ନୂଆପଡ଼ା ଉପନିର୍ବାଚନ: ଆରମ୍ଭ ହେଲା ହୋମ୍‌ ଭୋଟିଂ

ନୂଆପଡ଼ା,୩୦ା୧୦(ପୀତାମ୍ବର ସାହୁ): ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ଗୁରୁବାରଠାରୁ ହୋମ୍‌ ଭୋଟିଂ ପ୍ରକ୍ରିୟା ଆରମ୍ଭ ହୋଇଛି। ଏଥିପାଇଁ ୧୫ଟି ପୋଲିଂ ଦଳ ନିଯୁକ୍ତ ହୋଇଛନ୍ତି। ପ୍ରତି ଦଳରେ ଦୁଇଜଣ ପୋଲିଂ ଅଫିସର, ଜଣେ ମାଇକ୍ରୋ ନିରୀକ୍ଷକ, ଜଣେ ସୁରକ୍ଷା ଅଧିକାରୀ ଓ ଜଣେ ଭିଡିଓଗ୍ରାଫର ରହିଛନ୍ତି। ୮୫ ବର୍ଷରୁ ଊଦ୍ଧର୍‌ବ ଏବଂ ୪୦ ପ୍ରତିଶତରୁ ଅଧିକ ଅକ୍ଷମତା ଥିବା ଦିବ୍ୟାଙ୍ଗ ମତଦାତା ୨୫୧ଜଣ ଏହି ପ୍ରକ୍ରିୟାରେ ନିଜ ଘରେ ଥାଇ ଗୋପନୀୟ ଭାବେ ପୋଷ୍ଟାଲ ବାଲଟ ମାଧ୍ୟମରେ ଭୋଟ ଦେବେ।

୩୦ ଅକ୍ଟୋବରରୁ ୨ ନଭେମ୍ବର ଭିତରେ ଏହି ହୋମ୍‌ ଭୋଟିଂ ହେବ। ସ୍ବଚ୍ଛତା ପାଇଁ ଏହି ପ୍ରକ୍ରିୟାର ଭିଡିଓଗ୍ରାଫି କରାଯିବ ବୋଲି ରିଟର୍ନିଂ ଅଫିସର ସୁର୍ମି ସୋରେନ ପ୍ରକାଶ କରିଛନ୍ତି। ଏହି ସୁବିଧାରୁ କେହି ଜଣେ ବି ଯୋଗ୍ୟ ମତଦାତା ଯେମିତି ବଞ୍ଚିତ ନ ହୁଅନ୍ତି ତାକୁ ସୁନିଶ୍ଚିତ କରିବା ପାଇଁ ଜିଲାପାଳ ମଧୁସୂଦନ ଦାଶ ନିୟୋଜିତ ସମସ୍ତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

Dharitri – Odisha’s No.1 Odia Daily


Enter your email to get our daily news in your inbox.

All Right Reserved By Dharitri.Com

କମେଣ୍ଟ୍ରିରୁ ଅବସର ନେଲେ ଶିବରାମ, ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଏବେ…

ନୂଆଦିଲ୍ଲୀ,୨୧ା୩: ଭାରତର ପୂର୍ବତନ କ୍ରିକେଟର ଲକ୍ଷ୍ମଣ ଶିବରାମ କ୍ରିଷ୍ଣନ କମେଣ୍ଟ୍ରିରୁ ଅବସର ଘୋଷଣା କରିଛନ୍ତି। ହେଲେ ସେ ଅବସର ଘୋଷଣା ଲାଗି କରିଥିବା ସୋସିଆଲ ମିଡିଆ ପୋଷ୍ଟକୁ…

ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ଛାତରୁ ଡେଇଁ ପଡ଼ିଲେ ସ୍ତ୍ରୀ, ଆଉ ତା’ପରେ…

କଣ୍ଟାବାଞ୍ଜି,୨୧।୩: ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା କପିଳାଭଟା ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ସ୍ତ୍ରୀ ଛାତରୁ ଡେଇଁ…

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଜଙ୍ଗଲରେ ବିସ୍ଫୋରକ ଖଞ୍ଜିଥିଲେ ମାଓବାଦୀ, ବଡ଼ ଅଘଟଣ ଘଟିବା ପୂର୍ବରୁ…

ବାଲିଗୁଡ଼ା,୨୧ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର କନ୍ଧମାଳ ଜିଲାରେ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଉଥିବା ବେଳେ ଏକ ବଡ଼ଧରଣର ଅଘଟଣରୁ ବର୍ତ୍ତିଯାଇଛନ୍ତି ସୁରକ୍ଷାକର୍ମୀ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଜଙ୍ଗଲରେ…

ସାକ୍ଷୀଗୋପାଳଙ୍କୁ ଦର୍ଶନ କରି ଟଳି ପଡ଼ିଲେ ବୃଦ୍ଧା

ସାକ୍ଷୀଗୋପାଳ,୨୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶନିବାର ସନ୍ଧ୍ୟାରେ ଶ୍ରୀ ସାକ୍ଷୀଗୋପାଳଙ୍କୁ ଦର୍ଶନ କରିବା ପରେ ଜଣେ ବୃଦ୍ଧା ତୀର୍ଥଯାତ୍ରୀ ହଠାତ୍‌ ଟଳି ପଡ଼ିଥିଲେ। ତାଙ୍କ ସହିତ ରହିଥିବା…

ଅଷ୍ଟ୍ରେଲିଆକୁ ପରାସ୍ତ କରି ଜାପାନ ଚାମ୍ପିୟନ

ସିଡ୍‌ନୀ,୨୧ା୩: ଚଳିତ ମହିଳା ଏସିଆନ କପ୍‌ ଫୁଟବଲ ଟୁର୍ନାମେଣ୍ଟରେ ଜାପାନ ଚାମ୍ପିୟନ ହୋଇଛି। ଶନିବାର ଷ୍ଟାଡିୟମ ଅଷ୍ଟ୍ରେଲିଆରେ ଅନୁଷ୍ଠିତ ଫାଇନାଲରେ ମାଇକା ହାମାନୋଙ୍କ ଗୋଲ ବଳରେ ଜାପାନ…

କାମାକ୍ଷାନଗର କଲେଜ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଧରିଲା ପୋଲିସ, ଓଗାଳିଲେ ସବୁ ସତ

କାମାକ୍ଷାନଗର,୨୧ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ବହୁ ଚର୍ଚ୍ଚିତ କଲେଜ ଛାତ୍ରୀ ବଳାତ୍କାର ଓ ହତ୍ୟା ଘଟିବାର ତିନିଦିନ ପରେ ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଧରିବାରେ…

ଜାହାଜ ଚଳାଚଳ ପକ୍ଷରୁ ବଡ଼ ସୂଚନା: ଆଉ ୨ ଭାରତୀୟ ଏଲ୍‌ପିଜି ବୋଝେଇ ଟ୍ୟାଙ୍କର ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ ଅତିକ୍ରମ କରିବ

ନୂଆଦିଲ୍ଲୀ,୨୧ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ବିଶ୍ୱର ପ୍ରମୁଖ ତୈଳ ପରିବହନ ପଥ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌କୁ ଇରାନ ଅବରୋଧ କରିଥିବା ବେଳେ ଭାରତରେ ତରଳୀକୃତ ପେଟ୍ରୋଲିୟମ ଗ୍ୟାସ୍‌(ଏଲ୍‌ପିଜି)…

ଗୁଜରାଟର କମ୍ପାନୀରେ କାମ କରୁଥିଲେ ଯୋଗେନ୍ଦ୍ର, ଡ୍ୟୁଟିରୁ ଫେରିବାବେଳେ ଘଟିଲା…

ଦିଗପହଣ୍ଡି,୨୧ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗ୍ରାମର ଯୋଗେନ୍ଦ୍ର ପ୍ରଧାନ(୫୫)ଙ୍କ ଗୁଜରାଟର ପାଟଣା ସହରରେ ମୃତ୍ୟୁ ଘଟିଛି। ଶନିବାର ମଧ୍ୟାହ୍ନରେ ତାଙ୍କ ମୃତଦେହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri