ନୂଆଖାଇ ପାଇଁ ନିର୍ଘଣ୍ଟ ହେଲା ଲଗ୍ନ

ସମ୍ବଲପୁର,୩୧।୮(ବ୍ୟୁରୋ): ସେପ୍ଟେମ୍ବର ୧୧ରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ। ଏଥିଲାଗି ମଙ୍ଗଳବାର ଶୁଭ ଲଗ୍ନ ନିର୍ଘଣ୍ଟ କରାଯାଇଛି। ବ୍ରହ୍ମପୁରା ମନ୍ଦିରରେ ପଣ୍ଡିତ ମହାସଭା ଦ୍ୱାରା ଚଳିତ ବର୍ଷ ପାଇଁ ଲଗ୍ନ ନିର୍ଦ୍ଧାରିତ ହୋଇଛି। ସକାଳ ୧୦ଟା ୧୫ରୁ ୧୦ଟା ୨୫ ମଧ୍ୟରେ ମା’ ସମଲେଇଙ୍କ ନିକଟରେ ନବାନ୍ନ ଲାଗି ହେବ ବୋଲି ଜଣାପଡ଼ିଛି।

ପ୍ରକାଶ ଯେ, ପରମ୍ପରାନୁଯାୟୀ ଜନ୍ମାଷ୍ଟମୀ ପରଦିନ ନୂଆଖାଇ ଲାଗି ଲଗ୍ନ ବାହାରିଥାଏ। ସର୍ବ ପୁରାତନ ବ୍ରହ୍ମପୁରା ମନ୍ଦିରରେ ଏକ ବୈଠକ ଅନୁଷ୍ଠିତ ହୋଇଥାଏ। ଏଥିରେ ପଣ୍ଡିତ ଏବଂ ବିଦ୍ୱାନମାନେ ଯୋଗଦେଇ ଲଗ୍ନ ନିର୍ଦ୍ଧାରିତ କରିଥାନ୍ତି। ପରେ ସେହି ଲଗ୍ନ ପତ୍ରକୁ ବ୍ରହ୍ମପୁରା ମନ୍ଦିର ପୂଜକ ଓ ଟ୍ରଷ୍ଟ ସଭ୍ୟମାନେ ସମଲେଶ୍ୱରୀଙ୍କଠାରେ ଅର୍ପଣ କରିଥାନ୍ତି। ସେହି ଲଗ୍ନ ଓ ସମୟରେ ନୂଆଖାଇ ଦିନ ମା’ଙ୍କଠାରେ ଭୋଗ ଲାଗି ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ବିଧାନସଭାରେ କାର୍‌ ପୂରାଇଥିବା ବ୍ୟକ୍ତି ଗିରଫ

ନୂଆଦିଲ୍ଲୀ,୭ା୪: ଦିଲ୍ଲୀ ବିଧାନସଭା ସୁରକ୍ଷାରେ ତ୍ରୁଟି ପରିଲକ୍ଷିତ ହୋଇଛି। ସୋମବାର ଅପରାହ୍ନରେ ମାସ୍କ ପିନ୍ଧିଥିବା ଜଣେ ବ୍ୟକ୍ତି ବ୍ୟାରିକେଡ୍‌ ଏବଂ ମୁଖ୍ୟ ଫାଟକ ଅତିକ୍ରମ କରି ବିଧାନସଭା…

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri