ନୂଆପଡା ଉପ-ନିର୍ବାଚନ: କଂଗ୍ରେସ ଖେଳିଲା ବଡ଼ଗେମ୍‌! କଲା ବଡ଼ ଘୋଷଣା

ଭୁବନେଶ୍ୱର, ୨୬।୯: ଓଡ଼ିଶା କଂଗ୍ରେସ କରିଛି ବଡ଼ ଘୋଷଣା। ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତିଙ୍କ ଅନୁମୋଦନ ପରେ ରାଜ୍ୟର ୩୫ଟି ଜିଲା ପାଇଁ ନୂଆ ଜିଲା ସଭାପତିଙ୍କୁ ନିଯୁକ୍ତି ଦିଆଯାଇଛି।

ତେବେ ଆଗକୁ ନୂଆପଡ଼ା ଉପ ନିର୍ବାଚନ ଥିବାବେଳେ ଏନେଇ ବଡ଼ ଗେମ୍‌ ଖେଳିଛି କଂଗ୍ରେସ। ନିର୍ବାଚନ ପୂର୍ବରୁ ଆଶାୟୀ ପ୍ରାର୍ଥୀ ଘାସିରାମ ମାଝୀଙ୍କୁ ଦଳ ବଡ଼ ଦାୟିତ୍ୱ ଦେଇଛି। ନୂଆପଡ଼ା ଜିଲାର ନୂଆ ସଭାପତି ଭାବେ ଘାସିରାମ ମାଝୀଙ୍କୁ ନିଯୁକ୍ତି ମିଳିଛି। ସ୍ଥାନୀୟ କଂଗ୍ରେସରେ ଦୀର୍ଘଦିନରୁ ସକ୍ରିୟ ରହିଥିବା ମାଝୀ ଆଗକୁ ନିର୍ବାଚନ ଲଢିବା ପାଇଁ ମଇଦାନକୁ ଓହ୍ଲାଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। ଆଉ ଏହାରି ଭିତରେ ଦଳ ତାଙ୍କୁ ନୂଆପଡା ଜିଲାର ସଭାପତି ଘୋଷଣା କରିଛି।

Image

ସେହିପରି ରାଜଧାନୀ ଭୁବନେଶ୍ୱର ଜିଲାର ସଭାପତି ଭାବେ ପ୍ରକାଶ ଚନ୍ଦ୍ର ଜେନାଙ୍କୁ ନିଯୁକ୍ତି ମିଳିଛି। ଏହା ସହିତ କଟକ ଜିଲାର ସଭାପତି ଭାବେ ପ୍ରଦୀପ୍ତ କୁମାର ଦାସଙ୍କୁ ଓ କଟକ ସିଟି ସଭାପତି ଭାବେ ଗିରିବାଳା ବେହେରାଙ୍କୁ ନିଯୁକ୍ତି ଦିଆଯାଇଛି।

Image


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ସଂରକ୍ଷଣ ବିଲ୍‌ ପାସ୍‌ ନ ହେବା ପରେ କାହିଁକି ଦେଶକୁ ସମ୍ବୋଧିତ କରିବେ ମୋଦି? ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୮।୪: ଦେଶରେ ମହିଳା ସଂରକ୍ଷଣ ବିଲକୁ ନେଇ ତୀବ୍ର ରାଜନୈତିକ ଉତ୍ତେଜନା ମଧ୍ୟରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ରାତି ୮ଟା ୩୦ରେ ଦେଶକୁ ସମ୍ବୋଧିତ କରିବାକୁ…

ହଟିବେ ହେଡ କୋଚ?କେଭିନ ପିଟରସନଙ୍କ ବଡ଼ ଦାବି, ମ୍ୟାକକୁଲମ ହେବେ KKRର ପ୍ରଶିକ୍ଷକ

ନୂଆଦିଲ୍ଲୀ,୧୮।୪: କୋଲକାତା ନାଇଟ ରାଇଡର୍ସ (କେକେଆର) ୨୦୨୬ ଆଇପିଏଲ ସିଜିନରେ ଏପର୍ଯ୍ୟନ୍ତ ସବୁଠାରୁ ବଡ ସଙ୍କଟର ସମ୍ମୁଖୀନ ହେଉଛି। ୧୭ ଏପ୍ରିଲ ଶୁକ୍ରବାର, ଦଳ ଗୁଜୁରାଟ ଟାଇଟାନ୍ସ…

ମହିଳା ସଂରକ୍ଷଣ ବିଲ୍‌ ପାସ୍‌ ନ ହେବାରୁ ରାଗିଗଲେ ମୋଦି, କହିଲେ ବିରୋଧୀଙ୍କୁ ଭୋଗିବାକୁ ପଡ଼ିବ…

ନୂଆଦିଲ୍ଲୀ,୧୮ା୪: ସଂସଦରେ ମହିଳା ସଂରକ୍ଷଣ ବିଲ୍‌ ପାସ ନ ହେବାରୁ ଶାସକ ଦଳ ରାଗି ପାଚି ଲାଲ୍‌। ଶନିବାର ମୋଦି କ୍ୟାବିନେଟ୍‌ର ଏକ ବୈଠକ ଅନୁଷ୍ଠିତ ହୋଇଥିଲା।…

ବିଶ୍ୱକପ ବିଜୟୀ ଅଧିନାୟକଙ୍କୁ ମିଳିଲା ପାକିସ୍ତାନ ଦାୟିତ୍ୱ; ବାଂଲାଦେଶ ଗସ୍ତ ପାଇଁ ଦଳ ଘୋଷଣା

ଇସଲାମାବାଦ,୧୮।୪: ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ମେ ମାସରେ ହେବାକୁ ଥିବା ବାଂଲାଦେଶ ଗସ୍ତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ବୋର୍ଡ ଟେଷ୍ଟ ଦଳର ନୂତନ…

ବଦଳିଲା ରାଜ୍ୟ ଯୋଜନା ବୋର୍ଡ, ଏହି ନୂଆ ନାମରେ ହେଲା ନାମିତ

ଭୁବନେଶ୍ୱର,୧୮ା୪: ରାଜ୍ୟ ଯୋଜନା ବୋର୍ଡର ନାମ ପରିବର୍ତ୍ତନ କରିଛନ୍ତି ମୋହନ ସରକାର। ନୀତି ଓ ବିକାଶର ଥିଙ୍କ୍‌ ଟ୍ୟାଙ୍କ ପାଲଟିଥିବା ଯୋଜନା ବୋର୍ଡ ଏବେ ଇତିହାସ ପାଲଟିଛି।…

ରାଜସାକ୍ଷୀ ହେବେ ଜାକ୍‌ଲିନ୍‌: ମନିଲଣ୍ଡରିଂ ମାମଲାରେ ନୂଆମୋଡ଼

ନୂଆଦିଲ୍ଲୀ,୧୮ା୪:ଠକ ସୁକେଶ ଚନ୍ଦ୍ରଶେଖରଙ୍କ ବିରୋଧରେ ମନିଲଣ୍ଡରିଂ ମାମଲା ଏକ ନୂଆ ମୋଡ଼ ନେଇଛି। ଅଭିନେତ୍ରୀ ଜାକ୍‌ଲିନ୍‌ ଫର୍ନାଣ୍ଡିଜ୍‌ ମାମଲାରେ ରାଜସାକ୍ଷୀ ହେବା ଲାଗି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)କୁ…

ବଡ଼ ଆତଙ୍କବାଦୀ ଷଡ଼ଯନ୍ତ୍ର ପଣ୍ଡ: ଓଡ଼ିଶା ସମେତ ଏହି ସବୁ ରାଜ୍ୟରୁ ଧରାପଡିଲେ…

ନୂଆଦିଲ୍ଲୀ/ଭୁବନେଶ୍ୱର,୧୮।୪: ଦେଶରେ ଏକ ବଡ଼ ଆତଙ୍କବାଦୀ ଷଡ଼ଯନ୍ତ୍ରକୁ ପଣ୍ଡ କରାଯାଇଛି। ଏକ ବଡ଼ କାର୍ଯ୍ୟାନୁଷ୍ଠାନରେ, ଦିଲ୍ଲୀ ପୋଲିସର ସ୍ବତନ୍ତ୍ର ସେଲ୍‌ ଦେଶରେ ଆତଙ୍କବାଦୀ କାର୍ଯ୍ୟକଳାପ ପାଇଁ ପ୍ରସ୍ତୁତ…

୧୮ ବର୍ଷରେ ପଦାର୍ପଣ କଲା IPL: ଯେଉଁ ମଇଦାନରେ ଖେଳାଯାଇଥିଲା ପ୍ରଥମ ମ୍ୟାଚ, ଆଜି ସେଠି ଲେଖାଯିବ ଇତିହାସ

ନୂଆଦିଲ୍ଲୀ,୧୮।୪: ଇଣ୍ଡିଆନ ପ୍ରିମିୟର ଲିଗ ଆଜି ୧୮ ବର୍ଷ ପୂରଣ କରୁଛି। ଏହି ଲିଗ ଏପ୍ରିଲ ୧୮, ୨୦୦୮ରେ ଆରମ୍ଭ ହୋଇଥିଲା। ଲିଗ୍‌ର ପ୍ରଥମ ମ୍ୟାଚ ବେଙ୍ଗାଲୁରୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri