ଏହା ବ୍ୟାକ୍ଟେରିଆ ପାଇଁ ଘାତକ ହୋଇଥାଏ।

ଖାଲି ଏତିକି ନୁହେଁ, ଘା’ ହୋଇଥିଲେ ଏହି କଣ୍ଟାଫଳର ଜେଲ୍‌ ଲଗାଇଲେ ତୁରନ୍ତ ଉପଶମ ମିଳିଥାଏ। ତ୍ୱଚା ନରମ ରହେ।


Enter your email to get our daily news in your inbox.

All Right Reserved By Dharitri.Com

୪ ବିଧାୟକଙ୍କ କଟିଲା ଟିକେଟ୍‌: ୬ରୁ ୫ ନୂଆମୁହଁ

ଭୁବନେଶ୍ୱର,୨୨।୪: ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ କରିଛି। ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଘୋଷଣା ହୋଇଥିବା...

ଶିବେଇ ସାମନ୍ତରାଙ୍କ ଚତୁରତା ଲୋକମୁଖରେ ଭିନ୍ନ ରୂପ ନେଲା

ଚୁମ୍ବକଶିଳା ବସାଯିବା ପରେ ତିନିଥର ବିଫଳ ହୋଇଥିବା କାର୍ଯ୍ୟ ସଫଳ ହୋଇଥିଲା। ସହସ୍ର ମଲ୍ଲ ସେଇ ଖୁସିରେ ପୁରସ୍କାର ଘୋଷଣା କରିଥିଲେ। ଧର୍ମପଦ ମନ୍ଦିର ଶିଖରରୁ...

ଜାଣନ୍ତୁ ବିଶ୍ୱ ପୁସ୍ତକ, କପିରାଇଟ୍‌ ଦିବସର ଇତିହାସ…

ପ୍ରତିବର୍ଷ ଏପ୍ରିଲ ୨୩ରେ ବିଶ୍ୱ ପୁସ୍ତକ ଏବଂ କପିରାଇଟ୍‌ ଦିବସ ପାଳନ କରାଯାଇଥାଏ। ସମୟ ବଦଳିବା ସହିତ କମ୍ପ୍ୟୁଟର ଏବଂ ଇଣ୍ଟରନେଟ୍‌ ବର୍ତ୍ତମାନ ପୁସ୍ତକ ବି...

୨୪ ଘଣ୍ଟାରେ ୨୬୦୦୦ ବସ୍‌ ଉଠ୍‌ ହୋଇ ଗିନିଜ ଓ୍ବାର୍ଲଡ ରେକର୍ଡ

ପିଲାଦିନେ ସ୍କୁଲରେ ପାଠ ପଢି ନ ଥିଲେ ଦଣ୍ଡ ଆକାରରେ ସାର୍‌ କହୁଥିଲେ ବସ୍‌ ଉଠ୍‌ ହେବା ପାଇଁ। ୩୦ ଥର ବସ୍‌ ଉଠ୍‌ ହେଲା...

ଉଛୁଳା ଭକ୍ତିର ଅନ୍ତରାଳେ….

ମା’ଛେଉଣ୍ଡ ମାଧବ ବାବୁ ଭଦ୍ରଲୋକରେ ଗଣାହେଲେ, ଯେବେଠୁଁ କଷ୍ଟକରି ଉଚ୍ଚଶିକ୍ଷା ଲାଭ କଲା ପରେ ଉଚ୍ଚ ପଦବୀଯୁକ୍ତ ଚାକିରି ପାଇଲେ। ତାଙ୍କର ସବୁଗୁଣ ଭଲ l...

ନିମାପଡ଼ାର ‘ମାଇପି ମେଳା’

ଗୁହାରିଆ ପଡ଼ିଲେ ମାନସିକ ପୂରଣ ହୋଇଥାଏ l ଅନ୍ଧବିଶ୍ୱାସ ହେଉ କି ବିଶ୍ୱାସ, ଏଭଳି ଏକ ପ୍ରଥା କିନ୍ତୁ ପ୍ରଚଳିତ ହୋଇଆସୁଅଛି କାହିଁ କେବେଠୁ। ପୁରାଣ...

ପ୍ରଥମ ରୋଜଗାର ବୋଉକୁ ଦେଇଥିଲି: ଲଳିତ କୁମାର

ମୋର ଜନ୍ମ ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ନନ୍ଦଳା ଗ୍ରାମରେ। ମାତା ପାର୍ବତୀ ସ୍ବାଇଁ ଓ ପିତା ଭିକାରୀ ସ୍ବାଇଁଙ୍କର ତିନିପୁଅଙ୍କ ଭିତରେ ମୁଁ...

‘ଆଉ ଥରେ ଜନ୍ମ ହେଲେ କବିଟିଏ ହୋଇ ଜନ୍ମ ହେବି’

ଏକାଧାରରେ ସେ ଜଣେ କବି, ଗାଳ୍ପିକ ଓ ନାଟ୍ୟକାର। ଦୀର୍ଘ ୪ଦଶନ୍ଧି ଧରି ତାଙ୍କ ଲେଖନୀ ମୁନରେ ଫୁଟେଇଛନ୍ତି ଏକାଧିକ ଗଳ୍ପ, କବିତା ଓ ନାଟକ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri