ଘୋଷଣା ହେଲା ନୂଆଁଖାଇ ଲଗ୍ନ: ପଶ୍ଚିମ ଓଡ଼ିଶାରେ ଉତ୍ସାହ ଆରମ୍ଭ

ବଲାଙ୍ଗୀର, ୭।୮( ସୁନିଲ କୁମାର ମହାନ୍ତି): ପଶ୍ଚିମ ଓଡ଼ିଶାର ମହାନ ଗଣପର୍ବ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ ହୋଇଛି। ବଲାଙ୍ଗୀର ଜିଲା ପାଇଁ ପାଟଣା ମହାରାଜାଙ୍କ ଶୈଳଶ୍ରୀ ପ୍ୟାଲେସରୁ ଶୁକ୍ରବାର ଘୋଷଣା କରାଯାଇଛି ନୂଆଖାଇଁ ଲଗ୍ନ। ଆସନ୍ତା ସେପ୍ଟେମ୍ବର ୧୫ ତାରିଖ ସକାଳ ୯ଟା ୩୬ ମିନିଟରୁ ୧୦ଟା ୧୦ ମିନିଟ ଯାଏ ଅମୃତ ବେଳା ଥିବାରୁ ଏହି ସମୟ ମଧ୍ୟରେ ସମସ୍ତ ଦେବାଦେବୀଙ୍କ ଠାରେ ନୂଆଁ ଅର୍ପଣ କରାଯିବ ବୋଲି ରାଜପୁରୋହିତ ସନ୍ତୋଷ କୁମାର ଦାଶ ସୂଚନା ଦେଇଛନ୍ତି। ଲଗ୍ନ ଧାର୍ଯ୍ୟ ହେବା ପରଠାରୁ ସମଗ୍ର ପଶ୍ଚିମ ଓଡ଼ିଶାରେ ନୂଆଁଖାଇ ଉତ୍ସାହ ଆରମ୍ଭ ହୋଇଯାଇଛି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମେ ଛେଳି କଲେ, ତା’ପରେ ତାଲା ଭାଙ୍ଗି ବ୍ୟାଙ୍କରେ ପଶିଲେ: ୩ ଜଣଙ୍କୁ…

ଅତାବିରା/ଗୋଡ଼ଭଗା, ୭/୮(ଯୁଧିଷ୍ଠିର ମହାପାତ୍ର / ସୁରେଶ ଦାଶ ): ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ଲହଣ୍ଡା ପଞ୍ଚାୟତ ସ୍ଥିତ ୟୁକୋ ବ୍ୟାଙ୍କରେ ବିଳମ୍ବିତ ରାତିରେ ଚୋରି…

ବୁଦ୍ଧାଶ୍ରମରେ ଚାଲିଗଲା ବ୍ୟବସାୟୀଙ୍କ ଜୀବନ, ଦେଖିବାକୁ ଆସିଲେନି ୩ ଝିଅ: ଭିଡିଓ କଲ୍‌ କରି କହିଲେ…

ଚଣ୍ଡିଗଡ,୭।୮: ହରିଆଣାର ସୋନିପତରୁ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଏଠାରେ ବୃଦ୍ଧାଶ୍ରମରେ ରହୁଥିବା ଜଣେ କପଡ଼ା ବ୍ୟବସାୟୀଙ୍କ ମୃତ୍ୟୁ ପରେ ପରିବାରର କୌଣସି ସଦସ୍ୟ…

ଏଥର ଧୂମଧାମରେ ପାଳନ ହେବ ସ୍ବାଧୀନତା ଦିବସ: ବ୍ଲକ ଅଧ୍ୟକ୍ଷ କରିବେ ପତାକା ଉତ୍ତୋଳନ

ଦାରିଙ୍ଗବାଡି,୭।୮(ଅରୁଣ ସହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତି ସଭାଗୃହଠାରେ ୮୦ତମ ବ୍ଲକ ସ୍ତରୀୟ ସ୍ବାଧୀନତା ଦିବସ ପାଳନ ପାଇଁ ବିଡିଓ ପ୍ରୀତିରଞ୍ଜନ ରଥଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ…

CNG-PNGରେ ମିଶିବ ବାୟୋଗ୍ୟାସ: ମୋଦି କ୍ୟାବିନେଟର ମଞ୍ଜୁରୀ, ଜାଣନ୍ତୁ କ’ଣ ଏହି ‘ଗୋବର୍ଦ୍ଧନ’ ଯୋଜନା

ନୂଆଦିଲ୍ଲୀ, ୭।୮: କେନ୍ଦ୍ର ସରକାର ଇଥାନଲ ବ୍ଲେଣ୍ଡିଂ ପେଟ୍ରୋଲ ପରେ ସିଏନଜି-ପିଏନଜିରେ ବାୟୋଗ୍ୟାସ ମିଶାଇ ନୂତନ ରୋଷେଇ ଗ୍ୟାସ ଆଣିବେ। ଏଥିପାଇଁ ସରକାର ଏକ ଯୋଜନା ପ୍ରସ୍ତୁତ…

ଆଜି ଜାତୀୟ ହସ୍ତତନ୍ତ ଦିବସ: ସରକାରୀ ଯୋଜନାରୁ ପ୍ରକୃତ ବୁଣାକାର ବଞ୍ଚିତ

ଅମରପାଲି,୭ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ସମୃଦ୍ଧ ବାନ୍ଧକଳା ଓ ହସ୍ତତନ୍ତ ପରମ୍ପରା ସବୁବେଳେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁକୁ ଆସିଛି। ସମ୍ବଲପୁରୀ ଶାଢ଼ି ଏବଂ ସୋନପୁରୀ ବାର୍ତ୍ତାପାଟ ପାଇଁ ଦେଶବ୍ୟାପୀ…

ଫସିବେ କି ଚଞ୍ଚଳ ରାଣା: ସୁପ୍ରିମକୋର୍ଟରେ କହିଲେ ଯାଞ୍ଚ ହୋଇଛି, ଏଠି କମିଶନର କହୁଛନ୍ତି ପୋର୍ଟାଲ ତଥ୍ୟ

ଭୁବନେଶ୍ୱର,୭।୮(ରବିନାରାୟଣ ଜେନା):ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଅଞ୍ଚଳରେ ଆବାସିକ ଘରେ ବେଆଇନ ଭାବେ ବ୍ୟବସାୟ କେନ୍ଦ୍ର ଖୋଲିବା ପ୍ରସଙ୍ଗ ଏବେ ରୋଚକ ମୋଡ଼ ନେଇଛି। ଏହି ପ୍ରସଙ୍ଗକୁ ନେଇ…

ଶୋଇଥିବା ବେଳେ ମାଆ ସହିତ ୭ ବର୍ଷର ପୁଅକୁ କାମୁଡିଲା ରଣା ସାପ, ଛଟପଟ ହୋଇ ଚାଲିଗଲା ଜୀବନ

ଗଜପତି,୭।୮(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ବ୍ଲକ ଜଲାଙ୍ଗ ପଞ୍ଚାୟତ ଅନ୍ତର୍ଗତ କଡମତାଲ ଗ୍ରାମରେ ଘଟିଛି ଏକ ହୃଦୟବିଦାରକ ଘଟଣା। ଘରେ ଶୋଇଥିବା ବେଳେ ରଣା ସାପ…

ପ୍ରବଳ ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା: ୧୨ ଜିଲାକୁ ସତର୍କ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୭।୮: ଆସନ୍ତା ୩ ଘଣ୍ଟା ପାଇଁ ଓଡ଼ିଶାର ୧୨ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି। ରାଜ୍ୟର ୧୨ ଜିଲାରେ ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri