ଏନଟିପିସି ଦର୍ଲିପାଲିକୁ ମିଳିଲା ପର୍ଯ୍ୟାବରଣ ଉତ୍କର୍ଷତା ପୁରସ୍କାର

ସୁନ୍ଦରଗଡ,୧୫।୩(ଡି.ଏନ.ଏ): ଥର୍ମାଲ ପାଓ୍ବାର କ୍ଷେତ୍ରରେ ପର୍ଯ୍ୟାବରଣ ଉତ୍କର୍ଷତା ପାଇଁ ଏନଟିପିସି ଦର୍ଲିପାଲି ସୁପର ଥର୍ମାଲ ପାଓ୍ବାର ଷ୍ଟେଶନ ((୨×୮୦୦)କୁ ଆପେକ୍ସ ଇଣ୍ଡିଆ ଗ୍ରୀନ ଲିଫ ଆଓ୍ବାର୍ଡ-୨୦୨୨ର ଗୋଲ୍ଡ ଆଓ୍ବାର୍ଡରେ ସମ୍ମାନିତ କରାଯାଇଛି। ଏହି ସମ୍ମାନଜନକ ପୁରସ୍କାର ଏନଟିପିସି ଦର୍ଲିପାଲିକୁ ଆସନ୍ତା ୧୧ ଅପ୍ରେଲ ୨୦୨୩ରେ ହେବାକୁ ଥିବା ଏସଏଚଏଣ୍ଡଇ ୨୦୨୨ ଆପେକ୍ସ ଇଣ୍ଡିଆ ସମ୍ମିଳନୀରେ ପ୍ରଦାନ କରାଯିବ। ଏହି ସମ୍ମିଳନୀରେ ଭାରତ ସମେତ ଅନ୍ୟ ଦେଶର ପ୍ରତିଷ୍ଠିତ ବକ୍ତା ଯୋଗଦେବେ ଏବଂ ପରିବେଶ ପରିଚାଳନା, ସୁରକ୍ଷା ପରିଚାଳନା ଓ ବର୍ଜ୍ୟବସ୍ତୁ ପରିଚାଳନା ଆଦି ବିଷୟରେ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୨.୧୯ ଲକ୍ଷ ଟଙ୍କା ହଡ଼ପ ଅଭିଯୋଗ, ପୂର୍ବତନ PACS ସମ୍ପାଦକଙ୍କୁ ଗିରଫ କଲା ଭିଜିଲାନ୍ସ

ବଲାଙ୍ଗୀର,୭ା୮(ସୁନିଲ କୁମାର ମହାନ୍ତି): ପ୍ରାଥମିକ କୃଷି ସମବାୟ ସମିତି (PACS)ଗୁଡ଼ିକରେ ଆର୍ଥିକ ଅନିୟମିତତା ବିରୋଧରେ ବଡ଼ ଧରଣର ପଦକ୍ଷେପ ନେଇଛି ଓଡ଼ିଶା ଭିଜିଲାନ୍ସ । ବଲାଙ୍ଗୀର ଜିଲା…

ଓ୍ବାଇ.ବି. ଖୁରାନିଆଙ୍କ ପରେ କିଏ ହେବେ ପୋଲିସ ମୁଖିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୭।୮(ତ୍ରିନାଥ ମହାନ୍ତି):ପୋଲିସ ଡିଜି ଯୋଗେଶ ବାହାଦୁର ଖୁରାନିଆ ଆସନ୍ତା ୧୬ ତାରିଖରେ ଅବସର ନେବେ। ତାଙ୍କ ପରେ କିଏ ହେବ ପରବର୍ତ୍ତୀ ଡିଜିପି ତାହାକୁ ନେଇ କଳ୍ପନାଜଳ୍ପନା…

ପ୍ରତିବାଦର ପଦଧ୍ୱନି

ସିଜେପି- କକ୍‌ରୋଚ୍‌ ଜନତା ପାର୍ଟି। ନଁା ନ ଥିଲା କି ଗନ୍ଧ ନ ଥିଲା। ଏହା କୌଣସି ରାଜନୈତିକ ଦଳ ବି ନୁହେଁ। ଜଷ୍ଟିସ୍‌ ସୂର୍ଯ୍ୟକାନ୍ତ ଯୁବ…

ନୂତନ ଫାଣ୍ଡିଧିକାରୀଙ୍କ ଯୋଗଦାନ: ଆସୁ ଆସୁ ନେଲେ ବଡ଼ ପଦକ୍ଷେପ

ରିଷିଡା, ୭।୮ (ସୁଶାନ୍ତ ମଲ୍ଲିକ) : କର୍ଲାମୁଣ୍ଡା ବ୍ଲକ ରିଷିଡା ଫାଣ୍ଡିରେ ନୂତନ ଫାଣ୍ଡଧିକାରୀ ଭାବେ ମକରଧ୍ୱଜ ବିଷୋୟୀ ଯୋଗଦେଇଛନ୍ତି । ଏହା ପୂର୍ବରୁ ସେ ଜୁନାଗଡ…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଆକ୍ରମଣ – ପ୍ରତି ଆକ୍ରମଣ ଘଟଣା: ଉଭୟ ପକ୍ଷର ୨ ଅଭିଯୁକ୍ତ ସୂର୍ଯ୍ୟ, ରଘୁନାଥଙ୍କୁ …

ଦିଗପହଣ୍ଡି,୭।୮(ଅଶେଷ ନାଥ ମିଶ୍ର) : ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଆକ୍ରମଣ – ପ୍ରତି ଆକ୍ରମଣ ଘଟଣାରେ ସମ୍ପୃକ୍ତ ସାନଖେମୁଣ୍ଡି ବ୍ଳକ ପଳାସପୁର ନିକଟ ରତ୍ନମଣିପୁର ଗ୍ରାମର…

କୋର୍ଟ ସମ୍ମୁଖରେ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ: ୩ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବରଗଡ଼,୭।୮(ପ୍ରେମାନନ୍ଦ ଖମାର):ବରଗଡ଼ କୋର୍ଟ ସମ୍ମୁଖରେ ଗୁରୁବାର ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ମୁଣ୍ଡରେ ଗଭୀର ଆଘାତ ଲାଗିଥିବାରୁ ସହରାଞ୍ଚଳ ଗୋଷ୍ଠୀ…

ବୃଦ୍ଧଙ୍କୁ ୭ ମାସ ହେଲା ମିଳିନି ଭତ୍ତା; ଥାନାରେ ଦେଲେ ଏତଲା, ତା’ପରେ…

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମର କନ୍ତାରୁ ବକ୍ସି(୮୩) ନାମକ ଜଣେ ବୃଦ୍ଧଙ୍କୁ ଗତ ୭ ମାସ ହେଲା ଭତ୍ତା ଟଙ୍କା…

ପ୍ରଦୂଷଣର ହେଉନି ସ୍ଥାୟୀ ପ୍ରତିକାର: ୭ଦିନରେ ୯ହୋଟେଲକୁ ନୋଟିସ

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଦୂଷଣ ବଢ଼ି ଚାଲିଛି। ସହର ରାସ୍ତାକଡ଼ଠାରୁ ଆରମ୍ଭ କରି ନାଳ ନର୍ଦ୍ଦମା, କେନାଲ ଯେଉଁଆଡ଼େ ଦେଖିଲେ ପଡ଼ି ରହିଛି କୁଢ଼କୁଢ଼ ମଇଳା ଆବର୍ଜନା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri