ନୂଆପଡ଼ା ଉପନିର୍ବାଚନ: ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ନୂଆପଡ଼ା,୯।୧୧: ୧୧ ତାରିଖରେ ନୂଆପଡ଼ା ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବ। ଏନେଇ ରବିବାର ଅପରାହ୍ନ ୪ଟାରୁ ନୂଆପଡ଼ାରେ ନୀରବ ଅବଧି ଆରମ୍ଭ ହୋଇଯାଇଛି। ଏପରିକି ଉପନିର୍ବାଚନ ପାଇଁ ନୂଆପଡ଼ାରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

ଅନ୍ୟପକ୍ଷେ ନୂଆପଡ଼ା ନିର୍ବାଚନମଣ୍ଡଳୀର ସମସ୍ତ ବୁଥରେ ସୁରକ୍ଷା ସୁବ୍ୟବସ୍ଥା କଡ଼ାକଡି କରିଦିଆଯାଇଛି। ନୂଆପଡ଼ାରେ ୧୪ କମ୍ପାନୀ CAPF ମୁତୟନ ରହିବେ ବୋଲି ଏସ୍‌ପି କହିଛନ୍ତି। ଏପରିକି ଇନର କର୍ଡନରେ CAPFଙ୍କୁ ନିୟୋଜିତ କରାଯାଇଥିବା ବେଳେ ବାହାରେ ସ୍ଥାନୀୟ ପୋଲିସକୁ ମୁତୟନ କରାଯିବ। ୧୦୦ରୁ ଊର୍ଦ୍ଧ୍ୱ ବୁଥରେ CAPFଙ୍କୁ ମୁତୟନ କରାଯିବ ବୋଲି ଏସ୍‌ପି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକଙ୍କ ଦରମା ବୃଦ୍ଧି ବିଲ୍‌ର ହୋଇପାରେ ପୁନଃବିଚାର

ଭୁବନେଶ୍ୱର,୩୦ା୧: ବିଧାୟକଙ୍କ ଦରମା ବୃଦ୍ଧି ବିଲ୍‌ ଉପରେ ଚଳିତ ଅଧିବେଶନରେ ପୁନଃବିଚାର ହୋଇପାରେ। ଏନେଇ ସୂଚନା ଦେଇଛନ୍ତି କମିଟି ଅଧ୍ୟକ୍ଷ ଭାସ୍କର ମଢ଼େଇ। ସେ କହିଛନ୍ତି, ପୁନଃବିଚାର…

୧୩ ଫେବୃଆରୀରୁ ରାଜ୍‌ କରିବେ ଏହି ୩ ରାଶି, ଗତି ପରିବର୍ତ୍ତନ କରିବେ ଗ୍ରହମାନଙ୍କର ରାଜା ସୂର୍ଯ୍ୟ

ନଅଟି ଗ୍ରହ ମଧ୍ୟରେ ସୂର୍ଯ୍ୟ ପ୍ରଥମ ସ୍ଥାନ ଅଧିକାର କରନ୍ତି ଏବଂ ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଗ୍ରହମାନଙ୍କର ରାଜା ମଧ୍ୟ ବିବେଚନା କରାଯାଏ। ଏହା ବ୍ୟତୀତ ସୂର୍ଯ୍ୟ…

ପୋଡ଼ାମାରି ବନବିଭାଗର ରାତିଅଧିଆ ଚଢାଉ, ବିପୁଳ ପରିଣାମର…

ଦିଗପହଣ୍ଡି,୩୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗ୍ରାମ ସ୍ଥିତ ଚନ୍ଦ୍ରଗିରି ବନାଞ୍ଚଳ ରେଞ୍ଜର ରୂପକ କୁମାର ପ୍ରଧାନ ସଦଳବଳେ ରେଡ୍ କରି ବିପୁଳ…

ସରକାରଙ୍କୁ ଅଲ୍ଟିମେଟମ୍‌ ଦେଲେ ଶଙ୍କରାଚାର୍ଯ୍ୟ: ୪୦ ଦିନ ଭିତରେ ଏ କାମ ନ କଲେ ଘଟିବ…

ଲକ୍ଷ୍ନୌ,୩୦।୧:ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ପ୍ରୟାଗରାଜ ମାଘ ମେଳାରେ ପ୍ରଶାସନ ସହିତ ବିବାଦ ସମ୍ପର୍କରେ ଯୋଗୀ ସରକାର ଏବଂ ପ୍ରଶାସନକୁ କଡ଼ା ସମାଲୋଚନା କରିଛନ୍ତି। ଶଙ୍କରାଚାର୍ଯ୍ୟ ଅଭିମୁକ୍ତେଶ୍ୱରାନନ୍ଦ କହିଥିଲେ,…

ଖୁବ୍‌ଶୀଘ୍ର ଖୁଲାସା ହେବ ନବ ଦାସ ହତ୍ୟା ମାମଲା, ମନ୍ତ୍ରୀ କହିଲେ ଦୀପାଳିଙ୍କ ମନ୍ତବ୍ୟ ଦେଖି…

ଭୁବନେଶ୍ୱର,୩୦ା୧: ବହୁ ଚର୍ଚ୍ଚିତ ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାର ଖୁବ୍‌ଶୀଘ୍ର ଖୁଲାସା ହେବ। ନବଙ୍କ ଝିଅ ଦୀପାଳି ଦାସଙ୍କ ବୟାନ ଉପରେ ଆଇନ ମନ୍ତ୍ରୀ…

ରେଲଓ୍ବେ ଦେଲା ବଡ଼ ଖୁସି ଖବର: ତତ୍କାଳ ଟିକେଟ ବୁକିଂ ହେଲା ସହଜ , ଏଣିକି…

ନୂଆଦିଲ୍ଲୀ,୩୦।୧: ଭାରତୀୟ ରେଳବାଇ ତତ୍କାଳ ଟିକେଟ ବୁକିଂ ପାଇଁ ନିୟମ ପରିବର୍ତ୍ତନ କରିଛି। ଏବେ ଯାତ୍ରୀମାନେ ଶୀଘ୍ର ଏବଂ ସହଜରେ ଟିକେଟ ପାଇପାରିବେ। ନୂତନ ନିୟମ ଅନୁଯାୟୀ,…

କେନ୍ଦୁପତ୍ର କର୍ମଚାରୀ, ତୋଳାଳିଙ୍କ ପ୍ରତି ଅଣଦେଖା ମନୋଭାବ: ବର୍ଷସାରା କାମ ଯୋଗାଇବାକୁ ଦାବି

ବରଗଡ଼,୩୦।୧(ପ୍ରେମାନନ୍ଦ ଖମାରୀ):କେନ୍ଦୁପତ୍ର କର୍ମଚାରୀ ଓ ତୋଳାଳିଙ୍କ ପ୍ରତି ସରକାର ଅଣଦେଖା ମନୋଭାବ ପୋଷଣ କରୁଥିବା ଅଭିଯୋଗ ହୋଇଛି। ବର୍ଷସାରା କାମ ଯୋଗାଇବା ବଦଳରେ କେବଳ ସାମୟିକ ତଥା…

ସିଡିପିଓଙ୍କ କାର୍ଯ୍ୟାଳୟ ଆଗରେ ଔଷଧ ପୋଡ଼ି, ଅଧିକାରୀଙ୍କ କାର୍ଯ୍ୟଦକ୍ଷତା ପ୍ରତି ଅଙ୍ଗୁଳି ନିର୍ଦ୍ଦେଶ

ମହାକାଳପଡ଼ା, ୩୦ା୧(ପ୍ରତାପ ଚନ୍ଦ୍ର ସ୍ବାଇଁ): ଗ୍ରାମାଞ୍ଚଳରେ ବସବାସ କରୁଥିବା କିଶୋରୀ ବାଳିକାମାନଙ୍କର ଶାରୀରିକ, ମାନସିକ, ସ୍ବାସ୍ଥ୍ୟ ଅଭିବୃଦ୍ଧି ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri