ନ୍ୟୁୟର ସେଲିବ୍ରେଶନ ପାଇଁ ନ୍ୟୁୟର୍କରେ ପହଞ୍ଚିଲେ ଏନ୍‌ଟିଆର

ମୁମ୍ବାଇ: ସାଉଥ୍‌ ସୁପରଷ୍ଟାର ଜୁନିୟର ଏନ୍‌ଟିଆର ଆଜିକାଲି ନ୍ୟୁୟର୍କରେ ଖ୍ରୀଷ୍ଟମାସ ଏବଂ ନୂତନ ବର୍ଷ ଛୁଟି ଉପଭୋଗ କରୁଛନ୍ତି। ଏହି ସମୟରେ ସେ କିଛି ଭାରତୀୟ ଖାଦ୍ୟ ଉପଭୋଗ କରିବା ପରେ ନ୍ୟୁୟର୍କ ସହରର ଏକ ରେଷ୍ଟୁରାଣ୍ଟ କର୍ମଚାରୀଙ୍କ ସହ ଏକ ଫଟୋ ପାଇଁ ପୋଜ କରୁଥିବା ନଜର ଆସିଛନ୍ତି। ଯାହାର କିଛି ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଶେୟାର କରି କ୍ୟାପଶନରେ ଲେଖିଛନ୍ତି, ବୋଧହୁଏ ଏକ ଆନ୍ତର୍ଜାତୀୟ ଭ୍ରମଣରେ ସର୍ବୋତ୍ତମ ଭାରତୀୟ ଖାଦ୍ୟ, ମୋ ସ୍ବାଦ ପାଇଁ ଟିକେ ମସାଲାଦାର।

ନିକଟରେ ଫିଲ୍ମ ‘ଆର୍‌ଆର୍‌ଆର୍‌’ ପାଇଁ ଜୁନିଅର ଏନ୍‌ଟିଆର ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ଏଥିସହ ‘ଆର୍‌ଆର୍‌ଆର୍‌’ର ବ୍ଲକବଷ୍ଟର ଗୀତ ‘ନାଟୁ ନାଟୁ’ ଓସ୍କାର ସର୍ଟଲିଷ୍ଟରେ ସ୍ଥାନିତ ହୋଇଛି। ରାମ ଚରଣ ଇନଷ୍ଟାଗ୍ରାମରେ ଏହି ଗୀତର ପୋଷ୍ଟର ଶେୟାର କରି ଲେଖିଛନ୍ତି, ସମଗ୍ର ଭାରତୀୟ ଚଳଚ୍ଚିତ୍ର ଶିଳ୍ପ ପାଇଁ ଏକ ଐତିହାସିକ ମୁହୂର୍ତ୍ତ।


Enter your email to get our daily news in your inbox.

All Right Reserved By Dharitri.Com

ଖେମୁଣ୍ଡି କଲେଜରେ ନବାଗତ ଛାତ୍ରୀଛାତ୍ରଙ୍କ ଅଭିମୁଖୀକରଣ କାର୍ଯ୍ୟକ୍ରମ: ଛାତ୍ରୀଛାତ୍ରଙ୍କୁ ଦିଆଗଲା ଏହି ପରାମର୍ଶ

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ପରିସରରେ ସୋମବାର ଯୁକ୍ତ ୩ ପ୍ରଥମ ବର୍ଷର ନବାଗତ ଛାତ୍ରୀଛାତ୍ରଙ୍କ ପାଇଁ ଏକ ଅଭିମୁଖୀକରଣ…

ଦାଦନ ଖଟିବାକୁ ଯାଇଥିଲେ , ଶବ ହେଇ ଘରକୁ ଫେରିଲେ: କାନ୍ଦ ବୋବାଳିରେ ଫାଟିପଡୁଛି ଗାଁ ଦାଣ୍ଡ

ଲାଞ୍ଜିଗଡ଼, ୩।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ କାମ ନପାଇ ହଜାର ହଜାର ସଂଖ୍ୟାରେ ଲୋକେ ବିଭିନ୍ନ ରାଜ୍ୟକୁ ଦାଦନ…

ଟିପିସିଓଡିଏଲ୍‌ ପକ୍ଷରୁ ଘର ଛାତରେ ରୁଫ୍‌ଟପ୍‌ ସୋଲାର ସ୍ଥାପନ

ଭୁବନେଶ୍ୱର, ୩ା୮: ପିଏମ୍‌ ସୂର୍ଯ୍ୟଘର, ମୁଫ୍‌ତ ବିଜ୍‌ଲି ଯୋଜନା ଅଧୀନରେ ୫୦,୦୦୦ରୁ ଅଧିକ ରୁଫ୍‌ଟପ୍‌ ସୋଲାର (ଆର୍‌ଟିଏସ୍‌) ସ୍ଥାପନ କରିବାରେ ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌…

ଲଗାତାର ୯ଦିନ ସ୍କୁଲ ଛୁଟି, ଜାଣନ୍ତୁ କେଉଁଠି?

ନୂଆଦିଲ୍ଲୀ,୩।୮: ନର୍ସରୀରୁ ୧୨ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲ ଅଗଷ୍ଟ ୪ରୁ ଅଗଷ୍ଟ ୧୨ (ମୋଟ ୯ ଦିନ) ପର୍ଯ୍ୟନ୍ତ ବନ୍ଦ ରହିବ। ମାତ୍ର ଅନଲାଇନ୍ କ୍ଲାସ୍…

ପ୍ରଶାନ୍ତ କିଶୋରଙ୍କ ପ୍ରଚଣ୍ଡ ବିଜୟ ପରେ ଆସିଲା ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ପ୍ରଥମ ପ୍ରତିକ୍ରିୟା, କହିଲେ…

ପାଟନା,୩।୮: ଜନ ସୁରାଜ ପାର୍ଟିର ସୂତ୍ରଧର ପ୍ରଶାନ୍ତ କିଶୋର ଭାଜପାର ପାରମ୍ପରିକ ଗଡ଼ ବାଙ୍କିପୁରରେ ଐତିହାସିକ ଏବଂ ବଡ଼ ବିଜୟ ହାସଲ କରିଛନ୍ତି। ଭୋଟ ଗଣନାର ପ୍ରଥମ…

ଉପନିର୍ବାଚନରେ ଫୁଟିପାରିଲାନି ପଦ୍ମ, ଏହି ସବୁ ସ୍ଥାନରେ ସାମ୍ନା କଲା ଶୋଚନୀୟ ପରାଜୟ

ନୂଆଦିଲ୍ଲୀ,୩।୮: ମଧ୍ୟପ୍ରଦେଶର ଦାତିଆ ବିଧାନସଭା ଉପନିର୍ବାଚନର ଫଳାଫଳ ଆଜି ଘୋଷଣା କରାଯାଇଛି, ଯେଉଁଥିରେ କଂଗ୍ରେସ ବିଜୟୀ ହୋଇଛି। କଂଗ୍ରେସ ପ୍ରାର୍ଥୀ ଘନଶ୍ୟାମ ସିଂହ ଭାଜପା ପ୍ରାର୍ଥୀ ଆଶୁତୋଷ…

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲିଲେ ମନମୋହନ, କ୍ଷତିଗ୍ରସ୍ତଙ୍କୁ ଦେଲେ ଆଶ୍ୱାସନା

ଚାନ୍ଦବାଲି,୩।୮(କିଷାନ ପାତ୍ର): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ସୋମବାର ଭଦ୍ରକ ଜିଲାର ବନ୍ୟା ପ୍ରଭାବିତ ଚାନ୍ଦବାଲି ଅଞ୍ଚଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ଖେରଙ୍ଗ ଓ…

EPFOକୁ ନେଇ ଆସିଲା ବଡ଼ ଖବର: ସରକାର ବଢାଇଲେ…

ନୂଆଦିଲ୍ଲୀ,୩।୮: ବହୁ ଦିନ ଧରି ବିଭିନ୍ନ କର୍ମଚାରୀ ସଂଗଠନଗୁଡ଼ିକ EPS ଦରମା ସୀମା ବୃଦ୍ଧି ଦାବିକୁ ଅର୍ଥ ମନ୍ତ୍ରଣାଳୟ ସମ୍ପ୍ରତି ଅନୁମୋଦନ କରିଛି। ଏହି ନିଷ୍ପତ୍ତି କର୍ମଚାରୀମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri