ଏନ୍‌ଟିପିସିର ନେଟ୍‌ ପ୍ରଫିଟ ୪,୬୨୬ କୋଟି ଟଙ୍କା

ଦେଶର ପ୍ରମୁଖ ପବ୍ଲିକ ସେକ୍ଟର ବିଦ୍ୟୁତ ଉତ୍ପାଦନ କମ୍ପାନୀ ଏନଟିପିସିର ତୃତୀୟ କ୍ୱାର୍ଟରରେ ନେଟ ପ୍ରଫିଟ ୧୯% ବୃଦ୍ଧି ପାଇ ୪, ୬୨୬.୧୧ କୋଟି ଟଙ୍କାରେ ପହଞ୍ଚିଛ। କମ୍ପାନୀ ପକ୍ଷରୁ ବିଏସଇକୁ ପ୍ରଦାନ କରାଯାଇଥିବା ସୂଚନା ଅନୁସାରେ ଅକ୍ଟୋବରରୁ ଡିସେମ୍ବର ୨୦୨୦ରେ କମ୍ପାନୀ ନେଟ ପ୍ରଫିଟ ୩,୮୭୬.୩୬କୋଟି ଟଙ୍କା ରହିଛି। ଫଳରେ ଏହି ସମୟ ମଧ୍ୟରେ କମ୍ପାନୀର ମୋଟ ଆୟ ୩୩,୭୮୩.୬୨ କୋଟି ଟଙ୍କା ରହିଥିବା ଜଣାପଡିଛି। ଗତବର୍ଷ ସମାନ ଅବଧି ମଧ୍ୟରେ ଏହା ୨୮,୩୮୭.୨୭ ଟଙ୍କାରେ ଥିଲା। ନିକଟରେ ଅନୁଷ୍ଟିତ କମ୍ପାନୀର ନିର୍ଦ୍ଦେଶକ ମଣ୍ଡଳୀ ବୈଠକରେ କ୍ବାର୍ଟର ଫଳାଫଳକୁ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଙ୍କ ସହ ସୂଚନା ବିନିମୟ କରିବ ଆୟକର ବିଭାଗ

ନୂଆଦିଲ୍ଲୀ,୨।୯: ଆୟକର ବିଭାଗ ପକ୍ଷରୁ ବ୍ୟାଙ୍କଗୁଡିକ ସହ ସୂଚନା ବିନିୟମ ହୋଇ ପାରିବ। ଟିଡିଏସ୍‌ କ୍ଷେତ୍ରରେ ରହୁଥିବା ବିଭିନ୍ନ ସମସ୍ୟା ସମାଧାନ କରିବା ଲାଗି ଏଭଳି...

ନିବେଶକଙ୍କ ୨.୮୭ଲକ୍ଷ କୋଟି ଲାଭ

ମୁମ୍ବାଇ,୨୪-୫: ଏନ୍‌ଡିଏ ସରକାର ପୁନର୍ବାର କ୍ଷମତାକୁ ଫେରିବା ଖୁସିରେ ଗୁରୁବାର ପୂର୍ବାହ୍ନରେ ଷ୍ଟକ୍‌ ମାର୍କେଟରେ ସେନ୍‌ସେକ୍ସ ୪୦ ହଜାର ଏବଂ ନିଫ୍ଟି ୧୨ ହଜାର ପଏଣ୍ଟ...

ଆଉ ୬ ଦେଶକୁ ଡାକ ବିଭାଗର ସ୍ପିଡ ପୋଷ୍ଟ ସେବା

ନୂଆଦିଲ୍ଲୀ,୧୯-୯: ଭାରତୀୟ ଡାକ ବିଭାଗ ପକ୍ଷରୁ ଆଉ ୬ ଦେଶକୁ ସ୍ପିଡ ପୋଷ୍ଟ ସେବା ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏସିଆ, ୟୁରୋପ ଏବଂ ଦକ୍ଷିଣ...

୧୦୫୦ କୋଟିରେ ବିଗ୍‌ ଏଫ୍‌ଏମ୍‌କୁ ବିକିବେ ଅନିଲ ଅମ୍ବାନୀ

ମୁମ୍ବାଇ,୨୮-୫: ଋଣରେ ବୁଡ଼ି ରହିଥିବା ଉଦ୍ୟୋଗପତି ଅନିଲ ଅମ୍ବାନୀ ବିଗ ଏଫ୍‌ଏମ୍‌ ଚଳାଉଥିବା ରିଲାଏନ୍ସ ବ୍ରଡ୍‌କାଷ୍ଟ ନେଟ୍‌ଓ୍ବର୍କ(ଆର୍‌ବିଏନ୍‌)କୁ ବିକ୍ରି କରିଦେବେ। ପ୍ରାୟ ୧୦୫୦ କୋଟି ଟଙ୍କାରେ...

ପର୍ଯ୍ୟାପ୍ତ ନୁହେଁ ପ୍ରୋତ୍ସାହନ ପ୍ୟାକେଜ

ନୂଆଦିଲ୍ଲୀ, ୨୯।୭:  ଅର୍ଥ ବ୍ୟବସ୍ଥା କରୋନା ମହାମାରୀ ଯୋଗୁ ସଙ୍କଟ ସ୍ଥିତି ଦେଇ ଗତି କରୁଛି। ଗତ ଆର୍ଥତ୍କ ବର୍ଷରେ ଦେଶର ମୋଟ ଘରୋଇ ଉତ୍ପାଦ (ଜିଡିପି)-୭.୩%...

ବନ୍ୟା, ଭୂମିକମ୍ପ ପାଇଁ ଅଲଗା ହେବ ଗାଡ଼ି ବୀମା ପଲିସି

ନୂଆଦିଲ୍ଲୀ,୨୪।୬: ସାଧାରଣ ବୀମା କମ୍ପାନୀ ଭୂମିକମ୍ପ, ବନ୍ୟା ଭଳି ପ୍ରାକୃତିକ ବିପର୍ଯ୍ୟୟ, ଭଙ୍ଗାରୁଜା ଏବଂ ଦଙ୍ଗା ଭଳି ଘଟଣା ଲାଗି ଏଣିକି ଗାଡ଼ି ଲାଗି ସ୍ବତନ୍ତ୍ର ବାର୍ଷିକ...

ଇଣ୍ଡିଗୋର ନିୟନ୍ତ୍ରଣ ପାଇଁ ଦୁଇ ପ୍ରମୋଟରଙ୍କ ମଧ୍ୟରେ ଲଢ଼େଇ

ନୂଆଦିଲ୍ଲୀ,୧୭-୫: ଜେଟ୍‌ ଏୟାରଓ୍ବେଜ୍‌ ପରେ ବେସାମରିକ ବିମାନ ଚଳାଚଳ ସେକ୍ଟରର ଦୁର୍ଦ୍ଦିନ ବଢ଼ିବାରେ ଲାଗିଛି। ଦେଶର ସବୁଠାରୁ ସଫଳ ଏବଂ ଲାଭଜନକ ଏୟାରଲାଇନ୍ସ କୁହାଯାଉଥିବା ଇଣ୍ଡିଗୋର...

ଭର୍ଚୁଆଲ କରେନ୍ସି ବିଟ୍‌କଏନ ଏବେ ଏଲ୍‌ ସାଲଭେଡରରେ ହେବ ଲାଗୁ…

ସାନ୍‌ ସାଲଭେଡର, ୯।୬: ସେଣ୍ଟ୍ରାଲ ଆମେରିକାର ଦେଶ ଏଲ ସାଲଭେଡର ଭର୍ଚୁଆଲ କରେନ୍ସି ବିଟ୍‌କଏନ ବୈଧ କରିବାକୁ ଯୋଜନା ହୋଇଛି। ପୂର୍ବରୁ ରାଷ୍ଟ୍ରପତି ନାଏବ ବୁକେଲେ...

Advertisement
Archives

Model This Week