ଏନ୍‌ଟିପିସିର ନେଟ୍‌ ପ୍ରଫିଟ ୪,୬୨୬ କୋଟି ଟଙ୍କା

ଦେଶର ପ୍ରମୁଖ ପବ୍ଲିକ ସେକ୍ଟର ବିଦ୍ୟୁତ ଉତ୍ପାଦନ କମ୍ପାନୀ ଏନଟିପିସିର ତୃତୀୟ କ୍ୱାର୍ଟରରେ ନେଟ ପ୍ରଫିଟ ୧୯% ବୃଦ୍ଧି ପାଇ ୪, ୬୨୬.୧୧ କୋଟି ଟଙ୍କାରେ ପହଞ୍ଚିଛ। କମ୍ପାନୀ ପକ୍ଷରୁ ବିଏସଇକୁ ପ୍ରଦାନ କରାଯାଇଥିବା ସୂଚନା ଅନୁସାରେ ଅକ୍ଟୋବରରୁ ଡିସେମ୍ବର ୨୦୨୦ରେ କମ୍ପାନୀ ନେଟ ପ୍ରଫିଟ ୩,୮୭୬.୩୬କୋଟି ଟଙ୍କା ରହିଛି। ଫଳରେ ଏହି ସମୟ ମଧ୍ୟରେ କମ୍ପାନୀର ମୋଟ ଆୟ ୩୩,୭୮୩.୬୨ କୋଟି ଟଙ୍କା ରହିଥିବା ଜଣାପଡିଛି। ଗତବର୍ଷ ସମାନ ଅବଧି ମଧ୍ୟରେ ଏହା ୨୮,୩୮୭.୨୭ ଟଙ୍କାରେ ଥିଲା। ନିକଟରେ ଅନୁଷ୍ଟିତ କମ୍ପାନୀର ନିର୍ଦ୍ଦେଶକ ମଣ୍ଡଳୀ ବୈଠକରେ କ୍ବାର୍ଟର ଫଳାଫଳକୁ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶରତ ସାହୁଙ୍କୁ ସମ୍ବର୍ଦ୍ଧନା

ଭୁବନେଶ୍ୱର,୫।୧୨: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବିଶ୍ୱପ୍ରସିଦ୍ଧ କଟକ ବାଲିଯାତ୍ରାର ମୁଖ୍ୟ ପ୍ରାୟୋଜକ ‘ରୁଚି ମସଲା’କୁ ବାଲିଯାତ୍ରା ଆୟୋଜନ ସମିତି ତଥା କଟକ ଜିଲା...

କ୍ରସ୍‌ ପକ୍ଷରୁ ଡିଆର୍‌ଏଚ୍‌ପି ଦାଖଲ

ଭୁବନେଶ୍ୱର,୫।୧୨: ଭାରତୀୟ ପ୍ରତିଭୂତି ଓ ବିନିମୟ ବୋର୍ଡ (ସେବି) ନିକଟରେ କ୍ରସ୍‌ ଲିମିଟେଡ୍‌ ପକ୍ଷରୁ ଡ୍ରାଫ୍‌ଟ ରେଡ୍‌ ହେରିଂ ପ୍ରସ୍‌ପେକ୍ଟସ୍‌ (ଡିଆର୍‌ଏଚ୍‌ପି) ଦାଖଲ କରାଯାଇଛି। ବିଶେଷକରି...

ରେକର୍ଡ ସ୍ତରରେ ନିଫ୍ଟିର କାରବାର

ଭୁବନେଶ୍ୱର,୫।୧୨: ଗତ କିଛି ସପ୍ତାହ ହେବ ଦଲାଲ ଷ୍ଟ୍ରିଟରେ ଉତ୍ସାହ ରହିଛି। ଫଳରେ ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବଢାଇପାରିଛନ୍ତି। ଏପରିକି ନ୍ୟାଶନାଲ ଷ୍ଟକ ଏକ୍ସଚେଞ୍ଜ (ଏନଏସଇ)...

ବିଓବିର ନୂତନ ଉତ୍ପାଦ

ଭୁବନେଶ୍ୱର,୫।୧୨: ବ୍ୟାଙ୍କ ଅଫ୍‌ ବରୋଦା (ବିଓବି) ର ନୂତନ ଉତ୍ପାଦ ‘ବିଓବି ପରିବାର ଆକାଉଣ୍ଟ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ବିଓବିର ସେଭିଙ୍ଗ୍‌ସ ଓ...

କର୍ମକ୍ଷେତ୍ର ଗଠନକୁ ବେଦାନ୍ତର ଗୁରୁତ୍ୱ

ଭୁବନେଶ୍ୱର,୫।୧୨ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ବେଦାନ୍ତ ଗ୍ରୁପର ଅଗ୍ରଣୀ କମ୍ପାନୀ ବେଦାନ୍ତ ଆଲୁମିନିୟମ ପକ୍ଷରୁ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ନିକଟରେ ପାଳିତ...

ଏଆଇଇଟିର ଦିନିକିଆ କର୍ମଶାଳା

ଭୁବନେଶ୍ୱର,୫।୧୨: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ଆରିଆନ୍‌ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି (ଏଆଇଇଟି) ଭୁବନେଶ୍ୱର ପକ୍ଷରୁ ଜାତୀୟ ପ୍ରଦୂଷଣ ନିୟନ୍ତ୍ରଣ ଦିବସ ପାଳିତ ହୋଇଯାଇଛି।...

ପହିଲାରୁ ବଢ଼ିବ ୪ ଚକିଆ ଯାନ ଦର

ଭୁବନେଶ୍ୱର,୫।୧୨: ଦେଶର ପ୍ରମୁଖ ୪ଚକିଆ ଯାନ ନିର୍ମାତା ଓ ଅଟୋମୋବାଇଲ୍ସ କମ୍ପାନୀଗୁଡିକ ୨୦୨୪ ଜାନୁୟାରୀରୁ ନୂଆ ଦର ଲାଗୁ କରିବେ ବୋଲି ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା...

କର୍ମଚାରୀଙ୍କ ଦରମା ଦେବା ପାଇଁ ଘର ବନ୍ଧା ପକାଇଲେ ବାଇଜୁ ରାଭେନ୍ଦ୍ରନ୍

ମୁମ୍ବାଇ,୪ା୧୨: ଆର୍ଥିକ ସଙ୍କଟ ମଧ୍ୟରେ ଥିବା ଭାରତୀୟ ଏଡୁଟେକ୍ ବାଇଜୁ ପ୍ରତିଷ୍ଠାତା ବାଇଜୁ ରାଭେନ୍ଦ୍ରନ୍ ବଡ଼ ନିଷ୍ପତ୍ତି ନେଇଛନ୍ତି। କର୍ମଚାରୀଙ୍କ ଦରମା ଦେବା ପାଇଁ ବାଇଜୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri