ନୂଆପଡ଼ା ଉପନିର୍ବାଚନ: ଜାଣନ୍ତୁ ଏସ୍‌ଆଇଆର୍‌, ଏସ୍‌ଏସ୍‌ଆର୍‌ ମଧ୍ୟରେ ପାର୍ଥକ୍ୟ କ’ଣ?

ଭୁବନେଶ୍ୱର, ୧୪।୯(ସୁନିତ୍‌ ମିଶ୍ର): ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ହେଉଛି ଘରକୁ ଘର ଯାଇ ଭୋଟରମାନଙ୍କ ଗଣନା କରି ନୂଆ ଭୋଟର ତାଲିକା ପ୍ରସ୍ତୁତ କରିବା। ପ୍ରଚଳିତ ତାଲିକାକୁ ବିଚାରକୁ ନ ନେଇ ଗଣନାକାରୀମାନେ ପ୍ରତି ଘରକୁ ଯାଇ ଧାର୍ଯ୍ୟ ତାରିଖ ସୁଦ୍ଧା ଯୋଗ୍ୟ ଭୋଟରମାନଙ୍କ ତାଲିକା ପ୍ରସ୍ତୁତ କରିଥାନ୍ତି। ବର୍ତ୍ତମାନର ଭୋଟର ତାଲିକା ତ୍ରୁଟିଯୁକ୍ତ ଏବଂ ସମ୍ପୂର୍ଣ୍ଣ ନୂଆ ତାଲିକା ପ୍ରସ୍ତୁତ ଆବଶ୍ୟକ ବୋଲି ନିର୍ବାଚନ କମିଶନ ଯେତେବେଳେ ସିଦ୍ଧାନ୍ତରେ ପହଞ୍ଚନ୍ତି, ସେତେବେଳେ ସ୍ବତନ୍ତ୍ର ସଘନ ସଂଶୋଧନ କରାଯାଇଥାଏ। ସାଧାରଣତଃ ନିର୍ବାଚନ ପୂର୍ବରୁ କିମ୍ବା ନିର୍ବାଚନମଣ୍ଡଳୀ ସୀମା ପୁନଃ ନିର୍ଦ୍ଧାରଣ ଭଳି ପ୍ରଶାସନିକ ପ୍ରକ୍ରିୟା ପରେ ଏସ୍‌ଆଇଆର୍‌ ହୋଇଥାଏ। ଅନ୍ୟପକ୍ଷରେ ସ୍ବତନ୍ତ୍ର ସାରାଂଶ ସଂଶୋଧନ (ଏସ୍‌ଏସ୍‌ଆର୍‌) ନିର୍ବାଚନ ପୂର୍ବରୁ ହୋଇଥାଏ। ଏଥିରେ ଭୋଟର ତାଲିକାର ସମୀକ୍ଷା କରାଯିବା ସହ ୧୮ ବର୍ଷ ବୟସରେ ପହଞ୍ଚତ୍ଥିବା ନୂଆ ଭୋଟରଙ୍କୁ ଯୋଡ଼ାଯାଇଥାଏ। ଯେଉଁମାନେ ନିର୍ବାଚନମଣ୍ଡଳୀ ବଦଳାଇଥାନ୍ତି, ତଦନୁଯାୟୀ ପୂର୍ବ ନିର୍ବାଚନମଣ୍ଡଳୀରୁ ସେମାନଙ୍କ ନାଁ କଟାଯାଇ ନୂଆ ନିର୍ବାଚନମଣ୍ଡଳୀ ଭୋଟର ତାଲିକାରେ ସାମିଲ କରାଯାଇଥାଏ। ସେହିପରି ଡୁପ୍ଲିକେଟ୍‌ ଓ ମୃତ ଭୋଟରଙ୍କୁ ତାଲିକାରୁ ବାଦ୍‌ ଦିଆଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri