ଆଜି ନୂଆଁଖାଇ: ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧।୯(ବ୍ୟୁରୋ): ଆଜି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଅଁଖାଇ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଚଳିତ ବର୍ଷ ରବି ଫସଲ ପାଇଁ ୮୬୯ କୋଟି ଟଙ୍କାର କାଳିଆ ଟଙ୍କା ସହାୟତା ପ୍ରଦାନର ଶୁଭାରମ୍ଭ କରିବାକୁ ଯାଉଥିବାରୁ ସେ ଖୁସି ପ୍ରକାଶ କରିଛନ୍ତି। ଏଥିରେ ରାଜ୍ୟର ୪୧ ଲକ୍ଷରୁ ଊର୍ଦ୍ଧ୍ୱ କ୍ଷୁଦ୍ର ଏବଂ ନାମମାତ୍ର ଚାଷୀ ଏବଂ ୮୧ ହଜାର ଭୂମିହୀନ କୃଷକ ପରିବାର ଉପକୃତ ହେବେ ବୋଲି ସେ ଟୁଇଟ୍‌ କରି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଙ୍ଗିଲା ଆଉଟର ସ୍ପ୍ରିଙ୍ଗ୍‌: ଦିବ୍ରୁଗଡ଼ ଏକ୍ସପ୍ରେସରେ ବଦଳିଲା କୋଚ୍‌

ଭୁବନେଶ୍ୱର, ୨୮ା୧୨(ବ୍ୟୁରୋ): ଶୁକ୍ରବାର ଦିବ୍ରୁଗଡ଼ ଏକ୍ସପ୍ରେସ (୧୫୯୨୯) ରେ ଏକ କୋଚ୍‌ର ଆଉଟର ସ୍ପ୍ରିଙ୍ଗ ଭାଙ୍ଗିଯିବାରୁ ଭୁବନେଶ୍ୱର ଷ୍ଟେଶନରେ କୋଚ୍‌ ବଦଳାଯାଇଛି। ତାମ୍ବରମରୁ ଦିବ୍ରୁଗଡ଼ ଯାଉଥିବା...

ଟିକ୍‌ଟକ୍‌ରେ ଶ୍ରୀମନ୍ଦିର ଭିତର ଭିଡିଓ ଭାଇରାଲ ଘଟଣା: ନାବାଳିକାଙ୍କୁ ଅଟକ ରଖିଲା ସିଂହଦ୍ୱାର ପୋଲିସ

ପୁରୀ ଅଫିସ, ୩୧।୧୦: ଶ୍ରୀମନ୍ଦିର ଭିତର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ଘଟଣାରେ ଗୁରୁବାର ସିଂହଦ୍ୱାର ପୋଲିସ ଜଣେ ନାବାଳିକାଙ୍କୁ ଅଟକ ରଖିଛି। ଗତ...

୧ ହଜାର ତଳକୁ ଖସିଲା ସଂକ୍ରମଣ: ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୧।୧୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ତଳମୁହାଁ ହେବାରେ ଲାଗିଛି। ଦୀର୍ଘ ସାଢ଼େ ୩ମାସ ପରେ ମଙ୍ଗଳବାର ଦୈନିକ ସଂକ୍ରମଣ ଏକ ହଜାର ତଳକୁ ଖସିଛି।...

ପୁରୀ ଷ୍ଟେଶନ ଅନୁଧ୍ୟାନ କଲେ ପିଏସ୍‌ସି ଟିମ୍‌: ଫୁଡ୍‌ ପ୍ଲାଜାକୁ ୧୦ ହଜାର, ଠିକାଦାରଙ୍କୁ ୨୫ହଜାର ଜରିମାନା

ପୁରୀ ଅଫିସ, ୧୭ା୭: ଭାରତୀୟ ରେଳ ମନ୍ତ୍ରଣାଳୟର ପାସେଞ୍ଜର ସର୍ଭିସ କମିଟି(ପିଏସ୍‌ସି) ୫ଦିନ ଓଡ଼ିଶା ଗସ୍ତରେ ଆସିଛନ୍ତି। ବୁଧବାର ପୂର୍ବାହ୍ନରେ ଏହି ଟିମ୍‌ ଭୁବନେଶ୍ୱର, ଖୋର୍ଦ୍ଧାରୋଡ଼...

ସଶସ୍ତ୍ର ଡକାୟତଙ୍କ ଲୁଟ୍‌ ଉଦ୍ୟମ: ଆକ୍ରମଣରେ ବାପଝିଅ ଗୁରୁତର

ପାଟଣା,୧୪।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଝାରବେଡା ଗାଁର ଏକ ଘରୁ ଶୁକ୍ରବାର ବିଳମ୍ବିତ ରାତିରେ ଲୁଟ୍‌ ଉଦ୍ୟମ କରି ବିଫଳ ହୋଇଛନ୍ତି। ୬ଜଣ ସଶସ୍ତ୍ର...

ଭାଙ୍ଗିଲା ସୂର୍ଯ୍ୟମନ୍ଦିର ମୂର୍ତ୍ତି, ବିବାଦରେ ଏଏସ୍‌ଆଇ

ଭୁବନେଶ୍ୱର,୨୯।୨(ବ୍ୟୁରୋ): ବିଶ୍ୱ ଐତିହ୍ୟସ୍ଥଳୀ କୋଣାର୍କ ସୂର୍ଯ୍ୟମନ୍ଦିରର ମରାମତି ନାମରେ କାରୁକାର୍ଯ୍ୟପୂର୍ଣ୍ଣ ପଥରକୁ କାଢି ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା(ଏଏସ୍‌ଆଇ) ସାଦା ପଥର ଲଗାଇବା ବିବାଦ ଥମିନାହିଁ।...

ପୌର ନିର୍ବାଚନରେ ରହିବ ‘ନୋଟା’

ଭୁବନେଶ୍ୱର,୧୧।୨(ବ୍ୟୁରୋ): ପଞ୍ଚାୟତ ପରେ ପୌର ନିର୍ବାଚନ ହେବ । ଏଥର ପୌର ନିର୍ବାଚନରେ ଭୋଟ ଫାଇଁ ଇଭିଏମ୍‌ର ବ୍ୟବହାର କରାଯିବ। ସେଥିରେ ‘ଏନ୍‌ଓଟିଏ’ ନୋଟା ବିକଳ୍ପ...

ପ୍ରଥମ ଶ୍ରେଣୀରୁ ସ୍ପୋକନ ଇଂଲିଶ ଶିକ୍ଷା

ଭୁବନେଶ୍ୱର,୩୦ା୧(ବ୍ୟୁରୋ): ଏଣିକି ରାଜ୍ୟର ସମସ୍ତ ବିଦ୍ୟାଳୟରେ ପ୍ରଥମ ଶ୍ରେଣୀରୁ ପିଲାଙ୍କୁ ସ୍ପୋକନ ଇଂଲିଶ ଶିକ୍ଷା ଦିଆଯିବ। ପିଲାମାନଙ୍କ ଗୁଣାତ୍ମକ ଶିକ୍ଷା ବୃଦ୍ଧି ସକାଶେ ସରକାରଙ୍କ ପକ୍ଷରୁ...

Advertisement
Archives

Model This Week