ଡିଜିପି ଡିସ୍କରେ ସମ୍ମାନିତ ହେବେ ନୂଆପଡ଼ା ଏସ୍‌ପି

ନୂଆପଡ଼ା,୩୦।୩:(ମକାରୁ ବେମାଲ): ପୋଲିସ ସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ନୂଆପଡା ଜିଲା ଆରକ୍ଷୀ ଅଧୀକ୍ଷକ ଜି ଆର୍‌ ରାଘବେନ୍ଦ୍ର ରାଜ୍ୟ ସରକାରଙ୍କ ତରଫରୁ ୨୦୨୪-୨୫ ବର୍ଷ ପାଇଁ ସମ୍ମାନଜନକ ଡିଜିପି ଡିସ୍କ ପାଇବା ପାଇଁ ମନୋନୀତ ହୋଇଛନ୍ତି। ୯୦ତମ ପୋଲିସ ପ୍ରତିଷ୍ଠା ଦିବସ ଅବସରରେ ତାଙ୍କୁ ଏହି ମର୍ଯ୍ୟାଦାଜନକ ସମ୍ମାନ ପ୍ରଦାନ କରାଯିବ। ସୂଚନାଯୋଗ୍ୟ, ଯୁବ ଆଇପିଏସ୍‌ ଅଧିକାରୀ ରାଘବେନ୍ଦ୍ରଙ୍କ ସୁଦକ୍ଷ ପରିଚାଳନାରେ ମାଓବାଦୀ ପ୍ରପୀଡ଼ିତ ଜିଲା ଏବେ ପ୍ରାୟତଃ ମାଓବାଦୀ ମୁକ୍ତ ହୋଇପାରିଛି। ଜିଲା ପ୍ରଶାସନ ସହ ତାଳମେଳ ରଖି ଜିଲାକୁ ପ୍ରଗତି ପଥରେ ଆଗେଇନେବାରେ ତାଙ୍କର ଉଲ୍ଲେଖନୀୟ ଭୂମିକା ରହିଛି। ଏହି ସମ୍ମାନ ସମଗ୍ର ଜିଲା ପାଇଁ ଗୌରବ ଆଣିଥିବାରୁ ଜିଲାପାଳ ମଧୁସୂଦନ ଦାଶଙ୍କ ସମେତ ପ୍ରଶାସନର ବରିଷ୍ଠ ଅଧିକାରୀମାନେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣ କରି ନେଇ ଯାଇଥିଲେ ତାମିଲନାଡୁ, ୭ ଦିନ ଯାଏ ନାବାଳିକାଙ୍କୁ…ଅଭିଯୁକ୍ତଙ୍କୁ ବାନ୍ଧି…

ପାଇକମାଳ,୧୮।୩ (ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ଫିଲ୍ମ ଷ୍ଟାଇଲରେ ଗୋଡ଼ାଇ ଗୋଡ଼ାଇ ଧରିଲା ପୋଲିସ, ମହୁଲି ମଦ ସହ ଦୁଇ….

ହାଟଡିହୀ,୧୮।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ଫିଲ୍ମ ଷ୍ଟାଇଲରେ ଦୁଇ ଚୋରା ମହୁଲି ମଦ ବେପାରୀଙ୍କୁ ବୁଧବାର ରାତି ପ୍ରାୟ ୮ଟା ସମୟରେ ଧରିଛି ।…

କାଲି ନିଖୋଜ, ଆଜି ମିଳିଲା ବୃଦ୍ଧଙ୍କ ମୃତଦେହ; କେନାଲରେ ଗୋଟିଏ ପରେ ଗୋଟିଏ ଅଘଟଣକୁ ନେଇ… 

କୋକସରା,୧୮।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଅନ୍ତର୍ଗତ ଲଡୁଗାଁ ଅଞ୍ଚଳରେ ଏକ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି। ବୁଧବାର ଦିନ ଇନ୍ଦ୍ରାବତୀ ଉଠା ଜଳସେଚନ…

ନିଶା ନିବାରଣ ପାଇଁ ବାହାରିଲେ ଛାତ୍ରୀଛାତ୍ର, ସ୍କୁଲରେ ହେଲା….

ବରଗଡ଼,୧୮।୩(ପ୍ରେମାନନ୍ଦ ଖମାରୀ): ନିଶା ମଣିଷକୁ ବିବେକ ଶୂନ୍ୟ କରି ଦିଏ । ନିଶାସକ୍ତ ବ୍ୟକ୍ତି ନିଜ ପରିବାର ସହିତ ସମାଜର ମଧ୍ୟ ଅନେକ କ୍ଷତି ପହଞ୍ଚାଇଥାଏ ।…

ଜମିପଟ୍ଟା ପ୍ରଦାନ ଦାବି, କୃଷକ ସଭା ପକ୍ଷରୁ ତହସିଲ ଅଫିସ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୧୮।୩(ସବିତାମିଶ୍ର): ଜମିହୀନଙ୍କୁ ଜମିପଟ୍ଟା ପ୍ରଦାନ ଦାବିରେ ଓଡିଶା କ୍ରୁଷକସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ପି ହରିକ୍ରୁଷ୍ଣରେଡୀଙ୍କ ନେତୃତ୍ବରେ ପୁରୁଷୋତ୍ତମପୁର ତହସିଲ କାର୍ଯ୍ଯାଳୟ ସମ୍ମୁଖରେ ପ୍ରତିବାଦ ସହ…

ଯୋଗାଣ ବିଭାଗର ଚଢ଼ାଉ, ୧୨ ଗ୍ୟାସ ସିଲିଣ୍ଡର ସହିତ ୨୮୩….

ଅତାବିରା,୧୮।୩(ଯୁଧିଷ୍ଠିର ମହାପାତ୍ର ): ମଧ୍ୟପ୍ରାଚ୍ୟରେ ଗୋଟିଏ ପଟେ ଯୁଦ୍ଧ ଲାଗିରହିଥିବା ବେଳେ ଅନ୍ୟପଟରେ ସାରା ଭାରତ ଓ ଓଡ଼ିଶାରେ ମଧ୍ୟ ଗ୍ୟାସ ବା LPG ର ସଙ୍କଟ…

ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ କରି ଜେଲ୍‌ ଗଲେ ବାପ-ପୁଅ, ରକ୍ତଭିଜା କାଠଫାଳିଆ ଜବତ

ଦିଗପହଣ୍ଡି,୧୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମର ସାମାଜିକ କର୍ମୀ ମାନସ ରଞ୍ଜନ ପଟ୍ଟନାୟକ ଓରଫ ମନୋଜଙ୍କୁ ମଙ୍ଗଳବାର ରାତିରେ ସଂଘବଦ୍ଧ…

ଗଞ୍ଜାମ ଜିଲାପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଭାବେ ଭାବେ ଦାୟିତ୍ବ ନେଲେ ସମୀର କୁମାର ଜେନା

ଛତ୍ରପୁର,୧୮।୩(ଦିଲ୍ଲୀପ ସାମଲ) : ଦୀର୍ଘ ୮ ମାସ ପରେ ଆଜି ଗଞ୍ଜାମ ଜିଲାପରିଷଦର ନୂତନ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଭାବେ ସମୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri