ନୂଆପଡ଼ା ଉପନିର୍ବାଚନ: ଯାଞ୍ଚ ହେଲା ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର

ଭୁବନେଶ୍ୱର,୮।୧୧: ନୂଆପଡ଼ା ଉପନିର୍ବାଚନ ସୁରକ୍ଷା ଦୃଷ୍ଟିରୁ ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର ଯାଞ୍ଚ କରାଯାଇଛି। ସୁନାବେଡ଼ାକୁ ଯିବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର ଯାଞ୍ଚ ହୋଇଛି। ଗୋଟମା ଏୟାରଷ୍ଟ୍ରିଫ୍‌ରେ ପୋଲିସ ପ୍ରଶାସନ ପକ୍ଷରୁ ଯାଞ୍ଚ କରାଯାଇଛି।

ଗତକାଲି ଅର୍ଥାତ୍‌ ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କ ବିମାନ ଯାଞ୍ଚ କରାଯାଇଥିଲା। ଫ୍ଲାଇଂ ସ୍କ୍ବାର୍ଡ ଏବଂ ଭିଡିଓ ସର୍ଭେଲାନ୍ସ ଟିମ ତରଫରୁ ମୁଖ୍ୟମନ୍ତ୍ରୀ ଯାଇଥିବା ଏୟାରକ୍ରାଫ୍ଟ ଏବଂ ହେଲିକପ୍ଟର ଯାଞ୍ଚ ହୋଇଥିଲା।

ସେହିପରି ଶୁକ୍ରବାର ନୂଆପଡ଼ା ଯାଇଥିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଏହି ସମୟରେ ନବୀନଙ୍କ ହେଲିକପ୍ଟର ଯାଞ୍ଚ ମଧ୍ୟ କରାଯାଇଥିଲା।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri