ଭୁବନେଶ୍ୱର,୧୭।୧୦: ନୂଆପଡ଼ା ଉପନିର୍ବାଚନ ପାଇଁ ଶୁକ୍ରବାର ବିଜେଡି ଷ୍ଟାର ପ୍ରଚାରକ ତାଲିକା ଜାରି କରିଛି । ନବୀନ ପଟ୍ଟନାୟକଙ୍କ ସମେତ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ ପାଇଛି। ଉକ୍ତ ତାଲିକାରେ ପ୍ରସନ୍ନ ଆଚାର୍ଯ୍ୟ, ଦେବୀ ମିଶ୍ର, ରଣେନ୍ଦ୍ର ସ୍ବାଇଁ ଓ ନିରଞ୍ଜନ ପୂଜାରୀ ପ୍ରମୁଖଙ୍କ ନାଁ ରହିଛି।