ଆରପାରିରେ ବିଧାୟକ ରାଜେନ୍ଦ୍ର ଢୋଲକିଆ: ଚାରିଆଡ଼େ ଶୋକର ଛାୟା

ନୂଆପଡ଼ା,୮।୯(ମକାରୁ ବେମାଲ): ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୮ ବର୍ଷ ହୋଇଥିଲା। ଚେନ୍ନାଇରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଥିବା ଜଣପଡ଼ିଛି। ହାର୍ଟ ଏବଂ କିଡନୀ ସମ୍ବନ୍ଧୀୟ ରୋଗରେ ପୀଡ଼ିତ ଥିଲେ। ଡୋଲକିଆ ୪ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ସେ ୨୦୦୪ରେ ନୂଆପଡ଼ାରୁ ସ୍ବାଧୀନ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ପରବର୍ତ୍ତୀ ସମୟରେ ବିଜେଡିରେ ମିଶି ୨୦୧୪, ୨୦୧୯ ଏବଂ ୨୦୨୪ ନିର୍ବାଚନ ଜିତିଥିଲେ। ସେ କ୍ୟାବିନେଟ୍‌ ମନ୍ତ୍ରୀ ମଧ୍ୟ ଥିଲେ। ତାଙ୍କ ମୃତ୍ୟୁରେ ସ୍ଥାନୀୟ ଅଞ୍ଚଳରେ ଶୋକର ଲହରୀ ଖେଳିଯାଇଛି।

ବିଧାୟକଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକବ୍ୟକ୍ତ କରିଛନ୍ତି। ସେ କହିଛନ୍ତି, ନୂଆପଡ଼ା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ରାଜେନ୍ଦ୍ର ଢ଼ୋଲକିଆଙ୍କ ଦେହାନ୍ତ ବିଷୟରେ ଜାଣି ଅତ୍ୟନ୍ତ ଦୁଃଖିତ। ଶୋକସନ୍ତପ୍ତ ପରିବାର ପ୍ରତି ମୋର ସମବେଦନା ଜଣାଇବା ସହ ଦିବଂଙ୍ଗତ ଆତ୍ମାଙ୍କ ଶାନ୍ତି ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି। ଓଁ ଶାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଲଓ୍ବା ଦେଖାଇଲେ ପ୍ରିୟଙ୍କା ଚୋପ୍ରା: ପ୍ରଥମ ଭାରତୀୟ ଅଭିନେତ୍ରୀ ଭାବେ…

୯୮ତମ ଓସ୍କାର ପୁରସ୍କାର ଉତ୍ସବରେ ବଲିଉଡର ଜଲଓ୍ବା ଦେଖାଇଛନ୍ତି ‘ଦେଶୀ ଗାର୍ଲ’ ପ୍ରିୟଙ୍କା ଚୋପ୍ରା। ଯଦିଓ ତାଙ୍କର କୌଣସି ଚଳଚ୍ଚିତ୍ର ପୁରସ୍କାର ଜିତି ନ ଥିଲା କିନ୍ତୁ…

୨୦୦୮ ରୁ ୨୦୨୬ ପର୍ଯ୍ୟନ୍ତ…, IPL ରୁ ମୋଟ କେତେ ରୋଜଗାର କରିଛନ୍ତି ବିରାଟ କୋହଲି? ଜାଣିଲେ ଆଶ୍ଚର୍ଯ୍ୟହେବେ

ନୂଆଦିଲ୍ଲୀ,୧୬।୩: IPL 2026 ଆରମ୍ଭ ହେବାକୁ ଆଉ ମାତ୍ର ୧୨ ଦିନ ବାକି ଥିବା ବେଳେ, ଏହି ଟୁର୍ଣ୍ଣାମେଣ୍ଟ କ୍ରିକେଟ ମହଲରେ ଆଲୋଚନାର ଏକମାତ୍ର ବିଷୟ ପାଲଟିଛି।…

ରାସ୍ତାରେ ଅଚଳ ୧୦୮ ଆମ୍ବୁଲାନ୍ସ, ପ୍ରସବ ବେଦନାରେ ଛଟପଟ ଆସନ୍ନ ପ୍ରସବା

ନନ୍ଦପୁର/ପାଡୁଆ୧୬।୩(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ପାନ୍ଥଲୁଙ୍ଗ ପଞ୍ଚାୟତର ଆନ୍ଧ୍ର ସୀମାକୁ ଲାଗି ରହିଥିବା ସାରିଆପାଲି ଗାଁରେ ଜନନୀ ଯନ୍ତ୍ରଣା ଦେଖିବାକୁ ମିଳିଛି।…

ଯୁଦ୍ଧ ମଧ୍ୟରେ ଭାରତକୁ ମିଳିଗଲା ବଡ଼ ରାସ୍ତା: ମାରିନେଲା ବାଜି

ନୂଆଦିଲ୍ଲୀ,୧୬।୩: ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ଏବଂ ଘରୋଇ ଗ୍ୟାସ ଅଭାବ ମଧ୍ୟରେ ନୂଆଦିଲ୍ଲୀ ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ନିରନ୍ତର ପଦକ୍ଷେପ ନେଉଛି। ଏକ ଆର୍ଥିକ…

ଭିଜିଲାନ୍ସ ଜାଲରେ ଶିକ୍ଷା ବିଭାଗର ଆକାଉଣ୍ଟାଣ୍ଟ, ୬ହଜାର ଟଙ୍କା ଲାଞ୍ଚ ଦାବି….

ବରଗଡ଼,୧୬।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବରପାଲି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ କନିଷ୍ଠ କିରାଣୀ ତଥା ଆକାଉଣ୍ଟାଣ୍ଟ ରଜନୀକାନ୍ତ କର ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ…

ଭୋଟ ଦେଲେ ହେଲେ ମୁହଁ ଖୋଲିଲେନି ବିଧାୟିକା ସୋଫିଆ ଫିର୍ଦ୍ଦେସ

ଭୁବନେଶ୍ୱର,୧୬।୩: ଭୋଟ ଦେଲେ ହେଲେ ମୁହଁ ଖୋଲିଲେନି ବିଧାୟିକା ସୋଫିଆ ଫିର୍ଦ୍ଦେସ। ସେ ଭୋଟ ଦେଇ ଚୁପ୍‌ଚାପ୍‌ ଚାଲି ଯାଇଥିଲେ। ଗଣମାଧ୍ୟମକୁ ପ୍ରତିକ୍ରିୟା ନ ଦେଇ ଚାଲଯାଇଥିଲେ।…

ପ୍ରଯୁକ୍ତିବିଦ୍ୟାର ଚମତ୍କାର! ChatGPT ବ୍ୟବହାର କରି ତିଆରି କଲେ କ୍ୟାନ୍ସର ଟିକା, ନୂଆ ଜୀବନ ପାଇଲା କୁକୁର

ନୂଆଦିଲ୍ଲୀ,୧୬ା୩: କୃତ୍ରିମ ବୁଦ୍ଧିମତ୍ତା ଆଉ କେବଳ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ସୀମିତ ନୁହେଁ; ଏହା ବର୍ତ୍ତମାନ ଚିକିତ୍ସା ବିଜ୍ଞାନ କ୍ଷେତ୍ରରେ ମଧ୍ୟ ନୂତନ ଚମତ୍କାର ପ୍ରଦର୍ଶନ କରୁଛି ।…

ଭାଗବଣ୍ଟା ସମୟରେ ଚଢ଼ାଉ କଲା ବନ ବିଭାଗ, ବାର୍‌ହା ମାଂସ ଜବତ ସହ ଶିକାରୀଙ୍କୁ…

ପାଟଣା,୧୬ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ପୋଇପାଣି ବିଟ୍‌ କୁମୁଳାବାହାଳୀ ଗାଁ ନିକଟ ପୋଇପାଣି ଜଙ୍ଗଲରେ ରବିବାର ରାତିରେ ବନ ବିଭାଗ ଚଢାଉ କରି ବାର୍‌ହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri