ନୂଆପଡ଼ା ଉପନିର୍ବାଚନ: ଆଜି ପ୍ରକାଶ ପାଇବ ଭୋଟର ତାଲିକା

ନୂଆପଡ଼ା,୧୫ା୯(ମକାରୁ ବେମାଲ): ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ଆଜି ଅର୍ଥାତ୍‌ ସୋମବାରଠାରୁ ୨୮ ତାରିଖ ପର୍ଯ୍ୟନ୍ତ ଦାବି ଓ ଆପତ୍ତି ସମୟସୀମା ରହିଛି। ଅକ୍ଟୋବର ୭ ତାରିଖରେ ଦାବି ଓ ଆପତ୍ତି ନିଷ୍ପତ୍ତି ସରିବ। ଅକ୍ଟୋବର ୯ରେ ନୂଆ ଭୋଟର ତାଲିକା ପ୍ରକାଶ ପାଇବ।

ଭାରତ ନିର୍ବାଚନ ଆୟୋଗ ନୂଆପଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଅନୁଷ୍ଠିତ ହେବାକୁ ଯାଉଥିବା ଉପନିର୍ବାଚନ ପାଇଁ ଜନପ୍ରତିନିଧିତ୍ୱ ଆଇନ ୧୯୫୦ର ଧାରା ୨୧ ଅନୁଯାୟୀ ଏକ ସ୍ବତନ୍ତ୍ର ସଂକ୍ଷିପ୍ତ ସଂଶୋଧନ (SSR) ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

ସ୍ବତନ୍ତ୍ର ସଂକ୍ଷିପ୍ତ ସଂଶୋଧନ ନିମନ୍ତେ ନିମ୍ନଲିଖିତ କାର୍ଯ୍ୟସୂଚୀ ନିର୍ଦ୍ଧାରିତ ହୋଇଅଛି:
ମତଦାନ କେନ୍ଦ୍ରର ପୁନଃବ୍ୟବସ୍ଥାପନ / ପରିବର୍ତ୍ତନ ୧୪.୯.୨୦୨୫ ସୁଦ୍ଧା(ରବିବାର)। ସମନ୍ବିତ ଚିଠା ଭୋଟର ତାଲିକା ପ୍ରକାଶନ ତାରିଖ ୧୫.୦୯. ୨୦୨୫(ସୋମବାର)। ଦାବି ଏବଂ ଆପତ୍ତି ଦାଖଲ କରିବାର ଅବଧି ୧୫.୦୯.୨୦୨୫ (ସୋମବାର)ରୁ ୨୯.୦୯.୨୦୨୫(ସୋମବାର)। ଦାବି ଏବଂ ଆପତ୍ତିର ସମାଧାନ ୭.୧୦.୨୦୨୫ ସୁଦ୍ଧା(ମଙ୍ଗଳବାର) ଭୋଟର ତାଲିକାର ଚୂଡ଼ାନ୍ତ ପ୍ରକାଶନ ତାରିଖ ୯.୧୦.୨୦୨୫ ରହିଛି।

ସୂଚନାଯୋଗ୍ୟ, ରାଜେନ୍ଦ୍ର ଢୋଲକିଆଙ୍କ ଦେହାନ୍ତ ପରେ ନୂଆପଡ଼ାରେ ଉପନିର୍ବାଚନ ଅନୁଷ୍ଠିତ ହେବ। ଏହି ଉପନିର୍ବାଚନରେ ୩ ପ୍ରମୁଖ ଦଳ ଭାଜପା, ବିଜେଡି ଏବଂ କଂଗ୍ରେସ ମଧ୍ୟରେ ଟକ୍କର ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ରାଏଲକୁ ସାଂଘାତିକ ଧମକ ଦେଲା ପାକିସ୍ତାନ, ନେତାନ୍ୟାହୁଙ୍କୁ ଖୋଲାଖୋଲି ଚ୍ୟାଲେଞ୍ଜ କରି କହିଲା…

ଇସଲାମବାଦ,୨୮।୩: ଇରାନର ରାଜଧାନୀ ତେହେରାନରେ ପାକିସ୍ତାନୀ ଦୂତାବାସ ନିକଟରେ ଇସ୍ରାଏଲୀ-ଆମେରିକୀୟ ଆକ୍ରମଣର ରିପୋର୍ଟ ପରେ, ଇସଲାମାବାଦ ଇସ୍ରାଏଲକୁ ଏକ କଡ଼ା ଚେତାବନୀ ଦେଇଛି। ପାକିସ୍ତାନ କହିଛି ଯେ…

ଚୋରକୁ ଧରି ହାଜତରେ ପୂରାଇଥିଲା ପୋଲିସ, ଫେରାର ହୋଇଯିବା ପରେ…

ଧର୍ମଶାଳା/ବ୍ରହ୍ମବରଦା,୨୮ା୩(ଶିବପ୍ରସାଦ ମହାନ୍ତି/ଯଯାତି କେଶରୀ ବେହେରା): ଯାଜପୁର ଜିଲା ବ୍ରହ୍ମବରଦା ଥାନାରେ ଘଟିଛି ଏକ ଅଭାବନୀୟ ଘଟଣା। ପୋଲିସ ଚୋରକୁ ଧରି ହାଜତରେ ରଖିଥିବା ବେଳେ ରାତି ପ୍ରାୟ…

କୋହଲିଙ୍କ ଦକ୍ଷତା ମାନିଲା ଗିନିଜ୍‌ ବୁକ: IPL 2026 ପୂର୍ବରୁ ଏମିତି କିଛି ଶେୟାର କରି ସମସ୍ତଙ୍କୁ କଲା ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୩: IPL 2026 ପୂର୍ବରୁ ଗିନିଜ ବୁକ ସୋସିଆଲ ମିଡିଆ ମାଧ୍ୟମରେ ବିରାଟ କୋହଲିଙ୍କ ପାଞ୍ଚଟି IPL ରେକର୍ଡ ଉପରେ ଆଲୋକପାତ କରି ଏକ ପୋଷ୍ଟ ଶେୟାର…

ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ନେଇ ସମୀକ୍ଷା କଲେ କଳିକେଶ, ହସ୍ପିଟାଲରେ ରୋଗୀଙ୍କୁ…

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ଓ ଜିଲା ମୁଖ୍ୟ ଚିକିତ୍ସାଳୟରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ଉପରେ ସମୀକ୍ଷା କରିଛନ୍ତି ବଲାଙ୍ଗୀର ବିଧାୟକ କଳିକେଶ…

ଯୁଦ୍ଧ ମଧ୍ୟରେ ଦେଶବାସୀଙ୍କୁ ବଡ଼ ଭରସା ଦେଲେ ପ୍ରଧାନମନ୍ତ୍ରୀ, କହିଲେ ଆପଣଙ୍କ ଉପରେ ଲଦିବୁ ନାହିଁ…

ନୂଆଦିଲ୍ଲୀ,୨୮।୩: ଯେତେବେଳେ ଆମେରିକା ଏବଂ ଇସ୍ରାଏଲ ଇରାନ ଉପରେ ଆକ୍ରମଣ ଆରମ୍ଭ କଲେ, କେହି ଭାବି ନଥିଲେ ଯେ ଏହା ଏକ ବିଶ୍ୱ ସଙ୍କଟରେ ପରିଣତ ହେବ।…

ଲୁଣାନଦୀର ଜଳସ୍ତର କମୁଛି: ଆଗାମୀ ଦିନରେ ଦେଖାଦେବ…

କେନ୍ଦ୍ରାପଡ଼ା, ୨୮ା୩ (ଜଗନ୍ନାଥ ଧଳ)ଡିସେମ୍ବର ମାସଠାରୁ କେନ୍ଦ୍ରାପଡ଼ା ଜିଲାରେ ପ୍ରବାହିତ ଲୁଣାନଦୀର ଜଳସ୍ତର କମିବାରେ ଲାଗିଛି। ଫଳରେ ଆଗାମୀ ଦିନରେ କେନ୍ଦ୍ରାପଡ଼ା ପୌରାଞ୍ଚଳରେ ପିଇବା ପାଣି ସମସ୍ୟା…

LPG ଏବଂ PNG ର ଏକ୍ସପାଏରୀ ଡେଟ୍‌ ଅଛି କି? ଜାଣନ୍ତୁ କେମିତି କରିବେ ଚେକ୍‌…

ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ଇନ୍ଧନ ଯୋଗାଣ ନେଇ ଚିନ୍ତା ମଧ୍ୟରେ, ଭାରତର ଅନେକ ପରିବାର LPG ସିଲିଣ୍ଡର ପ୍ରତି ଅଧିକ ଧ୍ୟାନ ଦେଉଛନ୍ତି। ଏହା PNG…

ମୋଦିଙ୍କ ପାଇଁ ବଡ଼ କଥା କହିଦେଲେ ନେପାଳର ନୂଆ ପ୍ରଧାନମନ୍ତ୍ରୀ

କାଠମାଣ୍ଡୁ,୨୮।୩: ନେପାଳର ନୂଆ ପ୍ରଧାନମନ୍ତ୍ରୀ ବାଲେନ୍ଦ୍ର ଶାହା ଶନିବାର ଦିନ କହିଛନ୍ତି ଯେ ସେ ‘ଭାରତ ସହିତ ମିଶି କାମ କରିବାକୁ ଖୁବ ଆଗ୍ରହୀ ଅଛନ୍ତି।’ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri