ନୂଆପଡ଼ା ଉପନିର୍ବାଚନ: ଆଜି ନାମାଙ୍କନ ଭରିବେ ଢୋଲକିଆ, ଘାସିରାମ ମାଝୀ

ଭୁବନେଶ୍ୱର,୧୮।୧୦: ଆଜି ନୂଆପଡ଼ାରେ ପ୍ରାର୍ଥିପତ୍ର ଦାଖଲ କରିବେ ଭାଜପା ପ୍ରାର୍ଥୀ। ଭାଜପା ପ୍ରାର୍ଥୀ ଜୟ ଢୋଲକିଆ ଆଜି ପ୍ରାର୍ଥିପତ୍ର ଦାଖଲ କରିବେ। ଗତ ୧୧ ତାରିଖରେଜୟ ଢୋଲକିଆ ଭାଜପାରେ ସାମିଲ ହୋଇଥିଲେ । କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ ମଧ୍ୟ ଆଜି ନାମାଙ୍କନ ଭରିବେ ବୋଲି ଜଣାପଡିଛି। ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକ ପରେ ନୂଆପଡ଼ାରେ ଉପନିର୍ବାଚନ ହେବ। ନଭେମ୍ବର ୧୧ରେ ନୂଆପଡ଼ା ବିଧାନସଭା ଆସନ ପାଇଁ ମତଦାନ ହେବ।

 

Dharitri – The Largest & Most Trusted Odia Daily

 

Share
Tags: odisha