ଏନ୍‌ଟିପିସି ଭାରତର ଶ୍ରେଷ୍ଠ ନିଯୁକ୍ତିଦାତା

ଭୁବନେଶ୍ୱର: ଦେଶର ଅଗ୍ରଣୀ ନବରତ୍ନ କମ୍ପାନୀ ନ୍ୟାଶନାଲ ଥର୍ମାଲ ପାୱାର କର୍ପୋରେଶନ(ଏନ୍‌ଟିପିସି)କୁ ପ୍ରଥମ ଥର ପାଇଁ ୨୦୨୧-ରାଷ୍ଟ୍ର ନିର୍ମାତାଙ୍କ ମଧ୍ୟରେ ସର୍ବଶ୍ରେଷ୍ଠ ନିଯୁକ୍ତିଦାତାର ସମ୍ମାନ ମିଳିଛି। ସେହିଭଳି ଗ୍ରେଟ୍‌ ପ୍ଲେସ୍‌ ଟୁ ୱାର୍କ ଇନ୍‌ଷ୍ଟିଚ୍ୟୁଟ୍‌ ଦ୍ୱାରା କ୍ରମାଗତ ୧୫ ବର୍ଷ କାର୍ଯ୍ୟ ଲାଗି ଶ୍ରେଷ୍ଠ କାର୍ଯ୍ୟସ୍ଥଳର ମାନ୍ୟତା ମଧ୍ୟ ମିଳିଛି। ଭାରତରେ ଏନ୍‌ଟିପିସି ଏକମାତ୍ର ପିଏସ୍‌ୟୁ ଯାହା ଦେଶର ଶ୍ରେଷ୍ଠ କାର୍ଯ୍ୟସ୍ଥଳ ଭାବେ ଲଗାତର ସମ୍ମାନିତ ହୋଇଆସୁଛି। ୫୦ଟି ସଂସ୍ଥାରୁ ଏନ୍‌ଟିପିସି ଚଳିତବର୍ଷ ୩୮ ତମ ଶୀର୍ଷ ସ୍ଥାନରେ ରହିଛି। ସେହିପରି ଚଳିତବର୍ଷ ଏନ୍‌ଟିପିସି ଭାରତରେ ଶ୍ରେଷ୍ଠ ନିଯୁକ୍ତିଦାତା ସମ୍ମାନ ଲାଗି ମଧ୍ୟ ମନୋନୀତ ହୋଇଛି। ଜିପିଟିଡବ୍ଲ୍ୟୁଙ୍କ ସର୍ବଶ୍ରେଷ୍ଠ କାର୍ଯ୍ୟସ୍ଥଳ ସୂଚୀକୁ ପ୍ରତିବର୍ଷ ଉନ୍ନିତ ହେବା ସଂସ୍ଥାର କାର୍ମିକ ପ୍ରଥା ଓ ଦୃଷ୍ଟିକୋଣର ଏକ ପ୍ରମାଣ ବୋଲି କେନ୍ଦ୍ର ଶକ୍ତି ମନ୍ତ୍ରଣାଳୟ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ମଧ୍ୟରେ ବଡ଼ ଆଶ୍ୱସ୍ତି: କମିଲା ଚିନି ଦର, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୩୧।୮: ବଢ଼ୁଥିବା ମହଙ୍ଗା ମଧ୍ୟରେ ଚିନି ଦରକୁ ନେଇ ଚିନ୍ତିତ ଥିବା ଲୋକଙ୍କ ପାଇଁ ଆସିଛି ଆଶ୍ୱସ୍ତିର ଖବର। ମିଲ୍‌ରୁ ବାହାରୁଥିବା ଚିନିର ଦାମ ଅର୍ଥାତ୍‌…

ଦୌଡୁଛି ଭାରତୀୟ ଅର୍ଥନୀତି: ପ୍ରଥମ ତ୍ରୈମାସିକରେ GDP ଅଭିବୃଦ୍ଧି ଆଶ୍ଚର୍ଯ୍ୟଜନକ

ନୂଆଦିଲ୍ଲୀ,୩୧।୮: ଆମେରିକା-ଇରାନ ବିବାଦରୁ ସୃଷ୍ଟି ହୋଇଥିବା ବିଶ୍ୱ ଉତ୍ତେଜନା ମଧ୍ୟରେ ଭାରତୀୟ ଅର୍ଥନୀତି ପ୍ରଭାବଶାଳୀ ପ୍ରଦର୍ଶନ କରିଛି। ୨୦୨୭ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକରେ ଭାରତର GDP…

ପେନଶନ ବନ୍ଦ ଚର୍ଚ୍ଚା ଭିତରେ ଆସିଲା ଅପଡେଟ୍‌; ରିଟାୟର୍ଡ କର୍ମଚାରୀଙ୍କ ପାଇଁ ବଡ଼ ଖବର

ନୂଆଦିଲ୍‌ୀ,୩୦।୮: ୮ମ ବେତନ ଆୟୋଗ (8th Pay Commission) କୁ ନେଇ ସୋସିଆଲ ମିଡିଆରେ ଚାଲିଥିବା ଏକ ଖବର କେନ୍ଦ୍ରୀୟ କର୍ମଚାରୀ ଏବଂ ପେନ୍ସନ୍ଭୋଗୀଙ୍କ ଚିନ୍ତା ବଢ଼ାଇ…

୧ ସେପ୍ଟେମ୍ୱରରୁ ବଦଳିଯିବ LPG ଗ୍ୟାସ ସିଲିଣ୍ଡରର ୭ ବଡ଼ ନିୟମ! Indane, HP ଓ Bharat Gas ଗ୍ରାହକ ସାବଧାନ; କଟିଯିବ ଗ୍ୟାସ କନେକ୍ସନ…

ନୂଆଦିଲ୍ଲୀ,୨୯।୮: ମାସର ପ୍ରଥମ ଦିନ ରୋଷେଇ ଏବଂ ପକେଟ ବଜେଟ ପାଇଁ ବହୁତ ଖାସ ହୋଇଥାଏ। ୧ ସେପ୍ଟେମ୍ୱର ୨୦୨୬ ରୁ ଏଲପିଜି (LPG) ଏବଂ ପିଏନଜିି…

୧ ସେପ୍ଟେମ୍ୱରରୁ ମହଙ୍ଗା ହେବ ଅନଲାଇନ ସପିଂ! ପାର୍ସଲ ପ୍ରତି ଏତେ ବଢିଯିବ ଡେଲିଭରୀ ଚାର୍ଜ

ନୂଆଦିଲ୍ଲୀ,୨୯।୮: ଯଦି ଆପଣ ବି ପାର୍ୱଣ ଋତୁରେ ଅନଲାଇନ ସପିଂ (Online Shopping) କରିବାକୁ ପ୍ରସ୍ତୁତି କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଜରୁରୀ ଖବର। ସେପ୍ଟେମ୍ୱର…

FD ରେ ଟଙ୍କା ରଖୁଛନ୍ତି କି? ସେପ୍ଟେମ୍ୱର ୧ରୁ ବଦଳିବ…

ନୂଆଦିଲ୍ଲୀ,୨୯।୮: ଯଦି ଆପଣ ନିଜର କଷ୍ଟଉପାର୍ଜିତ ଟଙ୍କାକୁ ବ୍ୟାଙ୍କରେ ଫିକ୍ସଡ ଡିପୋଜିଟ (Bank FD) ରେ ନିବେଶ କରିବାକୁ ଭାବୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ…

ସରକାରଙ୍କ ଚେଷ୍ଟା ଫେଲ୍‌! ପିଆଜ ଦର ୮୦ ଟଙ୍କା ପାର୍‌, ଜାଣନ୍ତୁ ନୂଆ ରେଟ୍‌ ଲିଷ୍ଟ

ନୂଆଦିଲ୍ଲୀ,୨୯।୮: ରୋଷେଇ ଘରରେ ପିଆଜ ଦର ପୁଣିଥରେ ସାଧାରଣ ଲୋକଙ୍କ ବଜେଟକୁ ପ୍ରଭାବିତ କରୁଛି। ଦେଶର ଅନେକ ଅଞ୍ଚଳରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖାଦେଇଛି। କିଛି…

ତେଲରେ ମିଶ୍ରଣ ଅଭିଯୋଗରେ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ୨୫୭୩ ପେଟ୍ରୋଲ ପମ୍ପ ଉପରେ ଲାଗିଲା ରୋକ, ତାଲିକାରେ…

ନୂଆଦିଲ୍ଲୀ,୨୯।୮: ଦେଶରେ ମିଶ୍ରିତ ପେଟ୍ରୋଲ ବିକ୍ରି କରୁଥିବା ପେଟ୍ରୋଲ ପମ୍ପ ବିରୋଧରେ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଦୀର୍ଘଦିନ ଧରି ପେଟ୍ରୋଲରେ ମିଶ୍ରଣ ଏବଂ ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri