ନୂଆପଡ଼ା ଉପନିର୍ବାଚନ: ତୃତୀୟ ରାଉଣ୍ଡ୍ ସୁଦ୍ଧା ଜୟ ଢ଼ୋଲକିଆ ୧୦ ହଜାର ଭୋଟ୍‌ରେ ଆଗୁଆ

ନୂଆପଡା,୧୪ା୧୧: ନୂଆପଡ଼ା ବିଧାନସଭା ଉପନିର୍ବାଚନର ଭୋଟ୍ ଗଣତି ଜାରି ରହିଛି। ପ୍ରାରମ୍ଭିକ ରାଉଣ୍ଡ୍‌ରୁ ହିଁ ଭାଜପା ପ୍ରାର୍ଥୀ ଜୟ ଢ଼ୋଲକିଆ ବଡ଼ ବ୍ୟବଧାନରେ ଆଗୁଆ ରହିଛନ୍ତି। ତୃତୀୟ ରାଉଣ୍ଡ୍ ଶେଷ ସୁଦ୍ଧା ଜୟ ଢ଼ୋଲକିଆ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କ ଠାରୁ ୧୦,୦୧୩ ଭୋଟ୍‌ରେ ଆଗୁଆ ଅଛନ୍ତି।

ମୋଟ୍ ଭୋଟ୍:

ଜୟ ଢ଼ୋଲକିଆ (ଭାଜପା): ୧୪,୩୭୦ ଭୋଟ୍

ସ୍ନେହାଙ୍ଗିନୀ ଛୁରିଆ (ଦ୍ୱିତୀୟ ସ୍ଥାନ): ୪,୩୫୭ ଭୋଟ୍

ଘାସିରାମ ମାଝୀ (କଂଗ୍ରେସ): ୩,୫୩୦ ଭୋଟ୍

ପୂର୍ବ ରାଉଣ୍ଡ୍ ସ୍ଥିତି
ପ୍ରଥମ ରାଉଣ୍ଡ୍: ଢ଼ୋଲକିଆ ୩,୫୪୭ ଭୋଟ୍‌ରେ ଆଗୁଆ ଥିଲେ।

ଦ୍ୱିତୀୟ ରାଉଣ୍ଡ୍: ଦ୍ୱିତୀୟ ରାଉଣ୍ଡ୍ ଶେଷ ସୁଦ୍ଧା ସେ ୭,୪୧୩ ଭୋଟ୍‌ରେ ଆଗୁଆ ଥିଲେ (ମୋଟ୍ ୧୦,୪୩୬ ଭୋଟ୍)।

ଭୋଟ୍ ଗଣତି ଆଗକୁ ବଢ଼ୁଥିବା ବେଳେ ଭାଜପା ପ୍ରାର୍ଥୀ ନିଜର ବ୍ୟବଧାନ ବଢ଼ାଇବାରେ ଲାଗିଛନ୍ତି।

Dharitri – Odisha’s No.1 Odia Daily  

Enter your email to get our daily news in your inbox.

All Right Reserved By Dharitri.Com

୩ରେ ଆସି ୫ରେ ଫେରିବେ ଶାହା: ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧ା୭(ସୁନିତ୍‌ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ୩ ତାରିଖ ସା ୮ଟା ୪୦ରେ ଝାରସୁଗୁଡ଼ା ଠାରେ ପହଞ୍ଚିବେ। ଏହାପରେ ସ୍ଥାନୀୟ ଏକ ଘରୋଇ ହୋଟେଲରେ ରାତ୍ରିଯାପନ କରିବେ।…

ପାଠ୍ୟପୁସ୍ତକରେ ତ୍ରୁଟି: କଂଗ୍ରେସର ୧୨ ଘଣ୍ଟିଆ ନବରଙ୍ଗପୁର ଜିଲା ବନ୍ଦ ଡାକରା: ଜନଜୀବନ ପ୍ରଭାବିତ

ନବରଙ୍ଗପୁର, ୧।୭ (ସଦାଶିବ ପ୍ରହରାଜ): ଗଣଶିକ୍ଷା ବିଭାଗ ଅଧୀନ ପାଠ୍ୟପୁସ୍ତକରେ ରହିଥିବା ତ୍ରୁଟିକୁ ନେଇ କଂଗ୍ରେସ ପକ୍ଷରୁ ଦିଆଯାଇଥିବା ୧୨ ଘଣ୍ଟିଆ ନବରଙ୍ଗପୁର ଜିଲାବନ୍ଦ ଡାକରାର ବୁଧବାର…

ବଙ୍ଗୋପସାଗରରେ ହଲଚଲ! ଓଡ଼ିଶା ମୁହାଁ ମାଡ଼ି ଆସୁଛି…

ଭୁବନେଶ୍ୱର,୧।୭: ଉତ୍ତରବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ବାଂଲାଦେଶ ଉପକୂଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ବାୟୁମଣ୍ଡଳର ଦେଢ଼ରୁ ୫.୮ କିଲୋମିଟିର ଉଚ୍ଚତା ଯାଏଁ ସକ୍ରିୟ ରହିଛି ଲଘୁଚାପ। ପ୍ରଭାବରେ…

ଭାଜପାରେ ଚାଲିଛି ପତିଆରା ଲଢେଇ: ନିଗମ ପାଇଁ ଚତୁର ଗୋଟିଚାଳନା

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ଓଡ଼ିଶାରେ ଭାଜପା ଶାସନକୁ ଆସିବାର ୨ ବର୍ଷ ପୂର୍ତ୍ତି ଉତ୍ସବ ନିକଟରେ ପାଳନ ହୋଇସାରିଛି। ରାଜ୍ୟର ଅନେକ ଜିଲାରେ ଏବେ ମଧ୍ୟ ସରକାରୀ ସ୍ତରରେ…

କୋଟଗଡ଼ ବ୍ଲକର ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀଙ୍କୁ ଗିରଫ କଲା ଭିଜିଲାନ୍ସ

ଫୁଲବାଣୀ, ୧।୭ (ରାକେଶ କୁମାର ରାଉତ): କନ୍ଧମାଳ ଜିଲାର କୋଟଗଡ଼ ବ୍ଲକରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ (MGNREGS) ଯୋଜନାରେ ହୋଇଥିବା ଦୁର୍ନୀତି ଘଟଣାରେ ବ୍ଲକର ସହକାରୀ ଯନ୍ତ୍ରୀ ଓ କନିଷ୍ଠ…

ଘରୋଇ ସ୍କୁଲ ବସ୍‌ ଧକ୍କାରେ ବୃଦ୍ଧାଙ୍କ ମୃତ୍ୟୁ: ଚାଲିଛି ସିସିଟିଭି ଫୁଟେଜ୍‌ ଯାଞ୍ଚ

ବଲାଙ୍ଗୀର, ୧।୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ସର୍କିଟ ହାଉସ ନିକଟରେ ବୁଧବାର ସକାଳେ ଏକ ଘରୋଇ ସ୍କୁଲ ବସ୍‌ ଧକ୍କାରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ…

କାଲି ଥିଲେ ଶକ୍ତିଶାଳୀ, ଏବେ ମାଛି ଉଡାଉଛନ୍ତି ଏସବୁ ଆଇପିଏସ୍‌ ଅଫିସର

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ୧୯୯୭ ବ୍ୟାଚ୍‌ ଆଇପିଏସ୍‌ ଅଫିସର ଡି.ଏସ୍‌. କୁଟ୍ଟେ, ୧୯୯୮ ବ୍ୟାଚ୍‌ ଆଇପିଏସ୍‌ ରବି କାନ୍ତ, ୨୦୦୪ ବ୍ୟାଚ୍‌ ଆଇପିଏସ୍‌ ଆଶିଷ ସିଂ ଏବଂ ୨୦୧୦…

ଧରିତ୍ରୀ’ ପ୍ରଭାବ: ଜଗନ୍ନାଥପ୍ରସାଦ ମୁଖ୍ୟ ବଜାରରୁ ହଟିଲା ଅଳିଆ ପାହାଡ଼, ସ୍ୱଚ୍ଛତା ଅଭିଯାନରେ ନିଜେ ସାମିଲ ହେଲେ ବିଡିଓ

ଜଗନ୍ନାଥପ୍ରସାଦ, ୧।୭(ବିଭୁ ପ୍ରସାଦ ପଟ୍ଟନାୟକ): ଅଞ୍ଚଳର ସମସ୍ୟାକୁ ପ୍ରଶାସନର ସାମ୍ନାକୁ ଆଣିବା ଏବଂ ସମାଜରେ ସକାରାତ୍ମକ ପରିବର୍ତ୍ତନର ସୂତ୍ରଧର ସାଜିବା ହିଁ ଜଣେ ସଚେତନ ଖବରଦାତାଙ୍କ ପ୍ରକୃତ କର୍ତ୍ତବ୍ୟ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri